-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ଗ୍ରାହକ ସାଜି ଦୁଇ ବନ୍ଧୁକ ବେପାରୀଙ୍କୁ ଧରିଲା କ୍ୟୁଏଟି

24-Apr-2021



ଭୁବନେଶ୍ୱର :(ଶୁଭାଶିଷ ନାୟକ) ବେଆଇନ ବନ୍ଧୁକ କାରବାର ବେଳେ କମିଶନରେଟ ପୋଲିସର କ୍ୟୁଏଟି  ଓ ବାଲିଅନ୍ତା ପୁଲିସ ମିଳିତ ଭାବେ ଚଢାଉ କରି  ଦୁଇ ବେପାରୀଙ୍କୁ ଗିରଫ କରିଛି । ସେମାନେ ହେଲେ, ବାଲିଅନ୍ତା ଥାନା ଅନ୍ତର୍ଗତ ଗଙ୍ଗେଶ୍ୱରର ପପୁନ ପାତ୍ର ଓରଫ ବିକ୍ରମ, ଓରଫ ବିକି ଓ ବାଲିପାଟଣା ଥାନା ଅନ୍ତର୍ଗତ ଅଠନ୍ତରା ଗାଁର ଚିତ୍ତରଞ୍ଜନ ବେହେରା ଓରଫ କାଳିଆ । ଗୁରୁବାର ଟିମର ସଦସ୍ୟ ଗ୍ରାହକ ସାଜି ବନ୍ଧୁକ ପାଇଁ ଯାଇ ୨ଜଣ ବେପାରୀଙ୍କୁ କାବୁ କରିଥିଲେ । ଯାଞ୍ଚ କରି ସେମାନଙ୍କ ଠାରୁ ୯ ମିଲିମିଟର ପିସ୍ତଲ, ୬ଟି ଗୁଳି, ୩ ମୋବାଇଲ୍ ଫୋନ୍ ଏବଂ ଗୋଟିଏ ମୋଟର ସାଇକେଲ ଜବତ କରିଛନ୍ତି ।  ଉଭୟଙ୍କୁ ଶୁକ୍ରବାର  କୋର୍ଟ •ଲାଣ କରାଯାଇଥିବା ବେଳେ ସେମାନଙ୍କ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ପଠାଇ ଦିଆଯାଇଛି ।
ମିଳିଥିବା ସୂଚନା ଅନୁଯାୟୀ ଦୁଇ ବେପାରୀ ବାଲିଅନ୍ତା ଅଞ୍ଚଳରେ ବେଆଇନ ଭାବେ ବନ୍ଧୁକ କାରବାର କରୁଥିବା କ୍ୟୁଏଟି ଜାଣିବାକୁ ପାଇଥିଲା । ପରେ କ୍ୟୁଏଟିର ଷ୍ଟାଫ୍ ଗ୍ରାହକ ସାଜି ବନ୍ଧୁକ କିଣିବା ପାଇଁ ସେମାନଙ୍କ ସହ ଯୋଗାଯୋଗରେ ଥିଲେ ।  ୧୨ ଦିନରେ  ଅଭିଯୁକ୍ତଙ୍କ ସହ କଥାବର୍ତ୍ତା ପରେ ଫୋନରେ ପିସ୍ତଲର ଦାମ ଓ ଭେଟ ହେବାର ଜାଗା ସ୍ଥିର ହୋଇଥିଲା । ସେହି ଅନୁସାରେ ଗୁରୁବାର ଅଭିଯୁକ୍ତମାନେ ବନ୍ଧୁକ ଦେବାପାଇଁ ବାଲିଅନ୍ତା ଥାନା ଅନ୍ତର୍ଗତ ବିଙ୍ଗାରପୁର ନିକଟକୁ କୁ୍ୟଏଟି ସଦସ୍ୟଙ୍କୁ ଡକାଇଥିଲେ । ସେଠାରେ ପହଞ୍ଚି ିବା ବେଳେ ବାଲିଅନ୍ତା ଥାନା ପୁଲିସ ଓ କୁ୍ୟଏଟି ୨ ବନ୍ଧୁକ ବେପାରୀଙ୍କୁ ଧରିବାରେ ସକ୍ଷମ ହୋଇଥିଲେ । ତେବେ ଅଭିଯୁକ୍ତମାନେ କାହାକୁ ବନ୍ଧୁକ ବିକ୍ରି କରିଛନ୍ତି, କେଉଁଠୁ ଆଣୁଛନ୍ତି, ଏହା ପଛରେ ଆଉ କେଉଁମାନେ ଅଛନ୍ତି ଏସମସ୍ତ ଦିଗ ଉପରେ ପୁଲିସ ଅଧିକ ତଦନ୍ତ ଆରମ୍ଭ କରିଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like