-+91-9937148622 |

prerana_bgr@rediffmail.com |

  Thursday 23rd July 2026 |

| | | |

R.N.I. Regd No. ODIODI/2010/46693

Breaking News

*କିଡନୀ ଆକ୍ରାନ୍ତ ଅଞ୍ଚଳ ପରିଦର୍ଶନ କଲେ ଏମ୍ସ ର ଉଚ୍ଚ ସ୍ତରୀୟ ଡ଼ାକ୍ତରୀ ଦଳ*- *କାରଣ ଓ ନିରାକରଣ ଉପରେ ମତ ରଖିଲେ*-   (23-Jul-2026)       ||      ପୂର୍ବତଟ ରେଳପଥ ଶ୍ରମିକ କଂଗ୍ରେସର ଯୁଗ୍ମ ସମ୍ପାଦକ ହେଲେ ସତ୍ୟରଞ୍ଜନ   (23-Jul-2026)       ||      କୁନାସିଲା-ମହିବିଲା ରାସ୍ତା ଶୋଚନୀୟ ପିଚୁ ରାସ୍ତା ନିର୍ମାଣ ପାଇଁ ଦାବୀ।   (23-Jul-2026)       ||      ତିଖାଳି କେନାଲରୁ ଜାମଖୁଣ୍ଟା ପର୍ଯ୍ୟନ୍ତ ଜଳଯୋଗାଣ ଦାବି କଲେ ଅଜିତ ଯୋଶୀ♦️  ୩୦ଟି ଗ୍ରାମର ଚାଷୀ ଉପକୃତ ହେବାର ଆଶା    (23-Jul-2026)       ||      ଖବର ଆଜିର, ତାରିଖ:୨୩/୦୭/୨୬, ଗୁରୁବାର    (23-Jul-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାର୍ଥୀଙ୍କ ଉପରେ  ପୋଲିସର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   (23-Jul-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*   (23-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର କଳାକାର ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ* - *ଶ୍ରୋତା ଭାବେ ପରିବାର ସହ ପହଞ୍ଚି ସଙ୍ଗୀତ ଉପଭୋଗ କଲେ ଜିଲ୍ଲାପାଳ*-   (23-Jul-2026)       ||      ସମାଜସେବୀ ସାଗରମଲ କେଡିଆଙ୍କ ପରଲୋକ, ଅଞ୍ଚଳରେ ଶୋକ ଛାୟା   (23-Jul-2026)       ||      ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା    (22-Jul-2026)       ||      ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ    (22-Jul-2026)       ||      ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   (22-Jul-2026)       ||      ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   (22-Jul-2026)       ||      ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ    (22-Jul-2026)       ||      ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   (22-Jul-2026)       ||      ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର    (22-Jul-2026)       ||      ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   (22-Jul-2026)       ||      ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   (22-Jul-2026)       ||      ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   (22-Jul-2026)       ||      ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   (22-Jul-2026)       ||     

