-+91-9937148622 |

prerana_bgr@rediffmail.com |

  Thursday 23rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା    (22-Jul-2026)       ||      ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ    (22-Jul-2026)       ||      ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   (22-Jul-2026)       ||      ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   (22-Jul-2026)       ||      ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ    (22-Jul-2026)       ||      ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   (22-Jul-2026)       ||      ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର    (22-Jul-2026)       ||      ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   (22-Jul-2026)       ||      ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   (22-Jul-2026)       ||      ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   (22-Jul-2026)       ||      ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   (22-Jul-2026)       ||      ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   (22-Jul-2026)       ||      ମ . ରାମପୁର ବ୍ଲକ ନୁନପୁର ଗ୍ରାମ ଚାଷ ଜମିରୁ ୧୧ କେ. ଭି ଲାଇନ ତାର ଚୋରି ପାଣି ଅଭାବରୁ ଚାଷୀ ହନ୍ତସନ୍ତ   (22-Jul-2026)       ||      ଦାବି ପୂରଣ ନହେଲେ ମା ଦୁଆରସନୀଙ୍କ ପୀଠରୁ ପଦଯାତ୍ରା ଚେତାବନୀ   (22-Jul-2026)       ||      *ନବରଙ୍ଗପୁର ଜିଲ୍ଲାରେ ହଜିବାକୁ ବସିଲାଣି ମଧୁର ଚୁନାମାଛ*   (22-Jul-2026)       ||      *ଜିଲ୍ଲା ପି ସି ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ - ଭ୍ରୁଣ ହତ୍ୟା ରୋକିବାକୁ ବ୍ୟାପକ ସଚେତନତା ଜରୁରୀ - ଏ ଡି ଏମ୍*   (22-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ କୃଷ୍ଣ କାଳୀୟ ଦଳନ ବଳରାମ ବେଶ ଦର୍ଶନ ଓ ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟା ବଲାଙ୍ଗିର କଳାକାର ଙ୍କ ସଙ୍ଗୀତ ରେ ବିଭୋର ଦର୍ଶକ*   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ଅଗ୍ରଗତି ନେଇ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ସମୀକ୍ଷା ବୈଠକ   (22-Jul-2026)       ||      ଶଶଧର ପଣ୍ଡାକୁ ରିମାଣ୍ଡରେ ଆଣିବ କମିଶନରେଟ ପୋଲିସ   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ସମୀକ୍ଷା କଲେ ନିର୍ବାଚନୀ ତାଲିକା ପର୍ଯ୍ୟବେକ୍ଷକ   (22-Jul-2026)       ||     

