-+91-9937148622 |

prerana_bgr@rediffmail.com |

  Wednesday 13th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ଶିକାରୀ ଙ୍କୁ ଗିରଫ କରିବା ସହ ଦୁଇଟି ଦେଶୀ ବନ୍ଧୁକ ଜବତ   (12-May-2026)       ||      *ସୁବର୍ଣ୍ଣପୁର ଠାରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଉଦ୍ଘାଟନ*   (12-May-2026)       ||      *ସାମ୍ବାଦିକ ସଙ୍ଘ ତରଫରୁ ଡାବୁଗାଁ ଥାନା ନୂତନ ଆଇ.ଆଇ.ସିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା*   (12-May-2026)       ||      ସ୍ୱରାଜ ହସ୍ପିଟାଲ ଏବଂ ରିସର୍ଚ୍ଚ ଇନଷ୍ଟିଟ୍ୟୁଟରେ ଆନ୍ତର୍ଜାତୀୟ ନର୍ସ ଦିବସ ପାଳନ   (12-May-2026)       ||      ଶୋଭନୀୟ ଦେବ କନ୍ୟା ର ବିବାହ   (12-May-2026)       ||      ପୋଲିସ ପେଟ୍ରୋଳିଂ ବେଳେ ଗଞ୍ଜେଇ ଓ ସ୍କର୍ପିଓ ଜବତ୍   (12-May-2026)       ||      ବୌଦ୍ଧ ଜିଲ୍ଲାରେ ଶିକ୍ଷାର ଅଭ୍ୟୁଦୟ♦️ ସ୍ୱଳ୍ପ ଖର୍ଚରେ ଗୁଣାତ୍ମକ ଶିକ୍ଷା ପ୍ରଦାନର ଏକ ନିର୍ଭରଯୋଗ୍ୟ ପ୍ରତିଷ୍ଠାନ ଅଭ୍ୟୁଦୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ    (12-May-2026)       ||      ବଲାଙ୍ଗୀର: ଏମ୍.ସି.ଏଚ୍ ରେ ମାରୱାଡି ଯୁବାମଞ୍ଚ ପକ୍ଷରୁ ଥଣ୍ଡା ପାନୀୟ ଜଳ ମେସିନ୍ ସ୍ଥାପନ    (12-May-2026)       ||      ଟିଟିଲାଗଡ଼: ବଣିକ ସଂଘର ନିର୍ବାଚନ ଅନୁଷ୍ଠିତ    (12-May-2026)       ||      ଓଡ଼ିଆରେ ସରକାରୀ କାର୍ଯ୍ୟ ପାଇଁ ସୁବର୍ଣ୍ଣପୁରରେ ପ୍ରଶିକ୍ଷଣ ଶିବିର   (12-May-2026)       ||      *ଗୃହ ଗଣନା ରେ "ରେଡିଓ" ଶିକ୍ଷକ ମାନଙ୍କୁ ଆଶ୍ଚର୍ଯ୍ୟ କରିଛି ଓ ମୋ ବାପା ଙ୍କ ସ୍ମୃତି କୁ ଉଜ୍ଜୀବିତ କରିଛି*-   (12-May-2026)       ||      କଟକରେ ବୁଲିଲା ଖଣ୍ଡା, ୩ ଗୁରୁତର   (12-May-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ଯୁବମୋର୍ଚ୍ଚା ସଭାପତି ଚୟନ   (12-May-2026)       ||      ତିନି ଘରିଆ ନୂଆସାହି ରାସ୍ତା ଖାଲଖମା ଯାତାୟତ ବାଧାପ୍ରାପ୍ତ   (12-May-2026)       ||      ପୁଣି ଅଦିନିଆ ରଥଯାତ୍ରା। ଇସକନ ପକ୍ଷରୁ କରାଯାଇଛି ଏହି ରଥଯାତ୍ରା। ଦକ୍ଷିଣ ଆଫ୍ରିକା ଡର୍ବାନ ସହରରେ   (12-May-2026)       ||      ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ   (12-May-2026)       ||      ରାଜ୍ୟରେ ପେଟ୍ରୋଲ-ଡିଜେଲ ଅଭାବ ନାହିଁ: ଯୋଗାଣ ମନ୍ତ୍ରୀ   (12-May-2026)       ||      କାକଟପୁର ମା ମଙ୍ଗଳା ପୀଠରେ ଚନ୍ଦନ ଯାତ୍ରା ପାଳିତ♦️ ପ୍ରାଚୀ ନଦୀରେ ଚାପ ଖେଳିଲେ ରାଧାକୃଷ୍ଣ ଭାବବିହ୍ଵଳ ଶ୍ରଦ୍ଧାଳୁ   (12-May-2026)       ||      ମହାନ୍ ବିପ୍ଳବୀ ଶହୀଦ ମାଧୋ ସିଂ ଙ୍କ ଜୀବନୀ ସମ୍ବନ୍ଧରେ ପାଠ୍ୟ ପୁସ୍ତକରେ ଭୁଲ ତଥ୍ୟର ପ୍ରତିବାଦ କଲା ବିଜେଡି    (12-May-2026)       ||      ଇଚ୍ଛା ମୃତ୍ୟ ଆବେଦନକାରୀ ଚାଷୀ ରୋହିତ ଭୋଇ ଙ୍କୁ ଭେଟିଲେ ବିଜେଡି ନେତ୍ରୁ ମଣ୍ଡଳୀ    (12-May-2026)       ||     

