-+91-9937148622 |

prerana_bgr@rediffmail.com |

  Tuesday 21st July 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବିଜେପି ଯୁବ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା   (21-Jul-2026)       ||      ବଡଟିକ। ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ            (21-Jul-2026)       ||      *ନୂଆପଡ଼ା ଜିଲ୍ଲା ଖଡିଆଳ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,*   (21-Jul-2026)       ||      ଆଦର୍ଶ ଶିକ୍ଷକ ସୁଧୀର ଚନ୍ଦ୍ର କରଙ୍କ ସ୍ମୃତିଚାରଣ ସଭା   (21-Jul-2026)       ||      ଅନ୍ତର୍ହିତ ହେଲେ ବରପାଲି ଆକାଶର ଧ୍ରୁବତାରା ବିଶିଷ୍ଟ ସମାଜସେବୀ ଧ୍ରୁବ ଚରଣ ମେହେରଙ୍କ ପରଲୋକ   (20-Jul-2026)       ||      ଦ୍ୱିତୀୟ ଦିନ ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍♦️ ୧୧ ବର୍ଷ ବାଳକ ଫାଇନାଲରେ ସମର୍ଥ ଓ ଅର୍ଣ୍ଣବ ମୁକାବିଲା   (20-Jul-2026)       ||      ବଡ଼ଗାଁ ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (20-Jul-2026)       ||      ବରପାଲିରେ ରାଜ୍ୟ ସ୍ତରୀୟ ଶ୍ରୀ ଜଗନ୍ନାଥ ଚିତ୍ରକଳା ପ୍ରଦର୍ଶନୀ ଉଦ୍‌ଯାପିତ।   (20-Jul-2026)       ||      ହେରା ପଞ୍ଚମୀରେ ଗୁଣ୍ଡିଚା ଆଡ଼ପ ମଣ୍ଡପରେ ପ୍ରଭୁଙ୍କ ରାମ-ଲକ୍ଷ୍ମଣ ଅବତାର ବେଶ   (20-Jul-2026)       ||      ସିଂଘିଯୁବା ପଞ୍ଚାୟତ କାର୍ଯ୍ୟାଳୟରେ ଆର୍ଥିକ ସାକ୍ଷରତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଶିବିର ଅନୁଷ୍ଠିତ   (20-Jul-2026)       ||      ପ୍ରଧାନ ଶିକ୍ଷକଙ୍କ ବଦଳି ସ୍ଥଗିତ ଦାବୀରେ ଗ୍ରାମବାସୀ ସ୍କୁଲରେ ତାଲା ମାରିଲେ ।   (20-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ ବେଶ ଦର୍ଶନ ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ପାଇଁ ଚଳ ଚଞ୍ଚଳ ଶ୍ରୀ ଗୁଣ୍ଡିଚା ମନ୍ଦିର*-   (20-Jul-2026)       ||      ଆମେରିକାର ରୋଡ଼ସ ଆଇଲ୍ୟାଣ୍ଡରେ ରଥଯାତ୍ରାର ଭବ୍ୟ ଆୟୋଜନ*   (20-Jul-2026)       ||      ସୁପ୍ରିୟା ମାର୍ଗ ରେ ରୌପ୍ୟ ଜୟନ୍ତୀ♦️♦️ ରଥଯାତ୍ରା ଅବସରରେ ନିଆରା କାର୍ଯ୍ୟକ୍ରମ    (20-Jul-2026)       ||      ଅଳ୍ପରେ ଦେଶ ବିଦେଶର ଅନେକ ଖବର.....   (20-Jul-2026)       ||      ଦିଗୁଲମାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଚାଳନା କମିଟି ଗଠିତ   (20-Jul-2026)       ||      *ଜିଲ୍ଲା ବିଜେପି ପକ୍ଷରୁ ସଂପର୍କ ଅଭିଜାନ ଉତ୍ସବ*- *ସାଂସଦ ଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ବହୁ ବିଶିଷ୍ଟ ବ୍ୟକ୍ତି*   (20-Jul-2026)       ||      କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||     

