-+91-9937148622 |

prerana_bgr@rediffmail.com |

  Wednesday 13th May 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଙ୍କୁ ମନେ ପକାଇଲେ ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ର ସଭ୍ୟସଭ୍ୟା    (13-May-2026)       ||      ସାଇଟ କଲେଜରେ ବିଶ୍ୱ ସେବିକା ଦିବସ ପାଳନ   (13-May-2026)       ||      କଟକ ସଦର ବ୍ଲକରେ ଅନ୍ତୋଦୟ ଯୋଜନାରେ ଅନିୟମିତତା    (13-May-2026)       ||      ଦୁଇ ଶିକାରୀ ଙ୍କୁ ଗିରଫ କରିବା ସହ ଦୁଇଟି ଦେଶୀ ବନ୍ଧୁକ ଜବତ   (12-May-2026)       ||      *ସୁବର୍ଣ୍ଣପୁର ଠାରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଉଦ୍ଘାଟନ*   (12-May-2026)       ||      *ସାମ୍ବାଦିକ ସଙ୍ଘ ତରଫରୁ ଡାବୁଗାଁ ଥାନା ନୂତନ ଆଇ.ଆଇ.ସିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା*   (12-May-2026)       ||      ସ୍ୱରାଜ ହସ୍ପିଟାଲ ଏବଂ ରିସର୍ଚ୍ଚ ଇନଷ୍ଟିଟ୍ୟୁଟରେ ଆନ୍ତର୍ଜାତୀୟ ନର୍ସ ଦିବସ ପାଳନ   (12-May-2026)       ||      ଶୋଭନୀୟ ଦେବ କନ୍ୟା ର ବିବାହ   (12-May-2026)       ||      ପୋଲିସ ପେଟ୍ରୋଳିଂ ବେଳେ ଗଞ୍ଜେଇ ଓ ସ୍କର୍ପିଓ ଜବତ୍   (12-May-2026)       ||      ବୌଦ୍ଧ ଜିଲ୍ଲାରେ ଶିକ୍ଷାର ଅଭ୍ୟୁଦୟ♦️ ସ୍ୱଳ୍ପ ଖର୍ଚରେ ଗୁଣାତ୍ମକ ଶିକ୍ଷା ପ୍ରଦାନର ଏକ ନିର୍ଭରଯୋଗ୍ୟ ପ୍ରତିଷ୍ଠାନ ଅଭ୍ୟୁଦୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ    (12-May-2026)       ||      ବଲାଙ୍ଗୀର: ଏମ୍.ସି.ଏଚ୍ ରେ ମାରୱାଡି ଯୁବାମଞ୍ଚ ପକ୍ଷରୁ ଥଣ୍ଡା ପାନୀୟ ଜଳ ମେସିନ୍ ସ୍ଥାପନ    (12-May-2026)       ||      ଟିଟିଲାଗଡ଼: ବଣିକ ସଂଘର ନିର୍ବାଚନ ଅନୁଷ୍ଠିତ    (12-May-2026)       ||      ଓଡ଼ିଆରେ ସରକାରୀ କାର୍ଯ୍ୟ ପାଇଁ ସୁବର୍ଣ୍ଣପୁରରେ ପ୍ରଶିକ୍ଷଣ ଶିବିର   (12-May-2026)       ||      *ଗୃହ ଗଣନା ରେ "ରେଡିଓ" ଶିକ୍ଷକ ମାନଙ୍କୁ ଆଶ୍ଚର୍ଯ୍ୟ କରିଛି ଓ ମୋ ବାପା ଙ୍କ ସ୍ମୃତି କୁ ଉଜ୍ଜୀବିତ କରିଛି*-   (12-May-2026)       ||      କଟକରେ ବୁଲିଲା ଖଣ୍ଡା, ୩ ଗୁରୁତର   (12-May-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ଯୁବମୋର୍ଚ୍ଚା ସଭାପତି ଚୟନ   (12-May-2026)       ||      ତିନି ଘରିଆ ନୂଆସାହି ରାସ୍ତା ଖାଲଖମା ଯାତାୟତ ବାଧାପ୍ରାପ୍ତ   (12-May-2026)       ||      ପୁଣି ଅଦିନିଆ ରଥଯାତ୍ରା। ଇସକନ ପକ୍ଷରୁ କରାଯାଇଛି ଏହି ରଥଯାତ୍ରା। ଦକ୍ଷିଣ ଆଫ୍ରିକା ଡର୍ବାନ ସହରରେ   (12-May-2026)       ||      ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ   (12-May-2026)       ||      ରାଜ୍ୟରେ ପେଟ୍ରୋଲ-ଡିଜେଲ ଅଭାବ ନାହିଁ: ଯୋଗାଣ ମନ୍ତ୍ରୀ   (12-May-2026)       ||     

