-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||     

HOME   ଜିଲ୍ଲା

ଏକଅଜଣା ରୋଗରେ ପୀଡିତ ଦୁଲବ ବେଶ୍ରା ଙ୍କ ଦୁଃଖ ବୁଝିଲେ ସରକାର

20-Oct-2020



କଳାହାଣ୍ଡି/କୋକସରା (ତ୍ରିନାଥ ବେଶ୍ରା) କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଅନ୍ତର୍ଗତ କାଉଡୋଳା ଗ୍ରାମପଞ୍ଚାୟତ କାଉଡୋଳା ଗ୍ରାମର ,ତ୍ରିନାଥ ବେଶ୍ରା ଙ୍କ ମା - ଦୁଲବ ବେଶ୍ରା -ବୟସ -୬୦, ତାଙ୍କ ଗୋଟିଏ ଗୋଡ଼ରେ ଘା ହୋଇ ,ଗୋଡ଼ ଅଚଳ ହୋଇ ଯାଇଛି, ସେ ଏକ ଅଜଣା ରୋଗରେ ଆକ୍ରାନ୍ତ ହୋଇ ପ୍ରାୟ 3ବର୍ଷ ହେବ ଶଯ୍ୟାଶାୟୀ ହୋଇ ପଡି ରହିଥିଲେ

 । ଗତ କାଲି ଆମ ପ୍ରତିିନିଧି ତ୍ରିନାଥ ବେଶ୍ରା ତାଙ୍କ ଘରକୁ ଯାଇ ଆମ ଚେନାଲ ରେ ଖବର ପ୍ରସାରଣ କରାଯାଇଥିଲା ,ଯାହା ଫଳରେ ଚାରି ଘଣ୍ଟା ପରେ କୋକସରା ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଶ୍ରୀଯୁକ୍ତ - ତତ୍ତ୍ଵ ଦର୍ଶି ଦାସ,୧୦୮ ଆମ୍ବୁ ଲେନ୍ସ ସହ ତାଙ୍କ ମେଡିକାଲ ଟିମ୍ ପଠାଇ ,ଦୂଳବ ବେଶ୍ରା ଙ୍କୁ ସାଙ୍ଗେ ସାଙ୍ଗେ କୋକସରା ମେଡିକାଲ ଅଣାଯାଇ ଚିକିତ୍ସା କରାଯାଇଥିଲା ,ଘା ହୋଇଥିବା ସ୍ଥାନ ବହୁତ୍ ସାଙ୍ଗlତି କ ହୋଇ ଥିବାରୁ,ରୋଗୀ ଦୁଲବ୍ ବେଶ୍ରା ଙ୍କୁ କଳାହାଣ୍ଡି ମୁଖ୍ୟ ଚିକିତ୍ସା ଲୟ ଭବାନି ପାଟଣା କୁ ରେଫ ର କରିଥିଲେ , ସେଠାରେ ମଧ୍ୟ ଭଲ ଚିକିତ୍ସା କରାଯାଉଛି ବୋଲି ,ତାଙ୍କ ପୁଅ ତ୍ରିନାଥ ବେଶ୍ରା ଫୋନ୍ ମାଧ୍ୟ ମରେ ଆମ ପ୍ରତିନିଧି ଶହ ଯୋଗାଯୋଗ କରିଥିଲେ । 

 

 ଏହି ଦୁଃଖଦ ଘଟଣାରେ କୋକସରା ଗୋଷ୍ଟି ଉନ୍ନୟନ ଅଧିକାରୀ ଶ୍ରୀମତୀ ମନିଷା ଦାସ, ଶ୍ରୀଯୁକ୍ତ ଦୀପକ୍ କୁମାର୍ ବେହେରା ଦୁଃଖୀ ହୋଇ ସାମାଜିକ ସୁରକ୍ଷା ଯୋଜନାରେ ଅତିସିଗ୍ର ଭତା କରାଯିବ ବୋଲି ପ୍ରତି ଶୃତି ଦେଇଛନ୍ତିଓ କାଉ ଡୋଳା ସରପଞ୍ଚ ଶ୍ରୀମତୀ ଜମ୍ବୁବତି ସାହୁ ମଧ୍ୟ ସାହାଯ୍ୟ ସହଯୋଗ କରିବା ପାଇଁ କହିଛନ୍ତି l

   ଏବଂ କୋକସରା ମେଡିକାଲ ଟିମ୍, କୁ

ଗ୍ରାମ ବାସି ମାନେ ଧନ୍ୟବାଦ୍ ଦେଇ ,ଆମ ଚେନାଳ କୁ ମଧ୍ୟ ଧନ୍ୟବାଦ୍ ଦେଇଛନ୍ତି l

 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026

You Might Also Like