-+91-9937148622 |
prerana_bgr@rediffmail.com |
Tuesday 15th September 2026 |
R.N.I. Regd No. ODIODI/2010/46693
Breaking News
25-Apr-2021
ଆସିକା( ଦୀପକ ଗୌଡ଼) :ରାଜ୍ୟରେ ଦିନକୁ ଦିନ ହୁ ହୁ ହୋଇ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଯାହାକୁ ନଜରରେ ରଖି ରାଜ୍ୟ ସରକାର ଲାଗୁ କରିଛନ୍ତି କଟକଣା। ଏସବୁ ମଧ୍ୟରେ କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ବଡ଼ ନିଷ୍ପତ୍ତି ନେଲା ଆସିକା ଚାମ୍ବର ଅଫ୍ କମର୍ସ। ସୋମବାରଠୁ ମେ’ ୨ ତାରିଖ ପର୍ଯ୍ୟନ୍ତ ସମସ୍ତ ଦୋକାନ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ମେଡିସିନ୍ ଦୋକାନ ବ୍ୟତୀତ ଅନ୍ୟ ସବୁ ଦୋକାନ ବନ୍ଦ ରଖିବାକୁ ହୋଇଛି ନିଷ୍ପତ୍ତି। ଲୋକଙ୍କ ସୁବିଧା ପାଇଁ ହୋମ୍ ଡେଲିଭେରୀ ସେବା ଯୋଗାଇ ଦିଆଯିବ। ଏନେଇ ଆସିକା ଚାମ୍ବର ଅଫ୍ କମର୍ସ ପକ୍ଷରୁ କହିଛନ୍ତି।