HOME   ରାଜ୍ୟ

ରାଜ୍ୟରେ ଚିହ୍ନଟ ହେଲେ ରେକର୍ଡ ସଂଖ୍ୟକ କରୋନା ସଂକ୍ରମିତ, ଗତ ୨୪ଘଣ୍ଟାରେ ବାହାରିଲେ ୮୩୮୬ ପଜିଟିଭ୍‌

28-Apr-2021



ଭୁବନେଶ୍ବର(ପ୍ରେରଣା ଖବର ବ୍ୟୁରୋ): ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୮୩୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୨୮୫୧୫ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭୮୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୬୦୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୪୭ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦୨ଜଣ, ବରଗଡ଼ ଜିଲ୍ଲାରୁ ୨୫୭ଜଣ, ଭଦ୍ରକ ଜିଲ୍ଲାରୁ ୬୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୫୮ଜଣ, ବୌଦ୍ଧ ଜିଲ୍ଲାରୁ ୮୩ଜଣ, କଟକ ଜିଲ୍ଲାରୁ ୪୯୬ଜଣ, ଦେଓଗଡ଼ ଜିଲ୍ଲାରୁ ୬୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୧ଜଣ, ଗଜପତି ଜିଲ୍ଲାରୁ ୯୬ଜଣ, ଗଞ୍ଜାମ ଜିଲ୍ଲାରୁ ୨୦୯ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୯ଜଣ, ଯାଜପୁର ଜିଲ୍ଲାରୁ ୨୭୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୩୩ଜଣ, କଳାହାଣ୍ଡି ଜିଲ୍ଲାରୁ ୧୨୬ଜଣ, କନ୍ଧମାଳ ଜିଲ୍ଲାରୁ ୫୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୯ଜଣ, କେନ୍ଦୁଝର ଜିଲ୍ଲାରୁ ୧୭୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮୪୦ଜଣ, କୋରାପୁଟ ଜିଲ୍ଲାରୁ ୬୯ଜଣ, ମାଲକାନଗିରି ଜିଲ୍ଲାରୁ ୨୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୮୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୮୮ଜଣ, ନୟାଗଡ଼ ଜିଲ୍ଲାରୁ ୧୨୨ଜଣ, ନୂଆପଡ଼ା ଜିଲ୍ଲାରୁ ୨୩୩ଜଣ, ପୁରୀ ଜିଲ୍ଲାରୁ ୨୫୯ଜଣ, ରାୟଗଡ଼ା ଜିଲ୍ଲାରୁ ୭୫ଜଣ, ସମ୍ବଲପୁର ଜିଲ୍ଲାରୁ ୩୦୭ଜଣ, ସୋନପୁର ଜିଲ୍ଲାରୁ ୬୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୩୩ଜଣ, ଷ୍ଟେଟ୍‌ ପୁଲ୍‌ରୁ ୩୪୮ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୨୮୫୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୨୪୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୭୧୨୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୯୯୭୧୪୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

Covid-19 Report For 27th April

New Positive Cases: 8386
In quarantine: 4781
Local contacts: 3605

(Details of local contacts will be shared by concerned Dist Administration)

District Wise Cases:

