-+91-9937148622 |

prerana_bgr@rediffmail.com |

  Monday 27th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||      ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (26-Jul-2026)       ||      *୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||      ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   (26-Jul-2026)       ||      ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   (26-Jul-2026)       ||      ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   (25-Jul-2026)       ||      ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   (25-Jul-2026)       ||      ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          (25-Jul-2026)       ||      ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   (25-Jul-2026)       ||      ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   (25-Jul-2026)       ||     

HOME   ଦେଶ ବିଦେଶ

ଦିଲ୍ଲୀ ଏମସରେ ଭର୍ତ୍ତି ହେଲେ ସୁନ୍ଦରଗଡ ସାଂସଦ: ପୂର୍ବରୁ କରୋନାରେ ହୋଇଥିଲେ ସଂକ୍ରମିତ

27-Apr-2021



ନୂଆଦିଲ୍ଲୀ (ପ୍ରେରଣା ଖବର ବ୍ୟୁରୋ) : ଦିଲ୍ଲୀ ଏମସରେ ଭର୍ତ୍ତି ହେଲେ ବରିଷ୍ଠ ବିଜେପି ନେତା ତଥା ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ । ସୋମବାର ତାଙ୍କୁ ଅଧିକ ଚିକିତ୍ସା ପାଇଁ ସେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ଜୁଏଲ । ଗତକିଛି ଦିନ ତଳେ କରୋନାରେ ଆକ୍ରାନ୍ତ ହୋଇଥିଲେ ।

ଏପ୍ରିଲ ୨୪ ତାରିଖରେ ତାଙ୍କ ରିପୋର୍ଟ ପଜିଟିଭ୍ ଆସିବା ପରେ ହୋମ୍ ଆଇସୋଲେସନ୍ ଥିଲେ । ପରେ ଭୁବନେଶ୍ୱରରେ ଗୋଟିଏ ଦିନ ଚିକିତ୍ସା ହେବା ପରେ ଗତକାଲି ସେ ଦିଲ୍ଲୀ ଏମ୍ସ ଆସିଛନ୍ତି ଚିକିତ୍ସା ପାଇଁ । ସେ କହିଛନ୍ତି ଯେ, ଏବେ ସେ ସୁସ୍ଥ ଅଛନ୍ତି । ମୋ ସହକର୍ମୀ ଶୁଭେଚ୍ଛୁ ମାନଙ୍କୁ ମୋର ଅଶେଷ ଧନ୍ୟବାଦ । ଯେଉଁମାନେ ମୋ ପାଇଁ ପ୍ରାର୍ଥନା କରିଛନ୍ତି । ଖୁବଶୀଘ୍ର ମୁଁ ସୁସ୍ଥ ହୋଇ ଘରକୁ ଫେରିବି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026
  ଜିଲ୍ଲା  
*ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   26-Jul-2026
  ଜିଲ୍ଲା  
ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   26-Jul-2026
  ରାଜ୍ୟ  
ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ   26-Jul-2026
  ଜିଲ୍ଲା  
*ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   26-Jul-2026
  ଜିଲ୍ଲା  
ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   26-Jul-2026
  ଜିଲ୍ଲା  
ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   26-Jul-2026
  ଜିଲ୍ଲା  
ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   26-Jul-2026
  ଜିଲ୍ଲା  
*ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   26-Jul-2026
  ଜିଲ୍ଲା  
ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   26-Jul-2026
  ଜିଲ୍ଲା  
*୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   26-Jul-2026

You Might Also Like