-+91-9937148622 |

prerana_bgr@rediffmail.com |

  Wednesday 13th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାମ୍ବାଦିକ ସଙ୍ଘ ତରଫରୁ ଡାବୁଗାଁ ଥାନା ନୂତନ ଆଇ.ଆଇ.ସିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା*   (12-May-2026)       ||      ସ୍ୱରାଜ ହସ୍ପିଟାଲ ଏବଂ ରିସର୍ଚ୍ଚ ଇନଷ୍ଟିଟ୍ୟୁଟରେ ଆନ୍ତର୍ଜାତୀୟ ନର୍ସ ଦିବସ ପାଳନ   (12-May-2026)       ||      ଶୋଭନୀୟ ଦେବ କନ୍ୟା ର ବିବାହ   (12-May-2026)       ||      ପୋଲିସ ପେଟ୍ରୋଳିଂ ବେଳେ ଗଞ୍ଜେଇ ଓ ସ୍କର୍ପିଓ ଜବତ୍   (12-May-2026)       ||      ବୌଦ୍ଧ ଜିଲ୍ଲାରେ ଶିକ୍ଷାର ଅଭ୍ୟୁଦୟ♦️ ସ୍ୱଳ୍ପ ଖର୍ଚରେ ଗୁଣାତ୍ମକ ଶିକ୍ଷା ପ୍ରଦାନର ଏକ ନିର୍ଭରଯୋଗ୍ୟ ପ୍ରତିଷ୍ଠାନ ଅଭ୍ୟୁଦୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ    (12-May-2026)       ||      ବଲାଙ୍ଗୀର: ଏମ୍.ସି.ଏଚ୍ ରେ ମାରୱାଡି ଯୁବାମଞ୍ଚ ପକ୍ଷରୁ ଥଣ୍ଡା ପାନୀୟ ଜଳ ମେସିନ୍ ସ୍ଥାପନ    (12-May-2026)       ||      ଟିଟିଲାଗଡ଼: ବଣିକ ସଂଘର ନିର୍ବାଚନ ଅନୁଷ୍ଠିତ    (12-May-2026)       ||      ଓଡ଼ିଆରେ ସରକାରୀ କାର୍ଯ୍ୟ ପାଇଁ ସୁବର୍ଣ୍ଣପୁରରେ ପ୍ରଶିକ୍ଷଣ ଶିବିର   (12-May-2026)       ||      *ଗୃହ ଗଣନା ରେ "ରେଡିଓ" ଶିକ୍ଷକ ମାନଙ୍କୁ ଆଶ୍ଚର୍ଯ୍ୟ କରିଛି ଓ ମୋ ବାପା ଙ୍କ ସ୍ମୃତି କୁ ଉଜ୍ଜୀବିତ କରିଛି*-   (12-May-2026)       ||      କଟକରେ ବୁଲିଲା ଖଣ୍ଡା, ୩ ଗୁରୁତର   (12-May-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ଯୁବମୋର୍ଚ୍ଚା ସଭାପତି ଚୟନ   (12-May-2026)       ||      ତିନି ଘରିଆ ନୂଆସାହି ରାସ୍ତା ଖାଲଖମା ଯାତାୟତ ବାଧାପ୍ରାପ୍ତ   (12-May-2026)       ||      ପୁଣି ଅଦିନିଆ ରଥଯାତ୍ରା। ଇସକନ ପକ୍ଷରୁ କରାଯାଇଛି ଏହି ରଥଯାତ୍ରା। ଦକ୍ଷିଣ ଆଫ୍ରିକା ଡର୍ବାନ ସହରରେ   (12-May-2026)       ||      ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ   (12-May-2026)       ||      ରାଜ୍ୟରେ ପେଟ୍ରୋଲ-ଡିଜେଲ ଅଭାବ ନାହିଁ: ଯୋଗାଣ ମନ୍ତ୍ରୀ   (12-May-2026)       ||      କାକଟପୁର ମା ମଙ୍ଗଳା ପୀଠରେ ଚନ୍ଦନ ଯାତ୍ରା ପାଳିତ♦️ ପ୍ରାଚୀ ନଦୀରେ ଚାପ ଖେଳିଲେ ରାଧାକୃଷ୍ଣ ଭାବବିହ୍ଵଳ ଶ୍ରଦ୍ଧାଳୁ   (12-May-2026)       ||      ମହାନ୍ ବିପ୍ଳବୀ ଶହୀଦ ମାଧୋ ସିଂ ଙ୍କ ଜୀବନୀ ସମ୍ବନ୍ଧରେ ପାଠ୍ୟ ପୁସ୍ତକରେ ଭୁଲ ତଥ୍ୟର ପ୍ରତିବାଦ କଲା ବିଜେଡି    (12-May-2026)       ||      ଇଚ୍ଛା ମୃତ୍ୟ ଆବେଦନକାରୀ ଚାଷୀ ରୋହିତ ଭୋଇ ଙ୍କୁ ଭେଟିଲେ ବିଜେଡି ନେତ୍ରୁ ମଣ୍ଡଳୀ    (12-May-2026)       ||      ଚୋରାଚାଲାଣ ବେଳେ ଗଞ୍ଜେଇ ସହ ଅଟୋ ଜବତ   (12-May-2026)       ||      ଡହଡହ ଖରାରେ ଜୀବନକୁ ବାଜିଲଗାଇ ଛଅତାଲା କୋଠା ଭାଙ୍ଗୁଛନ୍ତି ଶ୍ରମିକ   (12-May-2026)       ||     

