-+91-9937148622 |

prerana_bgr@rediffmail.com |

  Monday 27th July 2026 |

| | | |

R.N.I. Regd No. ODIODI/2010/46693

Breaking News

ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||      ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (26-Jul-2026)       ||      *୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||      ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   (26-Jul-2026)       ||      ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   (26-Jul-2026)       ||      ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   (25-Jul-2026)       ||      ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   (25-Jul-2026)       ||      ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          (25-Jul-2026)       ||      ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   (25-Jul-2026)       ||     

HOME   ଜିଲ୍ଲା

କରୋନା ଟିକା ନେବା ପରେ ସଂକ୍ରମିତ ହେଲେ ଗୁରୁତ୍ତର ହେବେ ନାହିଁ: କୋଭିଡ୍ ପରାମର୍ଶଦାତା ଡ.ଜୟନ୍ତ ପଣ୍ଡା*

28-Apr-2021



ଭୁବନେଶ୍ୱର : (ଶୁଭାଶିଷ ନାୟକ)କରୋନା  ଟିକା ନେବା ପରେ ବି ସଂକ୍ରମିତ ହେବାର ଆଶଙ୍କା ରହିଛି । କିନ୍ତୁ ଏହି ସଂକ୍ରମଣ ଏତେଟା କ୍ଷତିକାରକ ହେବ ନାହିଁ   । ଟିକା ନେଇଥିବା ବ୍ୟକ୍ତିମାନେ  ସଂକ୍ରମିତ ହେଲେ ଗୁରୁତର ହେବାର ସମ୍ଭାବନା କମ ବୋଲି କହିଛନ୍ତି ରାଜ୍ୟ ସରକାରଙ୍କ କୋଭିଡ୍ ସଂପର୍କିତ ବୈଷୟିକ ପରାମର୍ଶଦାତା ଡ.ଜୟନ୍ତ ପଣ୍ଡା  ।
ଦେଶରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଡ.ଜୟନ୍ତ ପଣ୍ଡା କହିଛନ୍ତି, ଗତ ବର୍ଷ ତୁଳନାରେ ଦ୍ୱିତୀୟ ଲହରୀ ଅଧିକ ସଂକ୍ରାମକ ରହିଛି  । ପ୍ରଥମ ଲହର ତୁଳନାରେ ୨ୟ ଲହରରେ ସଂକ୍ରମଣ ସଂଖ୍ୟା ଅତ୍ୟଧିକ ରହିଛି  । ସବୁ ବର୍ଗର ଲୋକଙ୍କୁ ଏହି ଷ୍ଟ୍ରେନ ସଂକ୍ରମିତ କରୁଛି  । ଯୁବବର୍ଗ ଓ ଶିଶୁମାନଙ୍କୁ ମଧ୍ୟ ଏହା ସଂକ୍ରମିତ କରୁଛି  । ତେବେ ଆଶ୍ୱସ୍ତିର କଥା ହେଉଛି ମୃତ୍ୟୁ ହାର ଏପର୍ଯ୍ୟନ୍ତ ସୁଦ୍ଧା କମ ରହିଛି  ।
ସେ କହିଛନ୍ତି ଯେ ଏହି ମ୍ୟୁଟାଣ୍ଟ ଷ୍ଟ୍ରେନ ବାୟୁମଣ୍ଡଳରେ ଅଧିକ ସମୟ ରହୁଛି  । ଏଣୁ କାର ଭିତରେ, ଥିଲେ ବା ଘରେ ଥିଲେ ମଧ୍ୟ ସଂକ୍ରମିତ ହେବାର ସମ୍ଭାବନା ରହିଛି । ତେଣୁ ଘରେ ଅବା କାରରେ ଥିବା ବେଳେ  ବି ମାସ୍କ ପିନ୍ଧିବାକୁ ସେ ପରାମର୍ଶ ଦେଇଛନ୍ତି ।  ଯେଉଁମାନେ କପଡ଼ା ମାସ୍କ ପିନ୍ଧୁଛନ୍ତି ସେମାନେ ଡବଲ ମାସ୍କ ପିନ୍ଧିବା ଆବଶ୍ୟକ ବୋଲି ସେ କହିଛନ୍ତି  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026
  ଜିଲ୍ଲା  
*ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   26-Jul-2026
  ଜିଲ୍ଲା  
ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   26-Jul-2026
  ରାଜ୍ୟ  
ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ   26-Jul-2026
  ଜିଲ୍ଲା  
*ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   26-Jul-2026
  ଜିଲ୍ଲା  
ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   26-Jul-2026
  ଜିଲ୍ଲା  
ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   26-Jul-2026
  ଜିଲ୍ଲା  
ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   26-Jul-2026
  ଜିଲ୍ଲା  
*ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   26-Jul-2026
  ଜିଲ୍ଲା  
ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   26-Jul-2026

You Might Also Like