-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||     

HOME   ଜିଲ୍ଲା

ପାଣି ପାଇଁ ଟାୟାର ଜାଳି ରାସ୍ତାରୋକ କଲେ ମହିଳା

28-Apr-2021



ବୌଦ୍ଧ(ଶ୍ରୀବନ୍ତ ମେହେର)- ବୌଦ୍ଧଜିଲ୍ଲା ଗ୍ରୀଷ୍ମ ପ୍ରବାହରେ ରାଜ୍ୟରେ ରେକର୍ଡ କରିଥିବାବେଳେ ଜିଲ୍ଲାର ସମସ୍ତ ଅଞ୍ଚଳରେ ଜଳାଭାବ ପରିଲକ୍ଷିତ ହେଉଛି । ପୋଖରୀ ଗାଡିଆ ଓ କୂଅଗୁଡିକ ଶୁଖିଲା ହୋଇ ସାରିଥିବାବେଳେ ନଳକୂପ ଗୁଡିକର ମରାମତି ଅଭାବରୁ ଲୋକେ ପିଇବା ପାଣି ପାଇଁ ଡହଳ ବିକଳ ହେଉଛନ୍ତି । ଆଜି ପିଇବାପାଣି ପାଇଁ ହରଭଙ୍ଗା ବ୍ଲକ ଧଳପୁର ପଞ୍ଚାୟତ ୭ନଂ ୱାର୍ଡର ମହିଳା ଓ ଜନସାଧାରଣ ପ୍ରତିବାଦ କରି ରାସ୍ତାକୁ ଓହ୍ଲାଇଛନ୍ତି । ଆଜି ସକାଳ ପ୍ରାୟ ୧୦ ଘଣ୍ଟା ସମୟରେ ମହିଳା ମାନେ ଧଳପୁର୍‌ – ପୁରୁଣା କଟକ ପୂର୍ତ୍ତବିଭାଗ ରାସ୍ତାରେ ଗରା ବାଲଟି ଧରି ଅବରୋଧ କରିଥିବା ଦେଖିବାକୁ ମିଳିଛି ।  ସାହିର ନଳକୂପଟି ଦୀର୍ଘ ଦିନ ହେଲା ଅଚଳ ହୋଇଯାଇଛି । ତାକୁ ମରାମତି କରିବା ପାଇଁ ବାରମ୍ବାର ଅଭିଯୋଗ କରାଯାଇଥିଲେ ମଧ୍ୟ ଗ୍ରାମ ପଞ୍ଚାୟତ କର୍ତ୍ତୃପକ୍ଷ ଦୃଷ୍ଟି ଦେଇନଥିଲେ । ସେହିପରି ଗ୍ରାମର ବିଭିନ୍ନ ୱାର୍ଡକୁ ପାଇପ ଯୋଗେ ଜଳ ଯୋଗାଣ ବ୍ୟବସ୍ଥା ଥିବାବେଳେ ଉଦେଶ୍ୟ ମୂଳକ ଭାବେ ସେମାନଙ୍କୁ ଏଥିରୁ ବଞ୍ଚିତ କରାଯାଇଥିବା ଅଭିଯୋଗ କରି ଉତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଥିଲେ। ପରେ ଘଟଣା ସ୍ଥଳରେ ହରଭଙ୍ଗା ବିଡିଓ ନୀଳକଣ୍ଠ ବେହେରା ପହଂଚି ତୁରନ୍ତ ନଳକୂପ ମରାମତି କରାଇବା ସହ ଆସନ୍ତା ୧୫ଦିନ ମଧ୍ୟରେ ସେହି ବସତି କୁ ପାଇପ ସଂଯୋଗ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ରାସ୍ତା ରୋକ ହଟିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026

You Might Also Like