-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସାମ୍ବାଦିକତା ଜଗତରେ ଅପୂରଣୀୟ କ୍ଷତି, କରୋନାରେ ପ୍ରାଣ ହରାଇଲେ ଆଉ ଜଣେ ସାମ୍ବାଦିକ

26-Apr-2021



ଝାରସୁଗୁଡ଼l(ପ୍ରେରଣା ଖବର ବ୍ୟୁରୋ) : ଝାରସୁଗୁଡାରେ କରୋନା ଛଡ଼ାଇନେଲା ଜଣେ ଯୁବ ସାମ୍ବାଦିକଙ୍କ ଜୀବନ । ରାଉରକେଲାର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ଯୁବ ସାମ୍ବାଦିକ ଅମଜାଦ ବାଦଶାହ । ଅମଜାଦ ବାଦଶାହଙ୍କୁ ମୃତ୍ୟୁ ବେଳକୁ ୪୫ ବର୍ଷ ହୋଇଥିଲା । ସେ କୋଭିଡରେ ଆକ୍ରାନ୍ତ ହୋଇ ଗତ ୯ ତାରିଖରେ ଝାରସୁଗୁଡା କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।u

ପରେ ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନତି ନହେବାରୁ ତାଙ୍କୁ ରାଉରକେଲାର ଜୟ ପ୍ରକାଶ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ରବିବାର ଅପରାହ୍ନ ସାଢେ ୪ଟାରେ ଅମଜାଦ ଜୀବନ ଯୁଦ୍ଧରେ ହାରିଯାଇଛନ୍ତି । ଅମଜାଦଙ୍କ ଗୋଟିଏ ୪ ବର୍ଷର ଝିଅ ସହ ଦୁଇ ମାସର ଶିଶୁପୁତ୍ର ଅଛନ୍ତି । ଅମଜାଦ ୨୦୦୯ ମସିହାରେ ଇଟିଭିର ଟିଟିଲାଗଡ଼ ପ୍ରତିନିଧି ଭାବେ ଯୋଗଦାନ କରିବା ପରେ ବିଭିନ୍ନ ଗଣମାଧ୍ୟମରେ ବଲାଙ୍ଗିର ଓ ଝାରସୁଗୁଡାରେ କାର୍ଯ୍ୟ କରି ଜନମାନସରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରି ପାରିଥିଲେ ।

ତାଙ୍କ ଅକାଳ ବିୟୋଗରେ ଝାରସୁଗୁଡା ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି । ତାଙ୍କ ମୃତ୍ୟୁରେ ସାମ୍ବାଦିକ ଜଗତରେ ଏକ ଅପୂରଣୀୟ କ୍ଷତି ହୋଇଛି ବୋଲି କହିବା ସହ ପ୍ରେସ କ୍ଳବ ପକ୍ଷରୁ ସନ୍ତୋଷ ମିଶ୍ର, ମେହେବୁବ ମେହେତାଵ, ବସନ୍ତ ଜେନା,ପ୍ରଶାନ୍ତ ମହାନ୍ତି, ଭାଗିରଥି ସାହୁ, ସୁରେନ୍ଦ୍ର ବାରିକ, ଜୀବନ ମହାନ୍ତି, ପ୍ୟାରେଲାଲ ଶ୍ରୀବାସ୍ତବ, 

ପ୍ରମୂଖ ଶୋକ ପ୍ରକାଶ କରିଛନ୍ତି।  ଶୋକ ପ୍ରକାଶ କରିବା ସହ ପରିବାରକୁ ଭଗବାନ ଶକ୍ତି ପ୍ରଦାନ କରନ୍ତୁ ବୋଲି କହିଛନ୍ତି ବିଧାୟକ କିଶୋର ମହାନ୍ତି ଓ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like