-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଦେଶ ବିଦେଶ

ଲାଗୁନି ବ୍ରେକ୍, ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୨୩ ହଜାରରୁ ଅଧିକ ପଜିଟିଭ୍

27-Apr-2021



ନୂଆଦିଲ୍ଲୀ,(ପ୍ରେରଣା ଖବର ବ୍ୟୁରୋ) : ସ୍ଥିତି ଅସମ୍ଭାଳ । ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୨୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୭୭୧ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩ ଲକ୍ଷ ୨୩ ହଜାର ୧୪୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୭୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୭୭୧ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୭୬ ଲକ୍ଷ ୩୬ହଜାର ୩୦୭ରେ ପହଞ୍ଚିଛି।

ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୧ ଲକ୍ଷ ୯୭ ହଜାର ୮୯୪ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୪୫ ଲକ୍ଷ ୫୬ ହଜାର ୨୦୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୮୮୨୨୦୪।


India reports 3,23,144 new #COVID19 cases, 2771 deaths and 2,51,827 discharges in the last 24 hours, as per Union Health Ministry 

Total cases: 1,76,36,307
Total recoveries: 1,45,56,209 
Death toll: 1,97,894 
Active cases: 28,82,204   

Total vaccination:  14,52,71,186


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like