-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||      ସ୍ତ୍ରୀ କୁ ହାଣି ହତ୍ୟା କଲା ସ୍ୱାମୀ - ଥାନା ରେ ଅଟକ ସ୍ୱାମୀ    (24-Jul-2026)       ||      ତଳସରା ବିଧାନସଭା କ୍ଷେତ୍ର ସ୍ତରୀୟ ଉନ୍ନୟନ କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ   (23-Jul-2026)       ||      ଦିଲ୍ଲୀ ଜନ୍ତର-ମନ୍ତର ପ୍ରତିବାଦ ଓ ବିଜେଡ଼ି-କଂଗ୍ରେସ ଦୋମୁହାଁ ନୀତି ବିରୋଧରେ ବିଜେପିର ବିଶାଳ ଗର୍ଜନ*   (23-Jul-2026)       ||      "ଶିକ୍ଷାର ଗୁଣାତ୍ମକ ବିକାଶ ପାଇଁ ପ୍ରଧାନ ଶିକ୍ଷକଙ୍କ ନେତୃତ୍ୱ ହିଁ ସବୁଠାରୁ ବଡ଼ ଶକ୍ତି"   (23-Jul-2026)       ||      ପ୍ରଧାନ ଶିକ୍ଷକ ମାନଙ୍କ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ    (23-Jul-2026)       ||      କୋକସରା ବ୍ଲକ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ଶିବିର ଅନୁଷ୍ଠିତ।   (23-Jul-2026)       ||      ଭାରତୀୟ ମଜଦୂର ସଂଘ ନୂଆପଡ଼ା ଶାଖା ଦ୍ଵାରା ୭୨ ତମ ପ୍ରତିଷ୍ଠା ଦିବସ ପାଳିତ   (23-Jul-2026)       ||     

HOME   ରାଜନୀତି

ନିଃଶୁଳ୍କ ସାମୁହିକ କୋଭିଡ୍ ଟିକାକରଣ ନିଷ୍ପତ୍ତିକୁ ସ୍ବାଗତ, ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧ଲକ୍ଷ ଟଙ୍କା ସହାୟତା ଦେଲେ ଓଟିଡିସି ଅଧ୍ୟକ୍ଷା

26-Apr-2021



ଭୁବନେଶ୍ୱର(ପ୍ରେରଣା ଖବର ବ୍ୟୁରୋ): ରାଜ୍ୟର ୧୮ବର୍ଷ ବୟସରୁ ଊର୍ଦ୍ଧ୍ବ ସମସ୍ତ ବ୍ୟକ୍ତିଙ୍କୁ ମାଗଣାରେ କୋଭିଡ୍ ଟିକା ପ୍ରଦାନ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଐତିହାସିକ ଘୋଷଣା କରିଛନ୍ତି। କରୋନା ମହାମାରୀରୁ ରାଜ୍ୟବାସୀଙ୍କୁ ସୁରକ୍ଷିତ ରଖିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ବାସ୍ତବରେ ସ୍ବାଗତଯୋଗ୍ୟ ଓ ବର୍ତ୍ତମାନ ସମୟର ସବୁଠୁ ବଡ଼ ଆବଶ୍ୟକତା ବୋଲି ବିଜେଡି ମୁଖପାତ୍ର ତଥା ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର କହିଛନ୍ତି।
ଶ୍ରୀମତୀ ମିଶ୍ର ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଓଡ଼ିଶାର ସାଢେ଼ ଚାରି କୋଟି ଲୋକଙ୍କୁ ନିଜର ପରିବାର ସଦସ୍ୟ ବୋଲି ଭାବି ସେମାନଙ୍କୁ ଏହି କୋଭିଡ୍ ମହାମାରୀରୁ ସୁରକ୍ଷିତ ରଖିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର ଅନେକ ଲୋକ କଲ୍ୟାଣ ପଦକ୍ଷେପ ନେଉଥିବା ବେଳେ ପରିବାରର ମୁଖିଆ ଭାବେ କୋଭିଡ୍ ଗାଇଡ ଲାଇନ ପାଳିବାକୁ ରାଜ୍ୟବାସୀଙ୍କୁ କ୍ରମାଗତ ଅନୁରୋଧ କରୁଛନ୍ତି। ମାନ୍ୟବର ମୁଖ୍ୟମନ୍ତ୍ରୀ ଆଜି କରୋନାର ଭୟାବହତା ସମ୍ପର୍କରେ ସୂଚନା ଦେବା ସହ ହାତ ଯୋଡ଼ି ପ୍ରତ୍ୟେକ ଓଡ଼ିଆଙ୍କୁ ସୁରକ୍ଷିତ ରହିବାକୁ ଭାବବିହ୍ବଳ ନିବେଦନ ମଧ୍ୟ କରିଛନ୍ତି। ସରକାର ସାମୂହିକ ଟିକାକରଣ ମାଧ୍ୟମରେ ରାଜ୍ୟବାସୀଙ୍କୁ ସୁରକ୍ଷା ଦେବାକୁ ଆଗେଇ ଆସିଥିବାବେଳେ ଆମେ ସଚେତନ ନାଗରିକ ଭାବେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଏହି ଐତିହାସିକ ନିଷ୍ପତ୍ତିରେ ସହଯୋଗର ହାତ ବଢ଼ାଇବାର ଆବଶ୍ୟକତା ରହିଛି ବୋଲି କହିଛନ୍ତି। 
ଶ୍ରୀମତୀ ମିଶ୍ର ନିଜେ ଅନଲାଇନ୍ ରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଆଜି ୧ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରି କୋଭିଡ୍ ମହାମାରୀ ମୁକାବିଲାରେ ନିଜର ଭାଗିଦାରୀ ଦେଇଛନ୍ତି। ଏହାସହିତ ଏହି କୋଭିଡ୍ ମହାମାରୀ ମୁକାବିଲାରେ ଭାଗିଦାର ହୋଇ ଆମ ରାଜ୍ୟକୁ କରୋନାମୁକ୍ତ କରିବା ନିମନ୍ତେ ଅନ୍ୟମାନେ ଆଗେଇ ଆସିବାକୁ ଶ୍ରୀମତୀ ମିଶ୍ର ଅନୁରୋଧ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026
  ଜିଲ୍ଲା  
*ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   24-Jul-2026
  ଜିଲ୍ଲା  
ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି   24-Jul-2026
  ଜିଲ୍ଲା  
ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   24-Jul-2026
  ଜିଲ୍ଲା  
ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   24-Jul-2026
  ଜିଲ୍ଲା  
ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   24-Jul-2026
  ଜିଲ୍ଲା  
ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   24-Jul-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   24-Jul-2026

You Might Also Like