-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ ଚିନ୍ତା ବଢାଉଛି କରୋନା : ପୋଲିସର କଡ୍ଡା ଚେକିଂ, ଫୋକସରେ ଔଷଧ କଳାବଜାରୀ

26-Apr-2021



ବଲାଙ୍ଗୀର (ସନ୍ତୋଷ କୁମାର ଠାକୁର) : ବଲାଙ୍ଗୀରରେ କରୋନା ମିଟର କେବେ ତଳକୁ ତ ଆଉ କେବେ ଉପରକୁ ରହୁଛି । ଆଜି ବଲାଙ୍ଗୀର ଜିଲ୍ଲାରୁ ୯୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛି । ସହରର ୨୧ ଟି ଓ୍ୱାର୍ଡରେ ଡୋରଟୁ ଡୋର ଚେକିଂ ଚାଲିଛି । ଅଙ୍ଗନଓ୍ୱାଡି, ଆଶା କର୍ମୀ ଓ ପୌରପରିଷଦର ଫିଲ୍ଡ ଅଫିସରଙ୍କୁ ନେଇ ଗୋଟିଏ ଗୋଟିଏ ଟିମ ଲୋକଙ୍କ ଘରକୁ ଯାଇ ଲକ୍ଷଣ ବିଷୟରେ ଥିବା ପଚରାଯାଉଛି । କୌଣସି ଲକ୍ଷଣ ଦେଖାଦେଲେ ପରିବାର ଲୋକଙ୍କୁ ଟୋକନ ଦିଆଯାଉଛି । ସେହି ଟୋକନ ନେଇ ଟେଷ୍ଟିଂ ସେଣ୍ଟରରେ ଟେଷ୍ଟ କରାଉଛନ୍ତି ଲୋକେ ।

ସେହିପରି ସଂଧ୍ୟା ୬ ଟା ପରେ ନାଇଟ କର୍ଫ୍ୟୁ ଲାଗୁଥିବା ବେଳେ ଅମାନିଆଙ୍କ ଉପରେ କଡା ନଜର ରଖିଛି ପୋଲିସ । ସପ୍ତାହାନ୍ତ ସଟଡାଉନରେ ବାହାରେ ବୁଲୁଥିବା ଲୋକଙ୍କୁ ପଚରାଉଚରା କରିବା ସହ ମୋଟା ଫାଇନ ଆଦାୟ କରୁଛି ପୋଲିସ । ଜିଲ୍ଲା ପ୍ରଶାସନ ପକ୍ଷରୁ କୋଭିଡ କେୟାର ସେଣ୍ଟର ଗୁଡିକରେ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି । ରୋଗୀଙ୍କ ସଂଖ୍ୟାକୁ ଦୃଷ୍ଟିରେ ଆଗରେ ରଖି ଆହୁରି ବେଡ ବଢାଇବାର ହୋଇଛି  ଯୋଜନା । ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ହସପ୍ପିଟାଲ ସହ ଦୁଇଟି କୋଭିଡ କେୟାର ସେଣ୍ଟର କାର୍ଯ୍ୟକ୍ଷମ ଅଛି । ସେପଟେ ଜିଲ୍ଲାରେ ଆରମ୍ଭ ହୋଇଯାଇଛି ଔଷଧ କଳାବଜାରୀ । ମେଡିସିନର ଦରଦାମ ଓ ମାନ ଖରାପ ଥିବା ନେଇ ଯାଞ୍ଚ କରାଯାଉଛି । ଯାହାର କିଛି ଅଭିଯୋଗ ଆସିଲେ ତା ଉପରେ ଫାଇନ ସହ କାର୍ଯ୍ୟାନୂଷ୍ଠାନ ନିଆଯାଉଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like