-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME    ଅନ୍ୟାନ୍ୟ

ସକାଳ ର ମୁଖ୍ୟ ଖବର

20-Oct-2020



୧. ପୁନରୁଦ୍ଧାର ହେଲା ଐତିହ୍ୟ ପୋଖରୀ, ୧୫ଲକ୍ଷରେ ନବୀକରଣ ହେବ ବରମୁଣ୍ଡା ପାଲାମଣ୍ଡପ ।

୨. ଜଣେ ଡାକ୍ତରଙ୍କ ସମେତ ଦୁଇ ଜଣ କରୋନା ଯୋଦ୍ଧା ସଂକ୍ରମିତ : ଜିଲ୍ଲାରେ ଆଜି ୨୩ ସଂକ୍ରମିତ ଚିହ୍ନଟ,ମୋଟ ୫,୩୭୭ ।

୩. ଅନ୍‌ଲାଇନ୍‌ରେ ଦେୟ ପୈଠ କଲେ ୨% ରିହାତି ରାଜ୍ୟର ୮୯ଲକ୍ଷ ଉପଭୋକ୍ତା ଉପକୃତ ହେବେ
ବିଦ୍ୟୁତ୍‌ ସେବା ଉପରେ ଆଖି ରଖିବ *‘ମୋ ସରକାର’*

୪. କରୋନା ସଂକଟରେ ଗୋଟିପୁଅ, ନଜର ଦେଉନି ସଂସ୍କୃତି ବିଭାଗ ।

୫. ଏସିଆରେ ଭାରତର ପ୍ରାଧାନ୍ୟ କମୁଛି: ଆମେରିକା କ୍ଷମତାଶାଳୀ, ଦ୍ବିତୀୟରେ ଚୀନ୍ ।

୬. ପୁରୀ : ବାହାର ଜିଲ୍ଲା ଲୋକଙ୍କ ପାଇଁ ପୁରୀ ସ୍ୱର୍ଗଦ୍ୱାରରେ ସାଢ଼େ ୩ ମାସ ଧରି ବଳବତ୍ତର ଥିବା କଟକଣାକୁ ଆଜି ଜିଲ୍ଲା ପ୍ରଶାସନ ପ୍ରତ୍ୟାହାର କରିନେଇଛି । 

୭. ଓଟିଭି ବିରୋଧରେ ସ୍ୱାଧିକାର ଭଙ୍ଗ ନୋଟିସ୍‌ : ଲୋକସଭା ବାଚସ୍ପତିଙ୍କୁ ଚିଠି ଲେଖିଲେ ସାଂସଦ ଚନ୍ଦ୍ରାଣୀ ।

୮. ମୁମ୍ବାଇ: କରୋନା ମହାମାରୀ ଦ୍ବାରା ଗୁରୁତର ଭାବେ ପ୍ରଭାବିତ ହୋଇଥିବା ଗରିବ ପରିବାରଗୁଡ଼ିକୁ ଉପଯୁକ୍ତ ଆର୍ଥିକ ସହାୟତା ଦେବା ଲାଗି ‘ପୋଷ୍ୟ ପରିବାର’ ସ୍କିମ୍ ଘୋଷଣା କରିବାକୁ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ପକ୍ଷରୁ ପ୍ରସ୍ତାବ ଦିଆଯାଇଛି। 

୯. ନୂଆଦିଲ୍ଲୀ: ଶ୍ରମକୁ ନେଇ ଗଠିତ ଏକ ସଂସଦୀୟ କମିଟି କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (ଇପିଏଫ୍ଓ)ର ୧୦ ଲକ୍ଷ କୋଟି ଟଙ୍କାର ପାଣ୍ଠିକୁ ଯାଞ୍ଚ କରିବ ।

୧୦. ସପ୍ତମ ପରାଜୟ ସହ ବିଦାୟ ଦ୍ବାରରେ ଚେନ୍ନାଇ, ସ୍ପିନର ଓ ବଟଲର ରୟାଲ୍ସକୁ ଜିତାଇଲେ ।

୧୧. ଦୁବାଇ: ସ୍ଥାନୀୟ ଶେଖ ଜାଏଦ ଷ୍ଟାଡିୟମଠାରେ ଚାଲିଥିବା ଚଳିତ ଆଇପିଏଲର ୩୭ତମ ମ୍ୟାଚରେ ଚେନ୍ନାଇ ସୁପରକିଙ୍ଗସ୍‌କୁ ୭ ୱି୍କେଟରେ ପରାସ୍ତ କରିଛି ରାଜସ୍ଥାନ ରୟାଲ୍ସ ।

