-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଦେଶ ବିଦେଶ

ସଂକ୍ରମଣର ରେକର୍ଡ : ୨୪ ଘଣ୍ଟାରେ ୩୦୦୦ ଟପିଲା ମୃତ୍ୟୁସଂଖ୍ୟା, ୩ ଲକ୍ଷ ୬୦ହଜାରରୁ ଅଧିକ ପଜିଟିଭ୍

28-Apr-2021



ନୂଆଦିଲ୍ଲୀ,(ପ୍ରେରଣା ଖବର ବ୍ୟୁରୋ) ସାରା ଦେଶରେ ସ୍ଥିତି ଅସମ୍ଭାଳ । ହହୁ ହୋଇ ବଢିବାରେ ଲାଗିଛି ଦୈନିକ କରୋନା ସଂକ୍ରମଣ । ଆକ୍ରାନ୍ତ ସହ ମୃତ୍ୟୁ ସଂଖ୍ୟାରେ ବି ବ୍ରେକ୍ ଲାଗୁନି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୬୦ ହଜାର ୯୬୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୨୯୩ ଲୋକଙ୍କ ଜୀବନ ନେଇଛି ମହାମାରୀ ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩ ଲକ୍ଷ ୬୦ ହଜାର ୯୬୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୨୯୩ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୭୯ ଲକ୍ଷ ୯୭ହଜାର ୨୭୬ରେ ପହଞ୍ଚିଛି।

India reports 3,60,960 new #COVID19 cases, 3293 deaths and 2,61,162 discharges in the last 24 hours, as per Union Health Ministry 

Total cases: 1,79,97,267
Total recoveries: 1,48,17,371 
Death toll: 2,01,187 
Active cases: 29,78,709   

Total vaccination: 14,78,27,367


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like