-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ବାଲିଗୁଡା:ଟ୍ରାକ୍ଟର ମୋଟର ସାଇକେଲ ମୁହାଁମୁହିଁ ଧକ୍କା: ତିନିଜଣ ମୋଟରସାଇକେଲ ଆରୋହୀଙ୍କ ମୃତ୍ୟୁ

24-Apr-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା କଟପଡ଼ି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗୋଟିଏ ଟ୍ରାକ୍ଟର ସହ ଓ ଗୋଟିଏ ପଲସର୍ ବାଇକ୍ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରେ ୨ଜଣ ମୋଟରସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଥିଲେ । ଖବରପାଇ ବାଲିଗୁଡ଼ା ଅଗ୍ନିଶମ ବାହିନୀ ଓ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ । ଗୁରୁତରଙ୍କୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ଅଧିକ ଚିକିତ୍ସା ପାଇଁ ଫୁଲବାଣୀ ସ୍ଥାନାନ୍ତର କରାଯାଇଥିଲା ।

ହେଲେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ଦୁଇଜଣ  ବାଲିଗୁଡ଼ା ଥାନା ଦିଗାପଦର ଗ୍ରାମର ରାଧାକୃଷ୍ଣ ପୂଜାରୀ ଓ ଦଶରଥ ବିଶିମାଝୀ ହୋଇଥିବାବେଳେ ଗୁରୁତର ଅବସ୍ଥାରେ ଫୁଲବାଣୀ ଯାଇ ଚିକିତ୍ସିତ ଅବସ୍ଥାରେ ସାଗର ଦିଗାଲଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ଶୁକ୍ରବାର  ରାତିରେ ସିନ୍ଦ୍ରିଗାଁ ପଟୁ ବାଲିଗୁଡ଼ା ଆଡ଼କୁ ଓଆର-୧୨- ୭୧୮୨  ନମ୍ବର ଯୁକ୍ତ ଏକ ଟ୍ରାକ୍ଟର ଆସୁଥିବା ବେଳେ ବାଲିଗୁଡ଼ା ପଟୁ ତିନିଜଣ ଯୁବକ  ଏକ ପଲସର୍ ମୋଟରସାଇକେଲ ଓଡି- ୧୨ଏ-୩୬୯ ୨ ରେ ନିଜ ଗାଁ କୁ ଯାଉଥିବା ସମୟରେ କଟପଡ଼ି ନିକଟରେ ଉଭୟଙ୍କ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଘଟଣାସ୍ଥଳରେ ଦୁଇଜଣ 

ମୋଟରସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଟ୍ରାକ୍ଟର ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like