-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ରେଢାଖୋଲରେ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ କୋର୍ଟ ଉଦଘାଟିତ

27-Apr-2021



ରେଢାଖୋଲ ( ଅନିଲ କୁମାର ପୃଷ୍ଟି ) ସମ୍ବଲପୁର ଜିଲ୍ଲା ରେଢାଖୋଲ ଉପଖଣ୍ଡ ସଦର ମହକୁମାରେ ମଙ୍ଗଳବାର ଅତିରିକ୍ତ ଜିଲ୍ଲା ଓ ଦୌରାଜଜ କୋର୍ଟ ଉଦଘାଟିତ ହୋଇଯାଇଛି। ଓଡିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଡ. ଜଷ୍ଟିସ ଏସ. ମୁରଲୀ ଧର ଭର୍ଚୁଆଲ  ମୋଡ଼ରେ ଏହି  ବହୁ ପ୍ରତୀକ୍ଷିତ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ କୋର୍ଟକୁ ଉଦଘାଟନ କରିଥିଲେ ।ଜନସାଧାରଣଙ୍କ ଦ୍ୱାରା ଦେଶର ନ୍ୟାୟ ପ୍ରଦାନ ପରିପ୍ରେକ୍ଷୀରେ ଏହି କୋର୍ଟ ଉଦଘାଟନ କରା ଯାଇ ଥିବା ମୁଖ୍ୟ ବିଚାର ପତି ଏହି ଅବସରରେ ପ୍ରକାଶ କରିଥିଲେ।ସମ୍ବଲପୁର ଜିଲ୍ଲା ଦାୟିତ୍ୱରେ ଥିବା ଜଷ୍ଟିସ ଡ. ବି. ଆର ଷଡ଼ଙ୍ଗୀ କୋର୍ଟ ଉଦଘାଟନରେ  ମୁଖ୍ୟ ବିଚାର ପତିଙ୍କ ସହ ଯୋଗ ଦେଇ ସମ୍ବଲପୁର ଜିଲ୍ଲା ରେଢାଖୋଲରେ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ଖୋଲିବାର ଆବଶ୍ୟକତା ସମ୍ପର୍କରେ ସୂଚନା ଦେଇଥିଲେ। ସମ୍ବଲପୁର ଜିଲ୍ଲା ଜର୍ଜ ବିରଞ୍ଚି ନାରାୟଣ ମହାନ୍ତି ପ୍ରାରମ୍ଭିକ ଭାଷଣ ପ୍ରଦାନ କରି ଥିବା ବେଳେ ରେଢାଖୋଲ ଓକିଲ ସଂଘ ସଭାପତି ଗଣେଶ୍ୱର ପ୍ରଧାନ, ସମ୍ପାଦକ ଉମାକାନ୍ତ ମହାନନ୍ଦ ଏ ଅବସରରେ ମାନ୍ୟବର ମୁଖ୍ୟ ବିଚାରପତିଙ୍କୁ  ରେଢାଖୋଲ ଓକିଲ ସଂଘ ଓ ଜନସାଧାରଣଙ୍କ ତରଫରୁ ଅଶେଷ ଧନ୍ୟବାଦ ପ୍ରଦାନ ସହ ବକ୍ତବ୍ୟ ପ୍ରଦାନ କରିଥିଲେ। ଉଦଘାଟନୀ ଅବସରରେ ଅତିରିକ୍ତ ଜିଲ୍ଲା ଓ ଦୌରାଜର୍ଜ ଦୀପ୍ତି ପ୍ରକାଶ ବ୍ରହ୍ମା, ସବ ଜର୍ଜ ଅପୂର୍ବା ଚୌଧୁରୀ, ଏସଡିଜେଏମ ଅଞ୍ଜଳି ମାଛଖଣ୍ଡ, ,ସମ୍ବଲପୁର କୋର୍ଟ ପରିଚାଳକ ଗୁରୁଜିତ ମିଶ୍ର, ସମ୍ବଲପୁର ଓକିଲ ସଂଘ ସଭାପତି ପ୍ରମୋଦ କୁମାର ରଥ, ବରିଷ୍ଠ ଆଇନଜୀବୀ ବିଜିତେନ୍ଦ୍ର ପ୍ରଧାନ, ଶିବ ପ୍ରସାଦ ପ୍ରଧାନ, ଶମ୍ଭୁ ପ୍ରଧାନ, ଆଇନଜୀବୀ ରାଜକିଶୋର ପ୍ରଧାନ, ସରକାରୀ ଓକିଲ ଅଶୋକ ସେନାପତି, ନାରାୟଣ ତ୍ରିପାଠୀ, ଜନକ ବାଘ, ଉପଜିଲ୍ଲାପାଳ ପରୀକ୍ଷିତ ସାହୁ, ତହସିଲଦାର ରୁବି ବେହେରା, ଓକିଲ ସଂଘ ସଦସ୍ୟ ଓ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ। ଶେଷରେ ରେଢାଖୋଲ ଓକିଲ ସଂଘ ସମ୍ପାଦକ ଉମାକାନ୍ତ ମହାନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like