-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଗଞ୍ଜାମ ଜିଲ୍ଲାପାଳଙ୍କ ପ୍ରଶାସନିକ ଅଧିକାରୀ ଓ ଲୋକ ପ୍ରତିନିଧି ଙ୍କ ସହ ଆଲୋଚନା।

26-Apr-2021



ବୁଗୁଡା, ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଏପ୍ରିଲ ୨୬ ତାରିଖ ଦିନ ଭଞ୍ଜନଗର ରାଜସ୍ବ ଉପଖଣ୍ଡର ବିଭିନ୍ନ ପାଞ୍ଚାୟତ ସମିତିକୁ ଗସ୍ତ କାର୍ଯ୍ୟକ୍ରମରେ ଆସିଥିବା ବେଳେ ବୁଗୁଡା ପାଞ୍ଚାୟତ ସମିତିରେ ଅପରାହ୍ନ ଗୋଟାଏ ସମୟରେ ପହଞ୍ଚି ପ୍ରଶାସନିକ ଅଧିକାରୀ ଓ ପାଞ୍ଚାୟତ ରାଜ ପ୍ରତିନିଧି ମାନଙ୍କ ସହ ଆଲୋଚନା କରିଥିଲେ। ବିଶେଷ ଭାବେ ଲୋକ ପତିନିଧି ମାନଙ୍କ ସହ ପାନୀୟ ଜଳ ସମସ୍ୟା ନେଇ ଆଲୋଚନା କରିବା ସହ ସରପଞ୍ଚମାନଙ୍କୁ କୋଭିଡ଼ି  ନିୟନ୍ତ୍ରଣ ପଦକ୍ଷେପ ବିଷୟ ନେଇ ଆଲୋଚନା କରିଥିଲେ। ଗୋଲିଆ ଆଦର୍ଶ ବିଦ୍ୟାଳୟରେ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ କେନ୍ଦ୍ରରେ ୩୦ ଟି ଅମ୍ଳଜାନ ସିଲିଣ୍ଡର ଗଚ୍ଛିତ ରଖିବାକୁ ପରାମର୍ଶ ଦେଇଥିଲେ। ଏନଏସି ଜନସ୍ବାସ୍ଥ୍ୟ ବିଭାଗ କନିଷ୍ଠ ଯନ୍ତ୍ରୀଙ୍କୁ ବୁଗୁଡ଼ାରେ ରହି ପାନୀୟ ଜଳଯୋଗାଣ ବିଷୟରେ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦଶ ଦେଇଥିଲେ। ଅନ୍ୟ ବିଷୟ ଆଲୋଚନା ମଧ୍ୟରେ ବ୍ୟାଙ୍କ ଗୁଡିକ ବିଭିନ୍ନ ଋଣ ପ୍ରଦାନ କରିବାକୁ ପରାମର୍ଶ ଦେବା ସହ ମନୋରଗା କାର୍ଯ୍ୟ ଉପରେ ଗୁରୁତ୍ୱ ପ୍ରଦାନ ପାଇଁ ପରାମର୍ଶ ଦେଇଥିଲେ। ବୈଠକରେ ଭଞ୍ଜନଗର ଉପଜିଲ୍ଲାପାଳ ରାଜେନ୍ଦ୍ର କୁମାର ମିଞ୍ଜ, ବୁଗୁଡା ବିଡ଼ିଓ ତନ୍ମୟ ପାତ୍ର, ତହସିଲଦାର ସଂଗ୍ରାମ କେଶରୀ ଜେନା, ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଶୁଭାଶିଷ ପାଣିଗ୍ରାହୀ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ରଶ୍ମିରଞ୍ଜନ ଦାଶ, ବୁଗୁଡା ଥାନା ଆରକ୍ଷୀ ନିରୀକ୍ଷକ ଚିତ୍ତରଞ୍ଜନ ବେହେରା, ସିଡିପିଓ ରଞ୍ଜିତା ତ୍ରିପାଠୀ ପ୍ରମୁଖଙ୍କ ସମେତ ବିଭିନ୍ନ ବ୍ୟାଙ୍କ ଶାଖା ପରିଚାଳକ, ଗ୍ରାମ୍ୟ ଜଳ ଯୋଗାଣ ବିଭାଗ କର୍ମଚାରୀ , ଜନସ୍ବାସ୍ଥ୍ୟ ବିଭାଗ କର୍ମଚାରୀ ଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ କର୍ମଚାରୀ ଏବଂ ବିଭିନ୍ନ ପାଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ସଭ୍ୟା ବୃନ୍ଦ ଯୋଗଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like