-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||      ସ୍ତ୍ରୀ କୁ ହାଣି ହତ୍ୟା କଲା ସ୍ୱାମୀ - ଥାନା ରେ ଅଟକ ସ୍ୱାମୀ    (24-Jul-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ  ଯୁବ ସାମ୍ବାଦିକ ଅମଜଦ ବାଦ୍‌ସା’ଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳିି ସଭା

26-Apr-2021



ବଲାଙ୍ଗିର,(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଝାରସୁଗୁଡାର ଯୁବ ସାମ୍ବାଦିକ ଅମଜଦ ବାଦ୍‌ସା’ଙ୍କ ବିୟୋଗରେ ଏକ ଶ୍ରଦ୍ଧାଂଜଳି ସଭା ସାମ୍ବାଦିକ ଭବନରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ହରିନାରାୟଣ ପୂଜାରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭା ପ୍ରାରମ୍ଭରେ ତାଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା । ଜଣେ ନିର୍ଭୀକ, ନିଷ୍ଠାପର, ପରୋପକାରୀ, ଶ୍ରଦ୍ଧାଳୁ ତଥା କର୍ମଠ ସାମ୍ବାଦିକଙ୍କୁ ଓଡିଶାର ସାମ୍ବାଦିକ ଜଗତ ହରାଇଛି ବୋଲି ଉପସ୍ଥିତ ସାମ୍ବାଦିକମାନେ ମତପ୍ରକାଶ କରିଛନ୍ତି । ଏହି ଶୋକସଭାରେ ସଂଘ ସଭାପତି ଶ୍ରୀ ପୂଜାରୀଙ୍କ ସହ ମଂଚାସୀନ ଥିଲେ ଉପସଭାପତି ଆନଂଦ ଚଂଦ୍ର ସାହୁ, ସାଧାରଣ ସଂପାଦକ ବଳରାମ ମିଶ୍ର, ବରିଷ୍ଠ ସାମ୍ବାଦିକ ଶିଶିରକାନ୍ତ ଶତପଥୀ ।  ସାମ୍ବାଦିକ ମନୋରଂଜନ ଯୋଷୀ, ସଂଦୀପ କୁଅଁର, ରଘୁନନ୍ଦନ ସିଂହ, ଚନ୍ଦ୍ରଭାନୁ ମୋଲାନା, ଦେବାଶିଷ ମିଶ୍ର, ସ୍ମୃତିଚାରଣ କରିବା ସହ ଅମର ଆତ୍ମାକୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ବରିଷ୍ଠ ସାମ୍ବାଦିକ ନବୀନ ପଶାୟତ, କରୁଣାକର ପଧାନ, ମହେନ୍ଦ୍ର ପ୍ରଧାନ, ଗୁପ୍ତେଶ୍ୱର ପୃଷ୍ଟି ପ୍ରମୁଖ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    25-Jul-2026
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026
  ଜିଲ୍ଲା  
*ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   24-Jul-2026

You Might Also Like