-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ସାଂସଦ ଙ୍କ ସମୀକ୍ଷା ବୈ୦କ

27-Apr-2021



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର) ବଲାଙ୍ଗୀର ଜିଲ୍ଲାର *ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ* ଠାରେ ଏକ ସମୀକ୍ଷା ବୈ୦କ ଆୟୋଜିତ ହୋଇଥିଲା। ଉକ୍ତ ବୈ୦କରେ ବଲାଙ୍ଗିର ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂଦେଓ ହସ୍ପିଟାଲରେ ଭର୍ତ୍ତି ରୋଗୀ ମାନଙ୍କ ପାଇଁ ସହାନୁଭୂତି ପ୍ରକାଶ କରିଥିଲେ ଏବଂ ଯଥାଶୀଘ୍ର ସମ୍ଭବ ହସ୍ପିଟାଲରେ ଭେଣ୍ଟିଲାଟର, ବେଡ଼, ପିଇବା ପାଣି ଓ ଅକ୍ସିଯେନ ସିଲିଣ୍ଡର ଯଥେଷ୍ଟ  ପରିମାଣରେ ଯୋଗେଇ ଦେବ ପାଇଁ ନିର୍ଦେଶ ଦେଇଥିଲେ। ଏହି ବୈଠକରେ ସୁପରିନଟେଣ୍ଡେଣ୍ଟ ମହେନ୍ଦ୍ର ନାୟକ, ଡିନ  ଡା ସବିତା ମହାପାତ୍ର, ସି ଡି ଏମ ଓ ଭୀମ ସାହୁ, ଏମ ପି ନୋମିନି ଦିନେଶଶର୍ମା ପ୍ରମୁଖ  ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like