-+91-9937148622 |

prerana_bgr@rediffmail.com |

  Wednesday 13th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ଶିକାରୀ ଙ୍କୁ ଗିରଫ କରିବା ସହ ଦୁଇଟି ଦେଶୀ ବନ୍ଧୁକ ଜବତ   (12-May-2026)       ||      *ସୁବର୍ଣ୍ଣପୁର ଠାରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଉଦ୍ଘାଟନ*   (12-May-2026)       ||      *ସାମ୍ବାଦିକ ସଙ୍ଘ ତରଫରୁ ଡାବୁଗାଁ ଥାନା ନୂତନ ଆଇ.ଆଇ.ସିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା*   (12-May-2026)       ||      ସ୍ୱରାଜ ହସ୍ପିଟାଲ ଏବଂ ରିସର୍ଚ୍ଚ ଇନଷ୍ଟିଟ୍ୟୁଟରେ ଆନ୍ତର୍ଜାତୀୟ ନର୍ସ ଦିବସ ପାଳନ   (12-May-2026)       ||      ଶୋଭନୀୟ ଦେବ କନ୍ୟା ର ବିବାହ   (12-May-2026)       ||      ପୋଲିସ ପେଟ୍ରୋଳିଂ ବେଳେ ଗଞ୍ଜେଇ ଓ ସ୍କର୍ପିଓ ଜବତ୍   (12-May-2026)       ||      ବୌଦ୍ଧ ଜିଲ୍ଲାରେ ଶିକ୍ଷାର ଅଭ୍ୟୁଦୟ♦️ ସ୍ୱଳ୍ପ ଖର୍ଚରେ ଗୁଣାତ୍ମକ ଶିକ୍ଷା ପ୍ରଦାନର ଏକ ନିର୍ଭରଯୋଗ୍ୟ ପ୍ରତିଷ୍ଠାନ ଅଭ୍ୟୁଦୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ    (12-May-2026)       ||      ବଲାଙ୍ଗୀର: ଏମ୍.ସି.ଏଚ୍ ରେ ମାରୱାଡି ଯୁବାମଞ୍ଚ ପକ୍ଷରୁ ଥଣ୍ଡା ପାନୀୟ ଜଳ ମେସିନ୍ ସ୍ଥାପନ    (12-May-2026)       ||      ଟିଟିଲାଗଡ଼: ବଣିକ ସଂଘର ନିର୍ବାଚନ ଅନୁଷ୍ଠିତ    (12-May-2026)       ||      ଓଡ଼ିଆରେ ସରକାରୀ କାର୍ଯ୍ୟ ପାଇଁ ସୁବର୍ଣ୍ଣପୁରରେ ପ୍ରଶିକ୍ଷଣ ଶିବିର   (12-May-2026)       ||      *ଗୃହ ଗଣନା ରେ "ରେଡିଓ" ଶିକ୍ଷକ ମାନଙ୍କୁ ଆଶ୍ଚର୍ଯ୍ୟ କରିଛି ଓ ମୋ ବାପା ଙ୍କ ସ୍ମୃତି କୁ ଉଜ୍ଜୀବିତ କରିଛି*-   (12-May-2026)       ||      କଟକରେ ବୁଲିଲା ଖଣ୍ଡା, ୩ ଗୁରୁତର   (12-May-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ଯୁବମୋର୍ଚ୍ଚା ସଭାପତି ଚୟନ   (12-May-2026)       ||      ତିନି ଘରିଆ ନୂଆସାହି ରାସ୍ତା ଖାଲଖମା ଯାତାୟତ ବାଧାପ୍ରାପ୍ତ   (12-May-2026)       ||      ପୁଣି ଅଦିନିଆ ରଥଯାତ୍ରା। ଇସକନ ପକ୍ଷରୁ କରାଯାଇଛି ଏହି ରଥଯାତ୍ରା। ଦକ୍ଷିଣ ଆଫ୍ରିକା ଡର୍ବାନ ସହରରେ   (12-May-2026)       ||      ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ   (12-May-2026)       ||      ରାଜ୍ୟରେ ପେଟ୍ରୋଲ-ଡିଜେଲ ଅଭାବ ନାହିଁ: ଯୋଗାଣ ମନ୍ତ୍ରୀ   (12-May-2026)       ||      କାକଟପୁର ମା ମଙ୍ଗଳା ପୀଠରେ ଚନ୍ଦନ ଯାତ୍ରା ପାଳିତ♦️ ପ୍ରାଚୀ ନଦୀରେ ଚାପ ଖେଳିଲେ ରାଧାକୃଷ୍ଣ ଭାବବିହ୍ଵଳ ଶ୍ରଦ୍ଧାଳୁ   (12-May-2026)       ||      ମହାନ୍ ବିପ୍ଳବୀ ଶହୀଦ ମାଧୋ ସିଂ ଙ୍କ ଜୀବନୀ ସମ୍ବନ୍ଧରେ ପାଠ୍ୟ ପୁସ୍ତକରେ ଭୁଲ ତଥ୍ୟର ପ୍ରତିବାଦ କଲା ବିଜେଡି    (12-May-2026)       ||      ଇଚ୍ଛା ମୃତ୍ୟ ଆବେଦନକାରୀ ଚାଷୀ ରୋହିତ ଭୋଇ ଙ୍କୁ ଭେଟିଲେ ବିଜେଡି ନେତ୍ରୁ ମଣ୍ଡଳୀ    (12-May-2026)       ||     