HOME   ଜିଲ୍ଲା

ସପ୍ତାହନ୍ତ ସଟ ଡାଉନ ର ପ୍ରଭାବ: ମେଡିକାଲରେ ଲୋକଙ୍କୁ ଖାଦ୍ୟ ବାଣ୍ଟିଲେ ବିଜୁ ଯୁବ ଜନତା ଦଳ

25-Apr-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ଶନିବାର ଓ ରବିବାର ଦୁଇଦିନ ସହରାଞ୍ଚଳ ସପ୍ତାହନ୍ତ ସଟଡାଉନର ପ୍ରଭାବ କନ୍ଧମାଳ ଜିଲ୍ଲାର ଫୁଲବାଣୀ, ଜି. ଉଦୟଗିରି ଓ ବାଲିଗୁଡା ତିନୋଟି ସହରାଞ୍ଚଳ ରେ ଦେଖିବାକୁ ମିଳିଛି। ସମସ୍ତ ଦୋକାନ ବଜାର ବନ୍ଦ ରହିବା ସହ ଯାତ୍ରୀବାହୀ ବସ ଚଳାଚଳ ମଧ୍ୟ ବନ୍ଦ ରହିଛି l ଯାହା ଫଳରେ ସାଧାରଣ ଲୋକ ଅସୁବିଧାର ସମ୍ମୁଖିନ ହେଉଥିବା ବେଳେ ମେଡ଼ିକାଲ କୁ ଆସିଥିବା ରୋଗୀ ଙ୍କ ସମ୍ପର୍କୀୟ ମାନେ ମଧ୍ୟ ଖାଇବାକୁ ନ ପାଇ ଭୋକ ଉପାସରେ ଦିନ ବିତାଉଥିବା ଦେଖିବାକୁ ମିଳିଥିଲା। ତେବେ ଲୋକଙ୍କ ଅସୁବିଧାକୁ ଉପଲବ୍ଧି କରି ବାଲିଗୁଡ଼ା ବିଜୁ ଯୁବଜନତା ଦଳ ତରଫରୁ ରାତିରେ ସେମାନଙ୍କ ପାଇଁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି। ରନ୍ଧା ଖାଦ୍ୟ ପାଇ ସେମାନେ ଖୁସି ବ୍ୟକ୍ତ କରିଛନ୍ତି। ହେଲେ  ସୁପ୍ରିମୋଙ୍କ ନିର୍ଦ୍ଧେଶ ରହିଛି ଯେ ସଟଡାଉନ୍ ସମୟ ରେ କୌଣସି ଲୋକ ଯେପରି  କୌଣସି ଅସୁବିଧାର ସମ୍ମୁଖୀନ ନ ହେବେ। ତେଣୁ ସଟଡାଉନ୍ ସମୟରେ ଆଗକୁ ଏଭଳି  ରନ୍ଧା ଖାଦ୍ୟ ଯୋଗାଇ ଦିଆଯିବ ବୋଲି ବିଜୁ ଯୁବଜନତା ଦଳ  ପକ୍ଷରୁ କୁହାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*କିଡନୀ ଆକ୍ରାନ୍ତ ଅଞ୍ଚଳ ପରିଦର୍ଶନ କଲେ ଏମ୍ସ ର ଉଚ୍ଚ ସ୍ତରୀୟ ଡ଼ାକ୍ତରୀ ଦଳ*- *କାରଣ ଓ ନିରାକରଣ ଉପରେ ମତ ରଖିଲେ*-   23-Jul-2026
ପୂର୍ବତଟ ରେଳପଥ ଶ୍ରମିକ କଂଗ୍ରେସର ଯୁଗ୍ମ ସମ୍ପାଦକ ହେଲେ ସତ୍ୟରଞ୍ଜନ   23-Jul-2026
  ଜିଲ୍ଲା  
କୁନାସିଲା-ମହିବିଲା ରାସ୍ତା ଶୋଚନୀୟ ପିଚୁ ରାସ୍ତା ନିର୍ମାଣ ପାଇଁ ଦାବୀ।   23-Jul-2026
  ଜିଲ୍ଲା  
ତିଖାଳି କେନାଲରୁ ଜାମଖୁଣ୍ଟା ପର୍ଯ୍ୟନ୍ତ ଜଳଯୋଗାଣ ଦାବି କଲେ ଅଜିତ ଯୋଶୀ♦️  ୩୦ଟି ଗ୍ରାମର ଚାଷୀ ଉପକୃତ ହେବାର ଆଶା   23-Jul-2026
  ଜିଲ୍ଲା  
ଖବର ଆଜିର, ତାରିଖ:୨୩/୦୭/୨୬, ଗୁରୁବାର    23-Jul-2026
  ଜିଲ୍ଲା  
ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାର୍ଥୀଙ୍କ ଉପରେ  ପୋଲିସର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   23-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*   23-Jul-2026
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର କଳାକାର ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ* - *ଶ୍ରୋତା ଭାବେ ପରିବାର ସହ ପହଞ୍ଚି ସଙ୍ଗୀତ ଉପଭୋଗ କଲେ ଜିଲ୍ଲାପାଳ*-   23-Jul-2026
  ଜିଲ୍ଲା  
ସମାଜସେବୀ ସାଗରମଲ କେଡିଆଙ୍କ ପରଲୋକ, ଅଞ୍ଚଳରେ ଶୋକ ଛାୟା   23-Jul-2026
  ଜିଲ୍ଲା  
ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା   22-Jul-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ   22-Jul-2026
  ଖେଳ  
ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   22-Jul-2026

You Might Also Like