HOME   ଦେଶ ବିଦେଶ

ଅକ୍ସିଜେନ ସଙ୍କଟ: କରୋନା କlଳରେ ରୋଗୀଙ୍କ ପାଇଁ କାଳ ପଲଟିଛି

25-Apr-2021



ନୂଆଦିଲ୍ଲୀ (ପ୍ରେରଣା ଖବର ବ୍ୟୁରୋ): ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ୁଥିବା ବେଳେ ଡାକ୍ତରଖାନା ଗୁଡ଼ିକରେ ସ୍ଥିତି ସଙ୍ଗୀନ। ଡାକ୍ତରଖାନାରେ କରୋନା ରୋଗୀଙ୍କ ପାଇଁ ସବୁଠୁ ଗୁରୁତ୍ୱପୂର୍ଣ୍ଣ ଅକ୍ସିଜେନ ସିଲିଣ୍ଡର ଅଭାବ ଥିବା ବଳେ ବେଡ ମଧ୍ୟ ଅଭାବ ରହିଛି। ଲୋକମାନେ ଅକ୍ସିଜେନ ଅଭାବରୁ ପୋକ ମାଛି ଭଳି ଜୀବନ ହାରୁଛନ୍ତି। ତେବେ ଦେଶରେ ଏଭଳି ପରିସ୍ଥିତି ଉପୁଜିବାର ସମ୍ଭାବନା ରହିଛି ବୋଲି ପୂର୍ବରୁ କେନ୍ଦ୍ର ସରକାର ଜାଣିଥିଲେ!.**କରୋନାର ଦ୍ୱିତୀୟ ଲହରୀରେ ସଂକ୍ରମଣ ବଢ଼ିବା ଆଶଙ୍କା କରି ସରକାରୀ ଡାକ୍ତରଖାନାରେ ବେଡ୍ ସଂଖ୍ୟା ବୃଦ୍ଧି କରାଯାଉ ବୋଲି କମିଟି ପକ୍ଷରୁ କୁହାଯାଇଥିଲା। ସରକାରୀ ହସ୍ପିଟାଲ ଗୁଡ଼ିକରେ ଯେତିକି ପରିମାଣର ବେଡ ରହିଛି ତାହା ପର୍ଯ୍ୟାପ୍ତ ନୁହେଁ। ବେଡ ସଂଖ୍ୟା ବୃଦ୍ଧି କରିବା ସହ ଭେଣ୍ଟିଲେଟର ସଂଖ୍ୟା ମଧ୍ୟ ବୃଦ୍ଧି କରାଯାଉ ଏବଂ ଦେଶର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଅଧିକ ନିବେଶ କରାଯାଉ ବୋଲି କମିଟି ପରାମର୍ଶ ଦେଇଥିଲା। ନଚେତ କରୋନା ମହାମାରୀ ସହ ଆମର ଲଢ଼େଇ ପ୍ରଭାବିତ ହେବାର ସମ୍ଭାବନା ରହିଛି। ଏନେଇ ଚେତାବନୀ ଦେଇଥିଲା କମିଟି!.**ସଂସଦର ଏକ ସ୍ଥାୟୀ କମିଟି ଗତବର୍ଷ ନଭେମ୍ବର ମାସରୁ ଏନେଇ କେନ୍ଦ୍ର ସରକାରଙ୍କୁ ଅବଗତ କରିଥିଲା। ଆଉ ଏଭଳି ପରିସ୍ଥିତିର ମୁକାବିଲା ପାଇଁ ପୂର୍ବରୁ ପ୍ରସ୍ତୁତ ରହିବାକୁ ମଧ୍ୟ ପରାମର୍ଶ ଦେଇଥିଲା। ମେଡିକାଲ ଗୁଡ଼ିକରେ ବେଡ ସଂଖ୍ୟା ବୃଦ୍ଧି କରିବା ସହ ଅକ୍ସିଜେନ ଉତ୍ପାଦନ ବୃଦ୍ଧି କରାଯାଉ ବୋଲି ଏହି ସ୍ଥାୟୀ କମିଟି ସରକାରଙ୍କୁ କହିଥିଲା। କମିଟି ପକ୍ଷରୁ ଆହୁରି କୁହାଯାଇଥିଲା ଯେ, ଅକ୍ସିଜେନ ସିଲିଣ୍ଡରର ମୂଲ୍ୟ ମଧ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଧାରଣ ହେବା ଆବଶ୍ୟକ। ନଚେତ ସିଲିଣ୍ଡର କଳାବଜାରୀ ହେବାର ସମ୍ଭାବନା ରହିଛି। ହେଲେ କେନ୍ଦ୍ର ସରକାର ଏହାକୁ ଗୁରୁତ୍ୱର ସହ ନେଇ ନଥିବା ଜଣାପଡ଼ୁଛି। ଏହି କମିଟିର ଅଧ୍ୟକ୍ଷ ସମାଜବାଦୀ ପାର୍ଟିର ବରିଷ୍ଠ ନେତା ରାମ ଗୋପାଳ ଯାଦବ। ଏଥିରେ ବିଜେପିର ୧୬ ଜଣ ସଦସ୍ୟ ସାମିଲ ଅଛନ୍ତି!.*କରୋନାର ଦ୍ୱିତୀୟ ଲହରୀରେ ସଂକ୍ରମଣ ବଢ଼ିବା ଆଶଙ୍କା କରି ସରକାରୀ ଡାକ୍ତରଖାନାରେ ବେଡ୍ ସଂଖ୍ୟା ବୃଦ୍ଧି କରାଯାଉ ବୋଲି କମିଟି ପକ୍ଷରୁ କୁହାଯାଇଥିଲା। ସରକାରୀ ହସ୍ପିଟାଲ ଗୁଡ଼ିକରେ ଯେତିକି ପରିମାଣର ବେଡ ରହିଛି ତାହା ପର୍ଯ୍ୟାପ୍ତ ନୁହେଁ। ବେଡ ସଂଖ୍ୟା ବୃଦ୍ଧି କରିବା ସହ ଭେଣ୍ଟିଲେଟର ସଂଖ୍ୟା ମଧ୍ୟ ବୃଦ୍ଧି କରାଯାଉ ଏବଂ ଦେଶର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଅଧିକ ନିବେଶ କରାଯାଉ ବୋଲି କମିଟି ପରାମର୍ଶ ଦେଇଥିଲା। ନଚେତ କରୋନା ମହାମାରୀ ସହ ଆମର ଲଢ଼େଇ ପ୍ରଭାବିତ ହେବାର ସମ୍ଭାବନା ରହିଛି। ଏନେଇ ଚେତାବନୀ ଦେଇଥିଲା କମିଟି!.ତେବେ ଏଠି ପ୍ରଶ୍ନ ଉଠୁଛି କାହିଁକି କେନ୍ଦ୍ର ସରକାର କମିଟିର ଦେଇଥିବା ରିପୋର୍ଟକୁ ଗୁରୁତ୍ୱ ଦେଇନଥିଲେ। ଏବେ ଦେଶରେ ଯେଉଁଭଳି ପରିସ୍ଥିତି ଉପୁଜିଛି ଏଥିପାଇଁ ଦେଶବାସୀ କାହାକୁ ଦାୟୀ କରିବେ??? ଯଦି କେନ୍ଦ୍ର ସରକାରଙ୍କୁ ପୂର୍ବରୁ ସଂସଦର ସ୍ଥାୟୀ କମିଟି ଅକ୍ସିଜେନ ଉତ୍ପାଦନ ବୃଦ୍ଧି ଓ ଡାକ୍ତରଖାନାରେ ବେଡ୍ ସଂଖ୍ୟା ବୃଦ୍ଧି କରିବାକୁ କହିଥିଲା, ସରକାର କାହିଁକି ତାହା କରିନାହାନ୍ତି????


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା   22-Jul-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ   22-Jul-2026
  ଖେଳ  
ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   22-Jul-2026
  ଦେଶ ବିଦେଶ  
ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   22-Jul-2026
  ଜିଲ୍ଲା  
ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ   22-Jul-2026
  ଜିଲ୍ଲା  
ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   22-Jul-2026
  ଜିଲ୍ଲା  
ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର   22-Jul-2026
  ଜିଲ୍ଲା  
ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   22-Jul-2026
  ଜିଲ୍ଲା  
ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   22-Jul-2026
  ରାଜ୍ୟ  
ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   22-Jul-2026
  ରାଜ୍ୟ  
ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   22-Jul-2026
  ଜିଲ୍ଲା  
ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   22-Jul-2026

You Might Also Like