୧୨. ଭାରତୀୟ ସଂସ୍କୃତିରେ ଓଡ଼ିଶାର ସ୍ଥାନ ଅଦ୍ୱିତୀୟ: ସ୍କନ୍ଦ ପୁରାଣ ।

୧୩. ହାଥରସରେ ଦଳିତ ଯୁବତୀଙ୍କୁ ଦୁଷ୍କର୍ମ କରାଯାଇଥିବା ଜମିର ଫସଲ ସମ୍ପୂର୍ଣ୍ଣ ନଷ୍ଟ: ଚାଷୀ କ୍ଷତି ପୂରଣ ଦାବି କଲେ ।

୧୪. ପୁରୀ : ବଗଲା ଧର୍ମଶାଳା ଜମିକୁ ନେଇ ଗୋଟିକ ପରେ ଗୋଟିଏ ବିଭ୍ରାନ୍ତି ।

୧୫. ଭୁବନେଶ୍ୱର: ବଙ୍ଗୋପ ସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି ଜିଲାରେ ବର୍ଷା ହେବାର ଆଶଙ୍କା ରହିଛି । ଏଥିନିମନ୍ତେ ୫ ଜିଲାକୁ ୟେଲୋ ୱାର୍ଣିଂ ଜାରି କରାଯାଇଛି ।

୧୬. ରାଜ୍ୟର ଜନଜାତିଙ୍କୁ ସଶକ୍ତ କରିବା ପାଇଁ ଗତ ତିନି ବର୍ଷରେ ୧୬୫୬.୮ କୋଟି ଦେଇଛନ୍ତି ମୋଦି ସରକାର-ଧର୍ମେନ୍ଦ୍ର ପ୍ରଧାନ।

୧୭. ନୂଆଦିଲ୍ଲୀ: ପ୍ରଥମଥର ପାଇଁ ଭାରତ-ଆମେରିକା ନୌସେନାର ମାଲୱାର ସମରାଭ୍ୟାସରେ ଜାପାନ ଓ ଅଷ୍ଟ୍ରେଲିଆ ସାମିଲ ହେବେ । 

୧୮. ଚନ୍ଦ୍ରପୃଷ୍ଠରେ ୪ଜି ନେଟଓ୍ୱର୍କ ପ୍ରତିଷ୍ଠା କରିବ ନୋକିଆ, ନାସାଠାରୁ ପାଇଲା ୧୪.୧ ମିଲିୟନ ଡଲାର ।

୧୯. ନୂଆଦିଲ୍ଲୀ: ଦେଶରେ କରୋନା ରୋଗୀଙ୍କ ସୁସ୍ଥତା ହାର ପ୍ରତିଦିନ ବୃଦ୍ଧି ପାଇଛି ଏବଂ ୮୮% ସଂକ୍ରମିତ ସୁସ୍ଥ ହୋଇ ସାରିଛନ୍ତି ବୋଲି ସୋମବାର ଗ୍ରାଣ୍ଡ ଚ୍ୟାଲେଞ୍ଜ ବାର୍ଷିକ ବୈଠକ ୨୦୨୦କୁ ଉଦ୍ଘାଟନ କରି ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

୨୦. କଟକ ଦଶହରା ମୂର୍ତ୍ତି ବିବାଦର ଅନ୍ତ : ୪ ଫୁଟ୍‌ରୁ ଅଧିକ ଉଚ୍ଚ ମୂର୍ତ୍ତି ନିର୍ମାଣ କରିଥିବା ୯ ମଣ୍ଡପକୁ ମିଳିବ ଅନୁମତି ।

*କରୋନା ଟିପ୍ସ୍ : କଟକଣା କୋହଳ ହେଲେ ମଧ୍ୟ ପାର୍ବଣ ଓ ଶୀତଋତୁକୁ ଆଖି ଆଗରେ ରଖି ସତର୍କ ରହିବାକୁ ପଡ଼ିବ । ମାସ୍କ ପିନ୍ଧିବା, ଶାରିରୀକ ଦୂରତା ରଖିବା, ଏବଂ ବାରମ୍ବାର ହାତ ଧୋଇବା-ସୂଚନା ଓ ଲୋକସମ୍ପର୍କ ବିଭାଗ, ଓଡ଼ିଶା ସରକାର ।*


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like