-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||      କେବେ ସଜଡ଼ାଯିବ ବରୀ ମାଉଣ୍ଡ ହାଇମାଷ୍ଟ ଲାଇଟ   (04-Mar-2026)       ||      ତୃତୀୟ ସୁକତେଲ ମହୋତ୍ସବ ଉଦଯାପିତ♦️ "ଲୁପ୍ତ ପ୍ରାୟ ଲୋକ ଗୀତ ଓ ନୃତ୍ୟର ପୁନରୁଥାନର ଅନନ୍ୟ ମଞ୍ଚ"   (03-Mar-2026)       ||      ଗୋଛାପଡା ଥାନା ଅଞ୍ଚଳରେ ପୁଣି ଗୁରୁ ଶିଷ୍ୟ ସମ୍ପର୍କରେ କଳଙ୍କ : ସମ୍ପୃକ୍ତ ଶିକ୍ଷକ ଥାନାରେ ଅଟକ    (03-Mar-2026)       ||      ପ୍ରସିଦ୍ଧ ଶୈବପୀଠରେ ମହାଜଳଶାୟୀ,ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ   (03-Mar-2026)       ||      ବନଜାତ ଦ୍ରବ୍ୟ ସଂଗ୍ରହ ଓ ବଜାରୀକରଣ ପାଇଁ ବ୍ୟବସାୟୀ ସମ୍ମିଳନୀ   (03-Mar-2026)       ||      ବି ଡି ଓ ସୁଶାନ୍ତ କୁମାର ରଣାଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା   (03-Mar-2026)       ||      ଆକାଂକ୍ଷି ବ୍ଲକରେ ଉନ୍ନୟନ କାର୍ଯ୍ୟ ବାଧାପ୍ରାପ୍ତ   (03-Mar-2026)       ||      ରାୟଗଡ଼ା ବିକଶିତ ହେଲେହିଁ ଓଡ଼ିଶା ଓ ଭାରତ ବିକଶିତ ହେବ: କେବିକେ ସୁରକ୍ଷା ଓ ଉନ୍ନୟନ ପରିଷଦର ଜିଲ୍ଲା ବୈଠକ   (03-Mar-2026)       ||      କେନ୍ଦ୍ରମନ୍ତ୍ରୀ ହରଦୀପ ସିଂ ପୁରୀଙ୍କ ଇସ୍ତଫା ଦାବୀରେ ଢ଼େଙ୍କାନାଳ ଜିଲ୍ଲା ମହିଳା କଂଗ୍ରେସ ପକ୍ଷରୁ ଦସ୍ତଖତ ଅଭିଯାନ   (03-Mar-2026)       ||     

HOME   ରାଜ୍ୟ

ଅଣାୟତ୍ତ କରୋନା, ଗତ ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୬୧୧୬ ପଜିଟିଭ୍

25-Apr-2021



ଭୁବନେଶ୍ବର(ପ୍ରେରଣା ଖବର ବ୍ୟୁରୋ): ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୭୪୫୭ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୪୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୫୭୦ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ୧୫୧ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦୨, ବରଗଡ଼ ଜିଲ୍ଲାରୁ ୨୬୨ଜଣ, ଭଦ୍ରକ ଜିଲ୍ଲାରୁ ୮୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮୯ଜଣ, ବୌଦ୍ଧ ଜିଲ୍ଲାରୁ ୩୨ଜଣ, କଟକ ଜିଲ୍ଲାରୁ ୩୪୩ଜଣ, ଦେଓଗଡ଼ ଜିଲ୍ଲାରୁ ୩୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ, ଗଜପତି ଜିଲ୍ଲାରୁ ୭୮ଜଣ, ଗଞ୍ଜାମ ଜିଲ୍ଲାରୁ ୧୩୪ଜଣ, ଜଗତସିଂହପୁର ଜିଲ୍ଲାରୁ ୭୩ଜଣ, ଯାଜପୁର ଜିଲ୍ଲାରୁ ୩୨୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୫୪ଜଣ, କଳାହାଣ୍ଡି ଜିଲ୍ଲାରୁ ୩୨୧ଜଣ, କନ୍ଧମାଳ ଜିଲ୍ଲାରୁ ୩୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୧୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୭୫ଜଣ, କୋରାପୁଟ ଜିଲ୍ଲାରୁ ୭୧ଜଣ, ମାଲକାନଗିରି ଜିଲ୍ଲାରୁ ୩୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୧୮ଜଣ, ନୟାଗଡ଼ ଜିଲ୍ଲାରୁ ୯୯ଜଣ, ନୂଆପଡ଼ା ଜିଲ୍ଲାରୁ ୪୩୦ଜଣ, ପୁରୀ ଜିଲ୍ଲାରୁ ୧୮୦ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୮୦ଜଣ, ସୋନପୁର ଜିଲ୍ଲାରୁ ୮ଜମ, ସୁନ୍ଦରଗଡ଼ ଜିଲ୍ଲାରୁ ୭୮୫ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୭୯ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୦୭୪୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୯୪୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୫୯୪୬୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୮୭୮୨୫୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

Covid-19 Report For 24th April

New Positive Cases: 6116
In quarantine: 3546
Local contacts: 2570

(Details of local contacts will be shared by concerned Dist Administration)

District Wise Cases:

1. Angul: 151
2. Balasore: 102
3. Bargarh: 262
4. Bhadrak: 87
5. Balangir: 189
6. Boudh: 32
7. Cuttack: 343
8. Deogarh: 39
9. Dhenkanal: 8
10. Gajapati: 78
11. Ganjam: 134
12. Jagatsinghpur: 73
13. Jajpur: 324
14. Jharsuguda: 254
15. Kalahandi: 321
16. Kandhamal: 36
17. Kendrapada: 46
18. Keonjhar: 118
19. Khurda: 875
20. Koraput: 71
21. Malkangiri: 32
22. Mayurbhanj: 158
23. Nawarangpur: 318
24. Nayagarh: 99
25. Nuapada: 430
26. Puri: 180
27. Rayagada: 104
28. Sambalpur: 280
29. Sonepur: 8
30. Sundargarh: 785
31. State Pool: 179


New recoveries: 3464
Cumulative tested: 9878252
Positive: 407457
Recovered: 359467
Active cases: 45949


News Comment




Photo in News

Advertisment
Lastest News
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026
  ଜିଲ୍ଲା  
ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ   04-Mar-2026
  ଜିଲ୍ଲା  
ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   04-Mar-2026
  ଜିଲ୍ଲା  
ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   04-Mar-2026
  ରାଜ୍ୟ  
ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ   04-Mar-2026
  ଜିଲ୍ଲା  
ଏକ ଭିନ୍ନ ଶିକ୍ଷକ   04-Mar-2026
  ଜିଲ୍ଲା  
ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   04-Mar-2026
  ଜିଲ୍ଲା  
*ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   04-Mar-2026
  ଜିଲ୍ଲା  
କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   04-Mar-2026
  ଜିଲ୍ଲା  
କେବେ ସଜଡ଼ାଯିବ ବରୀ ମାଉଣ୍ଡ ହାଇମାଷ୍ଟ ଲାଇଟ   04-Mar-2026

You Might Also Like