HOME   ରାଜ୍ୟ

ରାଜ୍ୟରେ ୬ହଜାର ଉପରେ ଦୈନିକ ସଂକ୍ରମଣ, ଗତ ୨୪ ଘଣ୍ଟାରେ ବାହାରିଲେ ୬୫୯୯ ପଜିଟିଭ୍

26-Apr-2021



ଭୁବନେଶ୍ୱର(ପ୍ରେରଣା ଖବର) : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୫୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୧୪୦୫୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୨୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୭୭୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮୭, ବାଲେଶ୍ୱର ଜିଲ୍ଲାରୁ ୧୩୭ଜଣ, ବରଗଡ଼ ଜିଲ୍ଲାରୁ ୨୦୩ଜଣ, ଭଦ୍ରକ ଜିଲ୍ଲାରୁ ୮୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୮ଜଣ, ବୌଦ୍ଧ ଜିଲ୍ଲାରୁ ୭୦ଜଣ, କଟକ ଜିଲ୍ଲାରୁ ୪୮୮ଜଣ, ଦେଓଗଡ଼ ଜିଲ୍ଲାରୁ ୩୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୦ଜଣ, ଗଜପତି ଜିଲ୍ଲାରୁ ୮୧ଜଣ, ଗଞ୍ଜାମ ଜିଲ୍ଲାରୁ ୩୨୩ଜଣ, ଜଗତସିଂହପୁର ଜିଲ୍ଲାରୁ ୯୩ଜଣ, ଯାଜପୁର ଜିଲ୍ଲାରୁ ୨୩୭ଜଣ,ଝାରସୁଗୁଡ଼ା ଜିଲ୍ଲାରୁ ୪୩୬ଜଣ, କଳାହାଣ୍ଡି ଜିଲ୍ଲାରୁ ୫୧୮ଜଣ, କନ୍ଧମାଳ ଜିଲ୍ଲାରୁ ୩୫ଜଣ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୬୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯୫୮ଜଣ, କୋରାପୁଟ ଜିଲ୍ଲାରୁ ୬୯ଜଣ, ମାଲକାନଗିରି ଜିଲ୍ଲାରୁ ୨୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୨୧ଜଣ, ନୟାଗଡ଼ ଜିଲ୍ଲାରୁ ୯୧ଜଣ, ନୂଆପଡ଼ା ଜିଲ୍ଲାରୁ ୫୫୧ଜଣ, ପୁରୀ ଜିଲ୍ଲାରୁ ୧୪୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୧୭ଜଣ, ସମ୍ବଲପୁର ଜିଲ୍ଲାରୁ ୨୨୬ଜଣ, ସୋନପୁର ଜିଲ୍ଲାରୁ ୧୨୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୩୪ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୦୧ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୧୪୦୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୯୦୭୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୬୨୯୩୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୯୧୭୮୯୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

Covid-19 Report For 25th April

New Positive Cases: 6599
In quarantine: 3827
Local contacts: 2772

(Details of local contacts will be shared by concerned Dist Administration)

District Wise Cases:

