-+91-9937148622 |

prerana_bgr@rediffmail.com |

  Saturday 18th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   (18-Jul-2026)       ||      ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   (18-Jul-2026)       ||      ଆଗଲପୁର ବ୍ଲକ ରେ ସମିତି ବୈଠକ                                     (18-Jul-2026)       ||      ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   (18-Jul-2026)       ||      ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   (17-Jul-2026)       ||      ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   (17-Jul-2026)       ||      ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   (17-Jul-2026)       ||      ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   (17-Jul-2026)       ||      ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   (17-Jul-2026)       ||      ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   (17-Jul-2026)       ||      କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   (17-Jul-2026)       ||      ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   (17-Jul-2026)       ||      ରଥଯାତ୍ରାରେ ଦର୍ଶନାର୍ଥିଙ୍କ ମୃତ୍ୟୁରେ କଂଗ୍ରେସ ସଭାପତି ଭକ୍ତଚରଣ ଦାସଙ୍କ ଶୋକ ପ୍ରକାଶ   (17-Jul-2026)       ||      ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ    (16-Jul-2026)       ||      ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ    (16-Jul-2026)       ||      ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   (16-Jul-2026)       ||     

HOME   ରାଜ୍ୟ

କୋଇଲା ଖଣି ଅଧିକାରୀଙ୍କ ଘରୁ ସୁନା ଅଳଙ୍କାର ଚୋରୀ ଅଭିଯୋଗରେ ୪ ଗିରଫ

24-Apr-2021



ଝାରସୁଗୁଡା(ପ୍ରେରଣା ଖବର ବ୍ୟୁରୋ) ସ୍କାଏ ଲାଇଟ୍ ପଟେ ପଶି ଘରୁ ଚୋରୀ କରିଥିବା ଅଭିଯୋଗରେ ୪ ଜଣଙ୍କୁ ଗିରଫ କରି ବ୍ରଜରାଜନଗର ପୋଲିସ । ସେମାନଙ୍କ ନିକଟରୁ ୨ ଲକ୍ଷ ଟଙ୍କରୁ ଉର୍ଦ୍ଧ୍ବ ମୂଲ୍ୟର ସୁନା ଅଳଙ୍କାର ଉଦ୍ଧାର କରିବରେ ସକ୍ଷମ ହୋଇଛି । ୨୪ ଘଣ୍ଟା ମଧ୍ୟରେ ପୋଲିସ ଏହାକୁ ଧରିବାରେ ସଫଳ ହୋଇଥିବାରୁ ବ୍ରଜରାଜନଗର ପୋଲିସକୁ ଶୁଭେଚ୍ଛା ଜଣାଇଛନ୍ତି ଝାରସୁଗୁଡା ଜିଲ୍ଲା ଏସପି ବିକାଶ ଚନ୍ଦ୍ର ଦାଶ ।

ବ୍ରଜରାଜନଗର ଏମସିଏଲ କଲୋନୀରେ ରହୁଥିବ କୋଇଲା ଖଣିର ଜଣେ ଅଧିକାରୀ ୱାଇ.ସତ୍ୟନାରୟଣ ନିଜ ପରିବାର ସହ ଘରେ ଶୋଇଥିବା ବେଳେ ସେମାନଙ୍କ ଘରର ସ୍କାଏ ଲାଇଟ ଭାଙ୍ଗି ୩ ଜଣ କମ୍ ବୟସର ଯୁବକ ଘର ଭିତରକୁ ପ୍ରବେଶ କରିଥିଲେ । ଆଲମିରାରେ ଥିବା ଗୋଟିଏ ୫୦ ଗ୍ରାମ୍ ଓଜନର ସୁନା ହାର ସହ ଏକ ସୁନାବଳା ଓ କିଛି ନଗଦ ଟଙ୍କ ଚୋରୀ କରି ନେଇଥିଲେ । ସମସ୍ତ ଅଳଙ୍କାର ଓ ଟଙ୍କ ଜବତ କରି ଚୋରୀ କରିଥିବା ୩ ଜଣଙ୍କ ସହ ସୁନାକୁ କିଣିଥିବା ଅନ୍ୟ ଜଣେ ଯୁବକକୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   18-Jul-2026
  ଜିଲ୍ଲା  
ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   18-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ସମିତି ବୈଠକ                                     18-Jul-2026
  ଜିଲ୍ଲା  
ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   18-Jul-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   17-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I   17-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   17-Jul-2026
  ଜିଲ୍ଲା  
ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   17-Jul-2026
  ଜିଲ୍ଲା  
ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   17-Jul-2026
  ଜିଲ୍ଲା  
ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   17-Jul-2026

You Might Also Like