HOME   ଜିଲ୍ଲା

ଆଜି ବିଶ୍ୱ ମ୍ୟାଲେରିଆ ଦିବସ; ନିରାକରଣ ନେଇ ଜାଣନ୍ତୁ କଣ ରହିଛି ଓଡ଼ିଶାର ସ୍ଥିିତି*

25-Apr-2021



ଭୁବନେଶ୍ୱର:(ଶୁଭାଶିଷ ନାୟକ)ଆଜି  ହେଉଛି ବିଶ୍ୱ ମ୍ୟାଲେରିଆ ଦିବସ । ମ୍ୟାଲେରିଆ ନିୟନ୍ତ୍ରଣ ପାଇଁ ପ୍ରତିବର୍ଷ ଏପ୍ରିଲ ୨୫ତାରିଖରୁ ଏହାକୁ ବିଶ୍ୱବ୍ୟାପୀ ପାଳନ କରାଯାଉଛି । ଚଳିତବର୍ଷ ବିଶ୍ୱ ମ୍ୟାଲେରିଆ ଦିବସର ବିଷୟବସ୍ତୁ ରହିଛି ‘ଶୂନ୍ୟ ମ୍ୟାଲେରିଆ ଲକ୍ଷରେ ପହଞ୍ଚିବା’ ।ଦେଶ ତଥା ରାଜ୍ୟରେ କ୍ରମାଗତ ଭାବେ ମ୍ୟାଲେରିଆ ହ୍ରାସ ପାଉଛି । ବିଶେଷକରି ୨୦୧୭ ମସିହା ପରେ ଦ୍ରୁତ ହ୍ରାସ ଦେଖିବାକୁ ମିଳିଛି । ହେଲେ ୨୦୨୦ରେ ରାଜ୍ୟରେ ପୁଣିଥରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଥିବା ନଜରକୁ ଆସିଛି । ମିଳିଥିବା ସୂଚନା ଅନୁସାରେ, ୨୦୧୯ ତୁଳନାରେ ଗତବର୍ଷ ସାଢେ଼ ୫ ପ୍ରତିଶତ ବୃଦ୍ଧି ହୋଇଛି । ୨୦୧୯ ମସିହାରେ ରାଜ୍ୟରେ ୩୯,୫୫୬ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଗତବର୍ଷ ଏହା ୪୧,୭୩୮କୁ ବୃଦ୍ଧି ପାଇଥିଲା । ଦୁଇବର୍ଷରେ ୯ଜଣ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଦେଶ ତଥା ବିଶ୍ୱସ୍ତରରେ ଓଡ଼ିଶା ନିୟନ୍ତ୍ରଣ ପାଇଁ ପ୍ରଶଂସିତ ହୋଇଥିବା ବେଳେ ଗତବର୍ଷ ପୁଣିଥରେ ବୃଦ୍ଧି ହେବା ରାଜ୍ୟରେ ମ୍ୟାଲେରିଆ ନିୟନ୍ତ୍ରଣ କାର୍ଯ୍ୟକ୍ରମକୁ ଏକପ୍ରକାର ଝଟ୍କା ଲାଗିଛି । ଅପରପକ୍ଷରେ ଚଳିତବର୍ଷ ଫେବ୍ରୁଆରି ମାସ ସୁଦ୍ଧା ରାଜ୍ୟରେ ୨୦୦୪ଜଣଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହାସହ ରାଜ୍ୟରେ ୨ କୋଟିରୁ ଅଧିକ ଔଷଧୀୟ ମଶାରୀ ବଣ୍ଟନ କରାଯାଇଥିବା ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁଇ ଶିକାରୀ ଙ୍କୁ ଗିରଫ କରିବା ସହ ଦୁଇଟି ଦେଶୀ ବନ୍ଧୁକ ଜବତ   12-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଉଦ୍ଘାଟନ*   12-May-2026