HOME   ଜିଲ୍ଲା

ରାଜ୍ଯରେ ଦୁଇଟି ପୃଥକ ଘଟଣା : ଗ୍ୟାସ୍ ଲିକରୁ ଅଗ୍ନିକାଣ୍ଡ; ଜୀଅନ୍ତା ଜଳିଗଲେ ନାବାଳକ

25-Apr-2021



ସୋନପୁର (ପ୍ରେରଣା ଖବର ବ୍ୟୁରୋ): ଅଗ୍ନିକାଣ୍ଡରେ ଜୀଅନ୍ତା ଜଳିଗଲେ ନାବାଳକ। ସୁବର୍ଣ୍ଣପୁର ଶଙ୍କରା ଗାଁରେ ଘଟିଛି ଅଭାବନୀୟ ଘଟଣା। ଘରେ ରୋଷେଇ ବେଳେ ହଠାତ୍ ଗ୍ୟାସ୍ ଲିକରୁ ନିଆଁ ଲାଗି ନାବାଳକ ଜଳି ଯାଇଛନ୍ତି। ନିଆଁ ଲାଗିବା ପରେ ଘର ଲୋକ ପଦାକୁ ବାହାରି ଆସିଥିଲେ, ହେଲେ ଦୁର୍ଭାଗ୍ୟବଶତଃ ଶୋଇଥିବା ବେଳେ ବାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ମୃତ ନାବାଳକ ଜଣକ ହେଲେ ଶଙ୍କରା ଗାଁର ବାବୁସାନ ଗୁଦୁରିଆ (୧୦) ସୂଚନା ଅନୁସାରେ ଆଜି ଘରେ ଚା ପିଇବା ପାଇଁ ପରିବାର ଲୋକେ ଗ୍ୟାସ ଟାଙ୍କି ଅନ କରିଥିବା ସମୟରେ ହଠାତ ଗ୍ୟାସ ଟାଙ୍କିରୁ ନିଆଁ ଲାଗିଯାଇଥିଲାI ଫଳରେ ଘର ସମ୍ପୂର୍ଣ୍ଣ ଭାବେ ପୋଡି ପାଉଁଶ ହୋଇଯାଇଥିବା ବେଳେ ନାବାଳକ ଶୋଇଥିବା ଅବସ୍ଥାରେ ଜୀବନ୍ତ ଦଗ୍ଧ ହୋଇଯାଇଛିI ପରିବାର ଲୋକେ ନାବାଳକକୁ ଚିକିତ୍ସା ପାଇଁ ବିନିକା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ ବି ଘଟଣା ସ୍ଥଳରେ ତାର ମୃତ୍ୟୁ ହୋଇଥିବା ଡାକ୍ତର କହିଛନ୍ତିI ଖବର ପାଇଁ ଘଟଣା ସ୍ଥଳରେ ବିନିକା ଅଗ୍ନିଶମ ବାହିନୀ ପହଞ୍ଚିଛି। ହେଲେ ନିଆଁ ଲାଗି  ଘର ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି!.
ସେପଟେ କୋଣାର୍କର କରୁଣା ଗାଁର ଗୁହାଳ ଘରେ ଭୟାବହ ଅଗ୍ନିକାଣ୍ଡ ଘଟି ୮ ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି ଏବଂ ୨ ଗୁରୁତର ଅଛନ୍ତି। ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଗ୍ରାମବାସୀ ଓ ଅଗ୍ନିଶମ ବିଭାଗ କର୍ମଚାରୀ ମାନଙ୍କ ଉଦ୍ୟମ ଯୋଗୁଁ ବଡ ଧରଣର ବିପଦ ଟଳିପାରିଛି। ସୂଚନାଯୋଗ୍ୟ ଗତକାଲି ବିଳମ୍ବିତ ରାତ୍ରିରେ କରୁଣା ଗ୍ରାମର ମୁରଲୀ ଜେନା,ବଂଶୀଧର ଜେନା,ସୁନକର ଜେନା,ରୋହିତ ଜେନାଙ୍କ ପରିବାର ଶୋଇଯିବା ପରେ ଘର ସମ୍ମୁଝରେ ଥିବା ଗୁହାଳ ଘରେ ନିଆଁ ଲାଗିଯାଇଥିଲା!.*ତେବେ ନିଆଁ ଲାଗିବା ପରେ ଘରୁ ବାହାରି ପାରିନଥିଲେ ପରିବାର ଲୋକ। ଅନ୍ୟପଟେ ଗାଁ ଲୋକେ  ଉଠି ନିଆଁ ନିୟନ୍ତ୍ରଣ କରିବା ବେଳକୁ ୪ ପରିବାରର ଗୁହାଳ ଘରେ ଥିବା ୮ଟି ଗୋରୁ ଜିଅନ୍ତା ଜଳିଯାଇଥିଲା। ଆଉ ଦୁଇଟି ଗୋରୁ ଅର୍ଦ୍ଧ ଦଗ୍ଧ ଅବସ୍ଥାରେ ବାହାରକୁ ବାହାରି ଯାଇଥିଲେ। ତେବେ ଏହି ଅଗ୍ନିକାଣ୍ଡରେ ୪ଟି ନଡିଆ ଗଛ ମଧ୍ୟ ପୋଡ଼ି ଯାଇଛି। ଅଗ୍ନିଶମ ବିଭାଗ କର୍ମଚାରୀ ପହଂଚିବା ବେଳକୁ ଗାଁ ଲୋକେ ନିଆଁକୁ ନିୟନ୍ତ୍ରଣ କରି ସାରିଥିଲେ!.


