-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଲକ୍ଷେ ଲେଖାଁଏ ଦେଲେ ଅମର, ଶ୍ରୀମୟୀ*

28-Apr-2021



ଭୁବନେଶ୍ୱର: (ଶୁଭାଶିଷ ନାୟକ)ରାଜ୍ୟରେ ୧୮ରୁ ୪୪ ବର୍ଷ ବୟସ ଶ୍ରେଣୀର ୨ କୋଟି ଲୋକଙ୍କୁ ରାଜ୍ୟ ସରକାର ମାଗଣାରେ କୋଭିଡ୍ ଟିକା ପ୍ରଦାନ କରିବେ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି । ରାଜ୍ୟ ସରକାର ଏଥିପାଇଁ ୨ ହଜାର କୋଟି ଟଙ୍କା ଖର୍ଚ୍ଚ କରିବାକୁ ଲକ୍ଷ୍ୟ ରଖିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତିକୁ ସମର୍ଥନ ଜଣାଇ ମାଗଣା ଟିକାକରଣ ପ୍ରକ୍ରିୟା ସହଯୋଗର ହାତ ବଢ଼ାଇଛନ୍ତି ବିଜେଡି ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ ଏବଂ ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର । ଉଭୟେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଲକ୍ଷେ ଟଙ୍କା ଲେଖାଏଁ ଦାନ କରିଛନ୍ତି ।
ଏନେଇ ଶ୍ରୀ ପଟ୍ଟନାୟକ ଟ୍ୱିଟ୍ କରି କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣିଥରେ ସାଢେ଼ ଚାରିକୋଟି ଓଡ଼ିଆଙ୍କ ପରିବାରର ପ୍ରକୃତ ମୁରବୀ ଭାବେ ନିଜକୁ ପ୍ରମାଣିତ କରିଛନ୍ତି । ନିଜ ପରିବାରର ସୁରକ୍ଷା ପାଇଁ ପଦକ୍ଷେପ ନେଇ ସେ ଆମ ସମସ୍ତଙ୍କ ପାଇଁ ମାଗଣା ଟିକା ଘୋଷଣା କରିଛନ୍ତି । ତେବେ ଏଥିପାଇଁ ରାଜ୍ୟ ଅତିରିକ୍ତ ୨୦୦୦କୋଟିର ବୋଝ ସହିବ । ଏଣୁ ଜଣେ ଜଣେ ଗର୍ବିତ ଓଡ଼ିଆ ଭାବରେ ଆମେ ସହଯୋଗର ହାତ ବଢେଇବା ଦରକାର । ମୁଁ ସମସ୍ତଙ୍କୁ ଅନୁରୋଧ କରୁଛି ଆଗକୁ ଆସନ୍ତୁ, ବିଶେଷକରି ଯେଉଁମାନେ ଆର୍ଥôକ ଦୃଷ୍ଟିରୁ ବହୁତ ଭାଗ୍ୟଶାଳୀ ସେମାନେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରେ ସହଯୋଗ କରନ୍ତୁ ଏବଂ ଆମର ଗର୍ବିତ ରାଜ୍ୟ ଓଡିଶା ଏବଂ ସମସ୍ତ ଓଡ଼ିଆଙ୍କୁ ସାହାଯ୍ୟ କରନ୍ତୁ । ସେହିଭଳି ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ମିଶ୍ର ନିଜ ପ୍ରତିକ୍ରିୟାରେ ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତିକୁ ଐତିହାସିକ ବୋଲି କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like