  ଜିଲ୍ଲା  
*ସାମ୍ବାଦିକ ସଙ୍ଘ ତରଫରୁ ଡାବୁଗାଁ ଥାନା ନୂତନ ଆଇ.ଆଇ.ସିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା*   12-May-2026
  ଜିଲ୍ଲା  
ସ୍ୱରାଜ ହସ୍ପିଟାଲ ଏବଂ ରିସର୍ଚ୍ଚ ଇନଷ୍ଟିଟ୍ୟୁଟରେ ଆନ୍ତର୍ଜାତୀୟ ନର୍ସ ଦିବସ ପାଳନ   12-May-2026
  ଜିଲ୍ଲା  
ଶୋଭନୀୟ ଦେବ କନ୍ୟା ର ବିବାହ   12-May-2026
  ଜିଲ୍ଲା  
ପୋଲିସ ପେଟ୍ରୋଳିଂ ବେଳେ ଗଞ୍ଜେଇ ଓ ସ୍କର୍ପିଓ ଜବତ୍   12-May-2026
  ଜିଲ୍ଲା  
ବୌଦ୍ଧ ଜିଲ୍ଲାରେ ଶିକ୍ଷାର ଅଭ୍ୟୁଦୟ♦️ ସ୍ୱଳ୍ପ ଖର୍ଚରେ ଗୁଣାତ୍ମକ ଶିକ୍ଷା ପ୍ରଦାନର ଏକ ନିର୍ଭରଯୋଗ୍ୟ ପ୍ରତିଷ୍ଠାନ ଅଭ୍ୟୁଦୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ   12-May-2026
  ଜିଲ୍ଲା  
ବଲାଙ୍ଗୀର: ଏମ୍.ସି.ଏଚ୍ ରେ ମାରୱାଡି ଯୁବାମଞ୍ଚ ପକ୍ଷରୁ ଥଣ୍ଡା ପାନୀୟ ଜଳ ମେସିନ୍ ସ୍ଥାପନ    12-May-2026
  ଜିଲ୍ଲା  
ଟିଟିଲାଗଡ଼: ବଣିକ ସଂଘର ନିର୍ବାଚନ ଅନୁଷ୍ଠିତ   12-May-2026
  ଜିଲ୍ଲା  
ଓଡ଼ିଆରେ ସରକାରୀ କାର୍ଯ୍ୟ ପାଇଁ ସୁବର୍ଣ୍ଣପୁରରେ ପ୍ରଶିକ୍ଷଣ ଶିବିର   12-May-2026
  ଜିଲ୍ଲା  
*ଗୃହ ଗଣନା ରେ "ରେଡିଓ" ଶିକ୍ଷକ ମାନଙ୍କୁ ଆଶ୍ଚର୍ଯ୍ୟ କରିଛି ଓ ମୋ ବାପା ଙ୍କ ସ୍ମୃତି କୁ ଉଜ୍ଜୀବିତ କରିଛି*-   12-May-2026
  ଜିଲ୍ଲା  
କଟକରେ ବୁଲିଲା ଖଣ୍ଡା, ୩ ଗୁରୁତର   12-May-2026

You Might Also Like