-+91-9937148622 |
prerana_bgr@rediffmail.com |
Wednesday 13th May 2026 |
R.N.I. Regd No. ODIODI/2010/46693
Breaking News
27-Apr-2021
ଭୁବନେଶ୍ବର(ପ୍ରେରଣା ଖବର) ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୦୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୨୦୧୨୯ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୨୨ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୫୫୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୩୯ଜଣ, ବାଲେଶ୍ୱର ଜିଲ୍ଲାରୁ ୭୮ଜଣ, ବରଗଡ଼ ଜିଲ୍ଲାରୁ ୨୮୬ଜଣ, ଭଦ୍ରକ ଜିଲ୍ଲାରୁ ୬୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୫୭, ବୌଦ୍ଧ ଜିଲ୍ଲାରୁ ୬୪ଜଣ, କଟକ ଜିଲ୍ଲାରୁ ୧୯୮ଜଣ, ଦେଓଗଡ଼ ଜିଲ୍ଲାରୁ ୩୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୨ଜଣ, ଗଜପତି ଜିଲ୍ଲାରୁ ୭୯ଜଣ, ଗଞ୍ଜାମ ଜିଲ୍ଲାରୁ ୨୦୯ଜଣ, ଜଗତସିଂହପୁର ଜିଲ୍ଲାରୁ ୬୨ଜଣ, ଯାଜପୁର ଜିଲ୍ଲାରୁ ୧୦୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୫୯ଜଣ, କଳାହାଣ୍ଡି ଜିଲ୍ଲାରୁ ୨୭୭ଜଣ, କନ୍ଧମାଳ ଜିଲ୍ଲାରୁ ୩୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୪ଜଣ, କେନ୍ଦୁଝର ଜିଲ୍ଲାରୁ ୨୬୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦୯୨ଜଣ, କୋରାପୁଟ ଜିଲ୍ଲାରୁ ୭୬ଜଣ, ମାଲକାନଗିରି ଜିଲ୍ଲାରୁ ୨୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୪୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୦୬ଜଣ, ନୟାଗଡ଼ ଜିଲ୍ଲାରୁ ୧୧୦ଜଣ, ନୂଆପଡ଼ା ଜିଲ୍ଲାରୁ ୪୦୦ଜଣ, ପୁରୀ ଜିଲ୍ଲାରୁ ୨୨୬ଜଣ, ରାୟଗଡ଼ା ଜିଲ୍ଲାରୁ ୭୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୫୮ଜଣ, ସୋନପୁର ଜିଲ୍ଲାରୁ ୭୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୭୧ଜଣ, ଷ୍ଟେଟ୍ ପୁଲ୍ରୁ ୨୧୩ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୨୦୧୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୦୯୫୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୬୭୧୧୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୯୫୪୭୩୯ସାମ୍ପୁଲ ଟେଷ୍ଟ୍ ହୋଇଛି ।
Covid-19 Report For 26th April
New Positive Cases:: 6073
In quarantine: 3522
Local contacts: 2551
(Details of local contacts will be shared by concerned Dist Administration)
District Wise Cases:
1. Angul: 239
2. Balasore: 78
3. Bargarh: 286
4. Bhadrak: 65
5. Balangir: 457
6. Boudh: 64
7. Cuttack: 198
8. Deogarh: 36
9. Dhenkanal: 12
10. Gajapati: 79
11. Ganjam: 209
12. Jagatsinghpur: 62
13. Jajpur: 107
14. Jharsuguda: 359
15. Kalahandi: 277
16. Kandhamal: 34
17. Kendrapada: 64
18. Keonjhar: 266
19. Khurda: 1092
20. Koraput: 76
21. Malkangiri: 29
22. Mayurbhanj: 149
23. Nawarangpur: 206
24. Nayagarh: 110
25. Nuapada: 400
26. Puri: 226
27. Rayagada: 77
28. Sambalpur: 158
29. Sonepur: 74
30. Sundargarh: 371
31. State Pool: 213
New recoveries: 4180
Cumulative tested: 9954739
Positive: 420129
Recovered: 367111
Active cases: 50958