1. Angul: 187
2. Balasore: 137
3. Bargarh: 203
4. Bhadrak: 87
5. Balangir: 98
6. Boudh: 70
7. Cuttack: 488
8. Deogarh: 38
9. Dhenkanal: 20
10. Gajapati: 81
11. Ganjam: 323
12. Jagatsinghpur: 93
13. Jajpur: 237
14. Jharsuguda: 436
15. Kalahandi: 518
16. Kandhamal: 35
17. Kendrapada: 38
18. Keonjhar: 166
19. Khurda: 958
20. Koraput: 69
21. Malkangiri: 22
22. Mayurbhanj: 180
23. Nawarangpur: 221
24. Nayagarh: 91
25. Nuapada: 551
26. Puri: 145
27. Rayagada: 117
28. Sambalpur: 226
29. Sonepur: 129
30. Sundargarh: 434
31. State Pool: 201

New recoveries: 3464
Cumulative tested: 9917894
Positive: 414056
Recovered: 362931
Active cases: 49075


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁଇ ଶିକାରୀ ଙ୍କୁ ଗିରଫ କରିବା ସହ ଦୁଇଟି ଦେଶୀ ବନ୍ଧୁକ ଜବତ   12-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଉଦ୍ଘାଟନ*   12-May-2026
  ଜିଲ୍ଲା  
*ସାମ୍ବାଦିକ ସଙ୍ଘ ତରଫରୁ ଡାବୁଗାଁ ଥାନା ନୂତନ ଆଇ.ଆଇ.ସିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା*   12-May-2026
  ଜିଲ୍ଲା  
ସ୍ୱରାଜ ହସ୍ପିଟାଲ ଏବଂ ରିସର୍ଚ୍ଚ ଇନଷ୍ଟିଟ୍ୟୁଟରେ ଆନ୍ତର୍ଜାତୀୟ ନର୍ସ ଦିବସ ପାଳନ   12-May-2026
  ଜିଲ୍ଲା  
ଶୋଭନୀୟ ଦେବ କନ୍ୟା ର ବିବାହ   12-May-2026
  ଜିଲ୍ଲା  
ପୋଲିସ ପେଟ୍ରୋଳିଂ ବେଳେ ଗଞ୍ଜେଇ ଓ ସ୍କର୍ପିଓ ଜବତ୍   12-May-2026
  ଜିଲ୍ଲା  
ବୌଦ୍ଧ ଜିଲ୍ଲାରେ ଶିକ୍ଷାର ଅଭ୍ୟୁଦୟ♦️ ସ୍ୱଳ୍ପ ଖର୍ଚରେ ଗୁଣାତ୍ମକ ଶିକ୍ଷା ପ୍ରଦାନର ଏକ ନିର୍ଭରଯୋଗ୍ୟ ପ୍ରତିଷ୍ଠାନ ଅଭ୍ୟୁଦୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ   12-May-2026
  ଜିଲ୍ଲା  
ବଲାଙ୍ଗୀର: ଏମ୍.ସି.ଏଚ୍ ରେ ମାରୱାଡି ଯୁବାମଞ୍ଚ ପକ୍ଷରୁ ଥଣ୍ଡା ପାନୀୟ ଜଳ ମେସିନ୍ ସ୍ଥାପନ    12-May-2026
  ଜିଲ୍ଲା  
ଟିଟିଲାଗଡ଼: ବଣିକ ସଂଘର ନିର୍ବାଚନ ଅନୁଷ୍ଠିତ   12-May-2026
  ଜିଲ୍ଲା  
ଓଡ଼ିଆରେ ସରକାରୀ କାର୍ଯ୍ୟ ପାଇଁ ସୁବର୍ଣ୍ଣପୁରରେ ପ୍ରଶିକ୍ଷଣ ଶିବିର   12-May-2026
  ଜିଲ୍ଲା  
*ଗୃହ ଗଣନା ରେ "ରେଡିଓ" ଶିକ୍ଷକ ମାନଙ୍କୁ ଆଶ୍ଚର୍ଯ୍ୟ କରିଛି ଓ ମୋ ବାପା ଙ୍କ ସ୍ମୃତି କୁ ଉଜ୍ଜୀବିତ କରିଛି*-   12-May-2026
  ଜିଲ୍ଲା  
କଟକରେ ବୁଲିଲା ଖଣ୍ଡା, ୩ ଗୁରୁତର   12-May-2026

You Might Also Like