-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଝିଅ ବାହାଘର ପାଇଁ ନଗଦ ଟଙ୍କା ଓ ସୁନା ଗହଣା ବ୍ୟାଗ ନେଇ ଫେରାର ଦୁର୍ବୃତ ଙ୍କ ଯୋଜନା ଫେଲ

27-Apr-2021



ଟିଟିଲାଗଡ଼ :(ସନ୍ତୋଷ କୁମାର ନାୟକ):ବିନେକେଲା ପଞ୍ଚାୟତ ର ଟଙ୍କଧର ବାଗ ନାମକ ଜଣେ ବ୍ୟକ୍ତି ତାଙ୍କ ଝିଅ ବାହାଘର ପାଇଁ ବ୍ୟାଙ୍କ ରୁ ନଗତ ଟଙ୍କା ଉଠେଇ ସୁନା ଗହଣା କିଣି ଏକ ପୂଜା ବସ୍ତ୍ରାଳୟ ନାମକ ଲୁଗା ଦୋକାନ ରୁ ଆବଶ୍ୟକ ବିଭିନ୍ନ ବସ୍ତ୍ର କିଣି ବାହାରୁଥିବା ବେଳେ ହଠାତ ଏକ ପୁଲସର ଗାଡି ରେ ଦୁଇ ଦୁର୍ବୃତ୍ତ ଆସି ନଗଦ ଟଙ୍କା,ସୁନା ରୁପା ଆଦି ଲୁଟି ଫେରାର ଉଦ୍ୟମ ବେଳେ ତାଙ୍କ ଯୋଜନା ବିଫଳ ହୋଇଥିବା  ନେଇ ଆଲୋଚନା ହେଉଛି  । ସୂଚନା ଅନୁଯାୟୀ ଶ୍ରୀ ବାଗ ଙ୍କ ଝିଅ ଯସ୍ମୀନ ବାଗ ଙ୍କ ବିବାହ ପାଇଁ ବ୍ୟାଙ୍କ ରୁ ୪୯ ହଜାର ଟଙ୍କା ଉଠେଇ ଥିଲେ ଓ ନିଜ ବାଇକ ଡ଼ିକି ରେ ଉକ୍ତ ଟଙ୍କା ଓ ସୁନା ଗହଣା ଆଦି ରଖି ପୂଜା ବସ୍ତ୍ରାଳୟ ଭିତର କୁ ଯାଇ ଲୁଗାପଟା କିଣି ଫେରିବା ବେଳକୁ ତାଙ୍କ ଗାଡି ଡ଼ିକି ରେ ଥିବା ବ୍ୟାଗ ନ ଥିଲା । ଏହା ଦେଖି ଅସହାୟ ଅବସ୍ଥାରେ ଟିଟିଲାଗଡ଼ ଥାନା ରେ ପହଁଚିଥିବା ବେଳେ ସେଠି ତାଙ୍କ ଟଙ୍କା ଓ ସମସ୍ତ ସୁନା ଗହଣା ଥିବା ଜାଣିବାକୁ ପାଇଥିଲେ । ଏକ ପୁଲସର ରେ ଉକ୍ତ ଦୁଇ ଅଭିଯୁକ୍ତ ବାଇକ ଡ଼ିକି ରୁ ଟଙ୍କା ବାହାର କରି ଫେରାର ହୋଇଯିବା ଉଦ୍ୟମ କରୁଥିବା ବେଳେ ପେଟ୍ରୋଲିଂ ପାଇଁ ଟିଟିଲାଗଡ଼ ଅତିରିକ୍ତ ଆରକ୍ଷୀ ଅଧିକାରୀ ସୁରେନ୍ଦ୍ର ନାଥ ଶତପଥୀ ଉକ୍ତ ରାସ୍ତା ରେ ଯାଉଥିବା ବେଳେ ତାଙ୍କୁ ସନ୍ଦେହ ହେବାରୁ ତାଙ୍କୁ ଧରିବା ପାଇଁ ପ୍ରାୟ ଦେଢ଼ କିମି ଗୋଡେଇ ଥିବା ବେଳେ ସେମାନେ ପଲସର ଗାଡି ଛାଡି ଫେରାର ହୋଇଯାଇଥିଲେ ।  ଉକ୍ତ ଚୋରୀ ବ୍ୟାଗ ସହ ସମସ୍ତ ସୁନା ଗହଣା ତାଙ୍କୁ ଫେରାଇ ଦେଇଥିଲେ । ଉକ୍ତ ପୁଲସର ଗାଡି ଜବତ କରିବା ସହ ପୂର୍ବରୁ କିଛି ଦୁର୍ବୁତ୍ତ ଏପରି ଲୁଟ କରିବା ନେଇ ପୋଲିସ ତଦନ୍ତ ଜାରି ରଖିଥିବା ବେଳେ ଏହି ଦୁଇ ଜଣଙ୍କୁ ଗିରଫ କଲେ ସବିଶେଷ ବିବରଣୀ ହାସଲ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସୂଚନା ଦିଆଯାଇଛି 
 । ସେହିପରି ଉପଖଣ୍ଡ ଆରକ୍ଷୀ ଅଧିକାରୀ ତତ୍ପରତା ଓ ସଠିକ ସମୟରେ ନେଇଥିବା ଉଚିତ ପଦକ୍ଷେପ ନେବା ନେଇ ବିଭିନ୍ନ ମହଲରେ ପ୍ରଶଂସା ର ପାତ୍ର ହୋଇଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like