-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ନିଷ୍ଠା ପରିବାର ଓ ମାଲିପାଲି ଗ୍ରାମବାସୀଙ୍କ ମିଳିତ ଉଦ୍ୟମରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର

28-Apr-2021



ବରଗଡ଼ (ମୁକୁନ୍ଦ ଦାସ): ନିଷ୍ଠା ପରିବାର ତରଫରୁ ଗତକାଲି ସ୍ଥାନୀୟ ମାଲିପାଲି,ଫୁଟବଲ ପଡିଆ ଠାରେ ଏକ ସ୍ଵେଚ୍ଛାକୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି l
କରୋନା ମହାମାରୀର ଦ୍ବିତୀୟ ଲହରରେ  ରକ୍ତର ଅଭାବକୁ କିଛିକାଂଶରେ ଦୂର କରିବା ପାଇଁ ନିଷ୍ଠା ପରିବାର ର ପ୍ରୟାସ ଜାରି ରହିଛି l ବରଗଡ ର ବିଶିଷ୍ଟ ସମାଜସେବୀ ଡାକ୍ତର ଦମ୍ପତ୍ତି ଡାକ୍ତର ରାଜେଶ ତ୍ରିପାଠୀ ଓ ଡାକ୍ତର ସୁସ୍ମିତା ତ୍ରିପାଠୀ ମୁଖ୍ଯ ଅତିଥି ଭାବରେ ଯୋଗଦେଇ ଫିତାକାଟି ଶିବିର କୁ ଉଦ୍ଘାଟନ କରିଥିଲେ। ବରଗଡ ରକ୍ତ ଭଣ୍ଡାର ଦ୍ବାରା ସର୍ବମୋଟ ୫୨ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା।କରୋନା ଟୀକା ନେବା ପୁର୍ବ ରୁ ରକ୍ତଦାନ କରିବା ପାଇଁ ଯୁବ ଗୋଷ୍ଠୀଙ୍କୁ ସଚେତନ କରିଥିଲା ଟିମ୍ ନିