-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଦେଶ ବିଦେଶ

ଦେଶରେ ସ୍ଥିତି ଅସମ୍ଭାଳ : ୨୪ ଘଣ୍ଟାରେ ୩ ଲକ୍ଷ ୫୦ ହଜାରରୁ ଅଧିକ କେସ୍, ୨୮୧୨ ମୃତ

26-Apr-2021



ନୂଆଦିଲ୍ଲୀ,(ପ୍ରେରଣା ଖବର ବ୍ୟୁରୋ) ସ୍ଥିତି ଅସମ୍ଭାଳ । ରେକର୍ଡ କରିଛି କରୋନା । ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୫୨ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୮୧୨ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩ ଲକ୍ଷ ୫୨ ହଜାର ୯୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୮୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୮୧୨ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୭୩ ଲକ୍ଷ ୧୩ହଜାର ୧୬୩ରେ ପହଞ୍ଚିଛି।

ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୧ ଲକ୍ଷ ୯୫ ହଜାର ୧୨୩ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୪୩ ଲକ୍ଷ ୪ ହଜାର ୩୮୨ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୮୧୩୬୫୮।

India reports 3,52,991 new #COVID19 cases, 2812 deaths and 2,19,272 discharges in the last 24 hours, as per Union Health Ministry 

Total cases: 1,73,13,163
Total recoveries: 1,43,04,382
Death toll: 1,95,123 
Active cases: 28,13,658  

Total vaccination: 14,19,11,223


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like