HOME   ଜିଲ୍ଲା

ଡଷ୍ଟବିନ୍ ଡେଇଁଲା ଭୋକ, ଅଇଁଠା ଖାଇଲେ ବୃଦ୍ଧ : ଭୂତାଣୁ ବେଳେ ଭାଇରାଲ ହେଲା ଭୋକର ଭୟଙ୍କର ଚିତ୍ର

25-Apr-2021



ଝାରସୁଗୁଡ଼l(ପ୍ରେରଣା ଖବର ବ୍ୟୁରୋ): ଭୋକ ଓ ଭୋକିଲାର କରାଳ ରୂପ । ଡଷ୍ଟବିନରୁ ଖାଦ୍ୟ ଖାଇଲେ ବୃଦ୍ଧ । କିଛିଦିନ ପୂର୍ବେ କୋଇଡ଼ା ଅଞ୍ଚଳରେ ଜଣେ ଭୋକିଲା ଶିଶୁ ଅଇଁଠା ଖଲି ଚାଟିବା ଘଟଣା ସମସ୍ତଙ୍କୁ ବିଚଳିତ କରିଥିଲା । ଏମିତି ଏକ ଆଉ ଏକ ଘଟଣା ଏବେ ହୃଦୟ ଥରାଇଛି ।

ଭୋକ ଓ ଭୋକିଳାର ଏକ କରାଳ ଦୃଶ୍ୟର ଏକ ଭିଡିଓ ଏବେ ଝାରସୁଗୁଡ଼ା ଜିଲ୍ଲାରେ ଭାଇରାଲ ହୋଇଛି । ଭିଡିଓରେ ଜଣେ ବୃଦ୍ଧ ଏକ ଡାକ୍ତରଖାନା ଡଷ୍ଟବିନ୍‌ ଭିତରୁ ଖାଇବା ଜିନିଷ ବାହାର କରି ଖାଉଥିବାର ଦେଖିବାକୁ ମିଳୁଛି । ଅନେକ ଏହା ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଲାବାରିସ୍‌ ରୁମ୍‌ ନିକଟର ଦୃଶ୍ୟ ବୋଲି କହୁଛନ୍ତି ।

ଏନେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଲାଲ ମୋହନ ରାଉତରାୟଙ୍କୁ ପଚାରିବାରୁ ଏ ବିଷୟରେ ସେ ଅବଗତ ନାହାନ୍ତି । ଏନେଇ ତଦନ୍ତ କରି ବିହିତ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି । ଯଦି ଏହା ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଦୃଶ୍ୟ ହୋଇଥାଏ ତେବେ ସେଠାରେ ଏକ ଆଟେଣ୍ଡାଣ୍ଟ୍‌ ଯୋଗାଇ ଦେବେ । ଏପରି ହୃଦ ବିଦାରକ ଘଟଣା ଯେପରି ନଘଟେ ସେଥିପ୍ରତି ଧ୍ୟାନ ଦିଆଯିବ ବୋଲି ଶ୍ରୀ ରାଉତ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାମ୍ବାଦିକ ସଙ୍ଘ ତରଫରୁ ଡାବୁଗାଁ ଥାନା ନୂତନ ଆଇ.ଆଇ.ସିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା*   12-May-2026
  ଜିଲ୍ଲା  
ସ୍ୱରାଜ ହସ୍ପିଟାଲ ଏବଂ ରିସର୍ଚ୍ଚ ଇନଷ୍ଟିଟ୍ୟୁଟରେ ଆନ୍ତର୍ଜାତୀୟ ନର୍ସ ଦିବସ ପାଳନ   12-May-2026
  ଜିଲ୍ଲା  
ଶୋଭନୀୟ ଦେବ କନ୍ୟା ର ବିବାହ   12-May-2026
  ଜିଲ୍ଲା  
ପୋଲିସ ପେଟ୍ରୋଳିଂ ବେଳେ ଗଞ୍ଜେଇ ଓ ସ୍କର୍ପିଓ ଜବତ୍   12-May-2026
  ଜିଲ୍ଲା  
ବୌଦ୍ଧ ଜିଲ୍ଲାରେ ଶିକ୍ଷାର ଅଭ୍ୟୁଦୟ♦️ ସ୍ୱଳ୍ପ ଖର୍ଚରେ ଗୁଣାତ୍ମକ ଶିକ୍ଷା ପ୍ରଦାନର ଏକ ନିର୍ଭରଯୋଗ୍ୟ ପ୍ରତିଷ୍ଠାନ ଅଭ୍ୟୁଦୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ   12-May-2026
  ଜିଲ୍ଲା  
ବଲାଙ୍ଗୀର: ଏମ୍.ସି.ଏଚ୍ ରେ ମାରୱାଡି ଯୁବାମଞ୍ଚ ପକ୍ଷରୁ ଥଣ୍ଡା ପାନୀୟ ଜଳ ମେସିନ୍ ସ୍ଥାପନ    12-May-2026
  ଜିଲ୍ଲା  
ଟିଟିଲାଗଡ଼: ବଣିକ ସଂଘର ନିର୍ବାଚନ ଅନୁଷ୍ଠିତ   12-May-2026
  ଜିଲ୍ଲା  
ଓଡ଼ିଆରେ ସରକାରୀ କାର୍ଯ୍ୟ ପାଇଁ ସୁବର୍ଣ୍ଣପୁରରେ ପ୍ରଶିକ୍ଷଣ ଶିବିର   12-May-2026
  ଜିଲ୍ଲା  
*ଗୃହ ଗଣନା ରେ "ରେଡିଓ" ଶିକ୍ଷକ ମାନଙ୍କୁ ଆଶ୍ଚର୍ଯ୍ୟ କରିଛି ଓ ମୋ ବାପା ଙ୍କ ସ୍ମୃତି କୁ ଉଜ୍ଜୀବିତ କରିଛି*-   12-May-2026
  ଜିଲ୍ଲା  
କଟକରେ ବୁଲିଲା ଖଣ୍ଡା, ୩ ଗୁରୁତର   12-May-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ଯୁବମୋର୍ଚ୍ଚା ସଭାପତି ଚୟନ   12-May-2026
  ରାଜ୍ୟ  
ତିନି ଘରିଆ ନୂଆସାହି ରାସ୍ତା ଖାଲଖମା ଯାତାୟତ ବାଧାପ୍ରାପ୍ତ   12-May-2026

You Might Also Like