1. Angul: 347
2. Balasore: 202
3. Bargarh: 257
4. Bhadrak: 67
5. Balangir: 358
6. Boudh: 83
7. Cuttack: 496
8. Deogarh: 61
9. Dhenkanal: 21
10. Gajapati: 96
11. Ganjam: 209
12. Jagatsinghpur: 129
13. Jajpur: 270
14. Jharsuguda: 433
15. Kalahandi: 126
16. Kandhamal: 53
17. Kendrapada: 49
18. Keonjhar: 175
19. Khurda: 1840
20. Koraput: 69
21. Malkangiri: 24
22. Mayurbhanj: 289
23. Nawarangpur: 388
24. Nayagarh: 122
25. Nuapada: 233
26. Puri: 259
27. Rayagada: 75
28. Sambalpur: 307
29. Sonepur: 67
30. Sundargarh: 933
31. State Pool: 348

New recoveries: 4089
Cumulative tested: 9997140
Positive: 428515
Recovered: 371200
Active cases: 55245


News Comment




Photo in News

Advertisment
Lastest News
  ରାଜ୍ୟ  
ମା ଙ୍କୁ ମନେ ପକାଇଲେ ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ର ସଭ୍ୟସଭ୍ୟା   13-May-2026
  ଜିଲ୍ଲା  
ସାଇଟ କଲେଜରେ ବିଶ୍ୱ ସେବିକା ଦିବସ ପାଳନ   13-May-2026
  ରାଜ୍ୟ  
କଟକ ସଦର ବ୍ଲକରେ ଅନ୍ତୋଦୟ ଯୋଜନାରେ ଅନିୟମିତତା   13-May-2026
  ଜିଲ୍ଲା  
ଦୁଇ ଶିକାରୀ ଙ୍କୁ ଗିରଫ କରିବା ସହ ଦୁଇଟି ଦେଶୀ ବନ୍ଧୁକ ଜବତ   12-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଉଦ୍ଘାଟନ*   12-May-2026
  ଜିଲ୍ଲା  
*ସାମ୍ବାଦିକ ସଙ୍ଘ ତରଫରୁ ଡାବୁଗାଁ ଥାନା ନୂତନ ଆଇ.ଆଇ.ସିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା*   12-May-2026
  ଜିଲ୍ଲା  
ସ୍ୱରାଜ ହସ୍ପିଟାଲ ଏବଂ ରିସର୍ଚ୍ଚ ଇନଷ୍ଟିଟ୍ୟୁଟରେ ଆନ୍ତର୍ଜାତୀୟ ନର୍ସ ଦିବସ ପାଳନ   12-May-2026
  ଜିଲ୍ଲା  
ଶୋଭନୀୟ ଦେବ କନ୍ୟା ର ବିବାହ   12-May-2026
  ଜିଲ୍ଲା  
ପୋଲିସ ପେଟ୍ରୋଳିଂ ବେଳେ ଗଞ୍ଜେଇ ଓ ସ୍କର୍ପିଓ ଜବତ୍   12-May-2026
  ଜିଲ୍ଲା  
ବୌଦ୍ଧ ଜିଲ୍ଲାରେ ଶିକ୍ଷାର ଅଭ୍ୟୁଦୟ♦️ ସ୍ୱଳ୍ପ ଖର୍ଚରେ ଗୁଣାତ୍ମକ ଶିକ୍ଷା ପ୍ରଦାନର ଏକ ନିର୍ଭରଯୋଗ୍ୟ ପ୍ରତିଷ୍ଠାନ ଅଭ୍ୟୁଦୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ   12-May-2026
  ଜିଲ୍ଲା  
ବଲାଙ୍ଗୀର: ଏମ୍.ସି.ଏଚ୍ ରେ ମାରୱାଡି ଯୁବାମଞ୍ଚ ପକ୍ଷରୁ ଥଣ୍ଡା ପାନୀୟ ଜଳ ମେସିନ୍ ସ୍ଥାପନ    12-May-2026
  ଜିଲ୍ଲା  
ଟିଟିଲାଗଡ଼: ବଣିକ ସଂଘର ନିର୍ବାଚନ ଅନୁଷ୍ଠିତ   12-May-2026

You Might Also Like