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବିଜେପି ଯୁବ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା   21-Jul-2026
  ଜିଲ୍ଲା  
ବଡଟିକ। ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ           21-Jul-2026
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଖଡିଆଳ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,*   21-Jul-2026
  ଜିଲ୍ଲା  
ଆଦର୍ଶ ଶିକ୍ଷକ ସୁଧୀର ଚନ୍ଦ୍ର କରଙ୍କ ସ୍ମୃତିଚାରଣ ସଭା   21-Jul-2026
  ଜିଲ୍ଲା  
ଅନ୍ତର୍ହିତ ହେଲେ ବରପାଲି ଆକାଶର ଧ୍ରୁବତାରା ବିଶିଷ୍ଟ ସମାଜସେବୀ ଧ୍ରୁବ ଚରଣ ମେହେରଙ୍କ ପରଲୋକ   20-Jul-2026
  ଜିଲ୍ଲା  
ଦ୍ୱିତୀୟ ଦିନ ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍♦️ ୧୧ ବର୍ଷ ବାଳକ ଫାଇନାଲରେ ସମର୍ଥ ଓ ଅର୍ଣ୍ଣବ ମୁକାବିଲା   20-Jul-2026
  ଜିଲ୍ଲା  
ବଡ଼ଗାଁ ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   20-Jul-2026
  ଜିଲ୍ଲା  
ବରପାଲିରେ ରାଜ୍ୟ ସ୍ତରୀୟ ଶ୍ରୀ ଜଗନ୍ନାଥ ଚିତ୍ରକଳା ପ୍ରଦର୍ଶନୀ ଉଦ୍‌ଯାପିତ।   20-Jul-2026
  ଜିଲ୍ଲା  
ହେରା ପଞ୍ଚମୀରେ ଗୁଣ୍ଡିଚା ଆଡ଼ପ ମଣ୍ଡପରେ ପ୍ରଭୁଙ୍କ ରାମ-ଲକ୍ଷ୍ମଣ ଅବତାର ବେଶ   20-Jul-2026
  ଜିଲ୍ଲା  
ସିଂଘିଯୁବା ପଞ୍ଚାୟତ କାର୍ଯ୍ୟାଳୟରେ ଆର୍ଥିକ ସାକ୍ଷରତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଶିବିର ଅନୁଷ୍ଠିତ   20-Jul-2026
  ଜିଲ୍ଲା  
ପ୍ରଧାନ ଶିକ୍ଷକଙ୍କ ବଦଳି ସ୍ଥଗିତ ଦାବୀରେ ଗ୍ରାମବାସୀ ସ୍କୁଲରେ ତାଲା ମାରିଲେ ।   20-Jul-2026
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ବେଶ ଦର୍ଶନ ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ପାଇଁ ଚଳ ଚଞ୍ଚଳ ଶ୍ରୀ ଗୁଣ୍ଡିଚା ମନ୍ଦିର*-   20-Jul-2026

You Might Also Like