-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଘୋଷଯାତ୍ରାପାଇଁ ବୌଦ୍ଧ ବନଖଣ୍ଡରୁ ଗଲାକାଠ

26-Apr-2021



ବୌଦ୍ଧ(ଶ୍ରୀବନ୍ତମେହେର) - ଶ୍ରୀ ଶ୍ରୀ ମହାପ୍ରଭୁ ଜଗନ୍ନାଥଙ୍କ ଘୋଷଯାତ୍ରା ଲାଗି ରଥ ନିର୍ମାଣପାଇଁ ସୋମବାର ବୌଦ୍ଧରୁ ଗଲାକାଠ । ଗତ ୨୦୧୮ମସିହାରୁ ରଥ ନିର୍ମାଣପାଇଁ ନିୟମିତ ଭାବେ ବୌଦ୍ଧ ବନଖଣ୍ଡରୁ ରଥକାଠ ପ୍ରେରଣ କରା ଯାଇ ଆସୁଛି । ଚଲିତବର୍ଷ ଚତୁର୍ଥ ଥର ପାଇଁ ପୁରୀକୁ ରଥକାଠ ପଠାଇବାର ସୌଭଗ୍ୟ ଅର୍ଜନକରିଛି ବୌଦ୍ଧଜିଲ୍ଲା । ଚଳିତବର୍ଷ ସୁଦାୟ ୭୦୧ ଖଣ୍ଡ ରଥକାଠ ପଢାଇବାକୁ ଥିବାବେଳେ ପ୍ରଥମ ପର୍ଯ୍ୟାୟରେ ୨୯୯ଖଣ୍ଡ କାଠ ପଠାଯାଇସାରିଛି । ଆଜି ଦ୍ୱିତୀୟପର୍ଯ୍ୟାୟରେ ୯୬ଖଣ୍ଡ ରଥକାଠ ପୁରିକୁ ପଠାଯଉଛି । ଏହି ଅବସରରେ ବୌଦ୍ଧ ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟ ଠାରେ ରଥକାଠକୁ ଭବ୍ୟ ସ୍ୱାଗତକରାଯାଇଥିଲା । ରଥକାଠକୁ ଦର୍ଶନକରି ବିଭୁକୃପା ଲାଭ କରିବାପାଇଁ ଶ୍ରଦ୍ଧାଳୁଙ୍କ ଭିଡ ମଧ୍ୟ ଜମିଥିଲା । ପୁରୀଯାଇ ନପାରିଲେ ମଧ୍ୟ ବୌଦ୍ଧରେ କାଠକୁ ଦର୍ଶନକରି ଜଗନ୍ନାଥଙ୍କ ଦର୍ଶନ ପାଇଥିବା ଅନୁଭବ କରିଥିଲେ । କୋଭିଡ ନିୟମକୁ ପାଳନ କରିବାସହ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ମୁଖ୍ୟ ଅତିଥି ଭାବରେ ଉପସ୍ଥିତରହି ପୂଜାର୍ଚ୍ଚନା କରିଥିଲେ । ପତାକା ଦେଖାଇ ପୁରୀକୁ ରଥକାଠ ଯାତ୍ରାର ଶୁଭମନାସିଥିଲେ । ଏହି ଅବସରରେ ମହିଳା ଭକ୍ତମାନେ ହୁଳହୁଳି ଦେଇ ରଥକ।ଠକୁ  ବିଦାୟ ଦେଇଥିଲେ । ଏହି ପବିତ୍ରଦିବସରେ ବୌଦ୍ଧ ଏସପି ଭି.ରଘୁନାଥ ରାଓ, ଡିଏଫଓ ଯଶୋବନ୍ତ ସେଠୀଙ୍କ ସମେତ ବୌଦ୍ଧ ବନଖଣ୍ଡର ସମସ୍ତ ଅଧିକାରୀ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like