-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ    (25-Jul-2026)       ||      ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   (25-Jul-2026)       ||      ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||     

HOME   ଜିଲ୍ଲା

ଚର୍ଚ୍ଚାରେ କାଇରାଝୁଲି ବିଦ୍ୟାଳୟ: ସାଇକେଲ ଷ୍ଟାଣ୍ଡକୁ ଦିଆଯାଇଛି ପ୍ଲାଟଫର୍ମର ଚିତ୍ର

26-Apr-2021



ଉଲୁଣ୍ଡା(ଗୌର ଚନ୍ଦ୍ର ପରିଛା)- ନିର୍ମାଣ ହୋଇଥିବା ସାଇକେଲ ଷ୍ଟାଣ୍ଡକୁ ଦିଆଯାଇଛି ପ୍ଲାଟଫର୍ମର ରୂପ ।  କାନ୍ଥରେ ଟ୍ରେନର ଚିତ୍ର କରାଯାଇ ପାତାଳିି ଶ୍ରୀକ୍ଷେତ୍ର ଏକ୍ସପ୍ରେସ୍ ଭାବରେ ନାମିତ କରାଯାଇଛି । ଯାହାକୁ ଦେଖିଲେ ଏକ ଟ୍ରେନ ଛିଡା ହୋଇଛି ଭଳି ଦେଖାଯାଉଛି । ଏଭଲି ଏକ ଚିତ୍ର ଦେଖିବାକୁ ମିଲିଛି ଉଲୁଣ୍ଡା ବ୍ଲକ ଜାଲୋଏ କ୍ଲଷ୍ଟରର କଇରାଝୂଲି ସ୍କୁଲରେ ।   ପ୍ରକାଶ ଯେ ଏହି ସ୍କୁଲକୁ ୧୨ ଖଣ୍ଡ ଗାଁରୁ ଛାତ୍ରଛାତ୍ରୀ ମାନେ ପଢିବାକୁ ଆସୁଛନ୍ତି । ଗ୍ରାମାଂଚଲର ଛାତ୍ରଛାତ୍ରୀ ମାନେ ପ୍ରାୟତଃ ଟ୍ରେନ ଦେଖିନାହାନ୍ତି । ସେଭଳି ପିଲାମାନେ ଯେମିତି ସ୍କୁଲ ପ୍ରତି ଆକୃଷ୍ଟ ହେବା ସହିତ ଟ୍ରେନ, ପ୍ଲାଟଫର୍ମ ବିଷୟରେ ଧାରଣା ଆସିବ । ଏଥି ସହିତ ପାତାଳୀ ଶ୍ରୀକ୍ଷେତ୍ରରୁ ପୁରୀକୁ ରେଲପଥର ସଂଯୋଗ ପାଇଁ ଜନଜାଗରଣ ସୃଷ୍ଟି ନିମନ୍ତେ ଅଂଚଲବାସୀଙ୍କୁ ସଚେତନ କରିବା ପାଇଁ  ଭିନ୍ନ ପ୍ରୟାସ କରାଯାଇଥିବା ପ୍ରଧାନ ଶିକ୍ଷକ ଜନାର୍ଦନ ସାହୁ ପ୍ରକାଶ କରିଛନ୍ତି । । ସ୍କୁଲର ସାଇକେଲ ଷ୍ଟାଣ୍ଡରେ ପ୍ଲାଟଫର୍ମର ଚିତ୍ର କରାଯାଇଛି । କାନ୍ଥରେ  ଟ୍ରେନର ଚିତ୍ର କରାଯାଇ ପାତାଲୀ ଶ୍ରୀକ୍ଷେତ୍ର ନାମରେ ନାମିତ କରାଯାଇଛି ଏବଂ ଷ୍ଟେସନର ନାଁ ରଖାଯାଇଛି କଇରାଝୁଲି ଜଙ୍କସନ୍ । ଏଥି ସହିତ ଟ୍ରେନ ଢାଂଚାରେ ବଗି ମାନଙ୍କର ନାମ ଏସ ୧ ଓ ଡିଏସ ରଖିବା ସହ ଟ୍ରେନର ନମ୍ବର ମଧ୍ୟ ଦିଆଯାଇଛି । ଟ୍ରେନକୁ ପାତାଳି ଶ୍ରୀକ୍ଷେତ୍ର କୋଟସମଲାଇରୁ ପୁରୀକୁ ମଧ୍ୟ ସଂଯୋଗ କରାଯାଇଛି ।  ଦେଖିଲେ ଲାଗୁଛି ଏକ ଟ୍ରେନ ଛିଡା ରହିଛି । ଶିକ୍ଷକ ମାନଙ୍କ ଏଭଲି ନିଷ୍ଠାପର  ଉଦ୍ୟମ ଏବଂ ସ୍ଥାନୀୟ ଚିତ୍ରକାର  ପ୍ରଭାସ ମେହେରଙ୍କ ତୁଳୀର ଯାଦୁଗରୀକୁ ଅଂଚଲରେ ପଶଂସା କରାଯାଇଛି ।  ଏହାକୁ ଦେଖିବା ପାଇଁ ସ୍କୁଲରେ ଲୋକଙ୍କ ଭିଡ ଲାଗି ରହୁଛି ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ   25-Jul-2026
  ରାଜ୍ୟ  
ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   25-Jul-2026
  ଦେଶ ବିଦେଶ  
ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    25-Jul-2026
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026

You Might Also Like