-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ହସପିଟାଲରୁ ନରସିଂହଙ୍କ ବାର୍ତ୍ତା : ସୁସ୍ଥ ଅଛି ମୁଁ ଆପଣ ମାନେ  ସାମାଜିକ ଦୂରତା ପାଳନ କରନ୍ତୁ, ଡବଲ ମାସ୍କ ପରିଧାନ କରନ୍ତୁ-ବାଲାଙ୍ଗିରବାସୀଙ୍କ ପିଇବା ପାଣି ସମସ୍ୟା ଶିଘ୍ର ସମାଧାନ ହେବ   

26-Apr-2021



ବଲାଙ୍ଗିର,(ପ୍ରେରଣା ଖବର):  ମୁଁ ସୁସ୍ଥ ଅଛି । ଏହି ମହାମାରୀ ସମୟରେ ଆପଣମାନେ ସମାଜିକ ଦୂରତା ପାଳନ କରିବା ସହ ଡବଲ ମାସ୍କ ପରିଧାନ କରନ୍ତୁ । ବାରମ୍ବାର ସାବୁନରେ ହାତ ଧୁଅନ୍ତୁ । ସେନିଟାଇଜର ବ୍ୟବହାର କରିବା ସହ ଯଥା ସମ୍ଭବ ଘରେ ରୁହନ୍ତୁ । ଅତି ଜରୁରୀ ନ ହେଲେ ଘରୁ ବାହାରକୁ ବାହାରନ୍ତୁ ନାହିଁ ବୋଲି ଆଜି ଭୂବନେଶ୍ୱର ସ୍ଥିତ ଏକ ଘରୋଇ ହସପିଟାଲରେ ଚିକିତ୍ସିତ ଅବସ୍ଥାରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ବଲାଙ୍ଗିର ବାସୀ ଙ୍କୁ ଗଣ ମାଧୟମ ଜରିଆରେ ବାର୍ତ୍ତା ଦେଇଛନ୍ତି । ସେ ଏହି ବାର୍ତ୍ତାରେ କହିଛନ୍ତି ଯେ, ମୁଁ କରୋନା ସଂକ୍ରମିତ ହେବା ସତ୍ୱେ ମଧ୍ୟ ମୋର ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି । ଡାକ୍ତରଙ୍କ କହିବା ଅନୁଯାୟୀ କୌଣସି ପ୍ରକାର କରୋନା ଜନିତ ସ୍ୱାସ୍ଥ୍ୟ ସମସ୍ୟା ନାହିଁ । କିନ୍ତୁ କରୋନାର ଦ୍ୱିତୀୟ ଲହର ବହୁୁତ ମାରତ୍ମାକ ଅଟେ । ତେଣୁ ଆପଣମାନେ ଏହି ଘଡିସନ୍ଧି ମୁହୁର୍ତ୍ତରେ ବିବ୍ରତ ନହୋଇ ନିଜ ତଥା ପରିବାରର ସ୍ୱାସ୍ଥ୍ୟ ପ୍ରତି ବିଶେଷ ଦୃଷ୍ଟି ଦିଅନ୍ତୁ । ଘରେ ଥିବା ବୟସ୍କ ଓ ଶିଶୁଙ୍କ ସ୍ୱତନ୍ତ୍ର ଯତ୍ନ ନିଅନ୍ତୁ । ଜିଲ୍ଲା ପ୍ରଶାସନ ଦ୍ୱାର ।ଲଗୁ କରାଯାଇଥିବା କଟକଣାକୁ ଠିକ ହିସାବରେ ପାଳନ କରି କରୋନା ବିରୁଦ୍ଧରେ ଲଢେଇରେ ନିଜେ ଦୃଢତାର ସହ ସହେଯାଗ କରନ୍ତୁ ।  ସହରର କିଛି ଅଂଚଳର ପିଇିବା ପାଣି ସମସ୍ୟା ଥିବା ମୋର ନଜର କୁ ଆସିଛି, ଭୂବନେଶ୍ୱର ରେ ଥାଇ ମୁଁ ଅଧିକାରୀଙ୍କ ସହ କଥା ହୋଇଛି । ସହରର ପିଇବା ଶୀଘ୍ର ସମାଧାନ କରାଯିବ । ଏନେଇ ଅଧିକାରୀମାନେ ପ୍ରତିଶୃତି ଦେଇଥିବା ବେଳେ କିଛି ଅଂଚଳରେ କାମ ଆରମ୍ଭ ହୋଇ ସାରିଛି । ସହରବାସୀ ଖୁବ ଶିଘ୍ର ପର୍ଯ୍ୟାପ୍ତ ପିଇବା ପାଣି ପାଇ ପାରିବେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like