-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ଚିକିତ୍ସାଧୀନ ଅବସ୍ଥାରେ ଜନସାଧାରଣ ଙ୍କୁ ବାର୍ତ୍ତା ଦେଲେ ନରସିଂହ

25-Apr-2021




ବଲାଙ୍ଗୀର (ସନ୍ତୋଷ କୁମାର ଠାକୁର) : କିଛିଦିନ ତଳେ ବଲାଙ୍ଗୀର ବିଧାୟକ ଶ୍ରୀ ନରସିଂହ ମିଶ୍ରଙ୍କ କରୋନା ସଂକ୍ରମିତ ହୋଇ ଭୁବନେଶ୍ବରର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ରେ ଚିକିତ୍ସିତ ହେଉଛନ୍ତି। ଆଜି ବଲାଙ୍ଗୀର ବାସୀଙ୍କୁ ତାଙ୍କ ସ୍ବାସ୍ଥ୍ୟ ବ୍ଯବସ୍ଥା ବିଷୟରେ 'ମୁଁ ସୁସ୍ଥ ଅଛି' ବୋଲି ସୂଚନା ଦେଇଛନ୍ତି।  ସୂଚନା ଅନୁଯାୟୀ ବଲାଙ୍ଗିର ସ୍ଥିତ ବାସଭବନରେ ସେ ନିଜର କରୋନା ପରୀକ୍ଷା କରାଇଥିଲେ। ସେଥିରେ ତାଙ୍କର ନମୁନା ପଜିଟିଭ ଥିବା ଜଣାପଡିଥିଲା ।
ଏହି ମହାମାରୀ ସମୟରେ ସମାଜିକ ଦୂରତା ପାଳନ କରିବା ସହ ଡବଲ ମାସ୍କ ପରିଧାନ କରିବା । ବାରମ୍ବାର ସାବୁନରେ ହାତ ଧୋଇବା ସେନିଟାଇଜର ବ୍ୟବହାର କରିବା ସହ ଯଥା ସମ୍ଭବ ଘରେ ରୁହନ୍ତୁ। ଅତି ଜରୁରି ନ ହେଲେ ଘରୁ ବାହାରକୁ ବାହାରନ୍ତୁ ନାହିଁ ବୋଲି ଆଜି  ଚିକିତ୍ସିତ ଅବସ୍ଥାରେ ବଲାଙ୍ଗିର ବିଧାୟକ ଶ୍ରୀ ମିଶ୍ର ବଲାଙ୍ଗିର ବାସୀ ଙ୍କୁ କହିଛନ୍ତି ।
ସେ  କହିଛନ୍ତି ଯେ ମୁଁ କରୋନା ସଂକ୍ରମିତ ହେବା ସତ୍ୱେ ମଧ୍ୟ ମୋର ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି ।ଡାକ୍ତରଙ୍କ କହିବା ଅନୁଯାୟୀ ବର୍ତ୍ତମାନ କୌଣସି ପ୍ରକାର କରୋନା ଜନିତ ସ୍ୱାସ୍ଥ୍ୟ ସମସ୍ୟା ନାହିଁ। 
କିନ୍ତୁ କରୋନାର ଦ୍ୱିତୀୟ ଲହର ବହୁତ ମାରତ୍ମାକ ଅଟେ । ତେଣୁ ଆପଣମାନେ ଏହି ଘଡି ସନ୍ଧି ମୁହୁର୍ତ୍ତରେ ବିବ୍ରତ ନହୋଇ ନିଜ ତଥା ପରିବାରର ସ୍ୱାସ୍ଥ୍ୟ ପ୍ରତି ବିଶେଷ ଦୃଷ୍ଟି ଦିଅନ୍ତୁ ।
ଘରେ ଥିବା ବୟସ୍କ ଓ ଶିଶୁଙ୍କ ସ୍ୱତନ୍ତ୍ର ଯତ୍ନ ନିଅନ୍ତୁ । ଜିଲ୍ଲା ପ୍ରଶାସନ ଦ୍ୱାରା ଲାଗୁ କରାଯାଇଥିବା କଟକଣାକୁ ଠିକ ହିସାବରେ ପାଳନ କରି କରୋନା ବିରୁଦ୍ଧରେ ଲଢେଇରେ ନିଜେ ଦୃଢତାର ସହ ସହେଯାଗ କରନ୍ତୁ । 
ସହରର କିଛି ଅଂଚଳର ପିଇିବା ପାଣି ସମସ୍ୟା ଥିବା ମୋର ନଜର କୁ ଆସିଛି ।
ଭୂବନେଶ୍ୱର ରେ ଥାଇ ମୁଁ ଅଧିକାରୀଙ୍କ ସହ କଥା ହୋଇଛି । ସହରର ପିଇବା ଶିଘ୍ର ସମାଧାନ କରାଯିବ ଏନେଇ ଅଧିକାରୀମାନେ ପ୍ରତିଶୃତି ଦେଇଥିବା ବେଳେ କିଛି ଅଂଚଳରେ କାମ ଆରମ୍ଭ ହୋଇ ସାରିଛି । ସହରବାସୀ ଖୂବ ଶିଘ୍ର ପର୍ଯ୍ୟାପ୍ତ ପିଇବା ପାଣି ପାଇ ପାରିବେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like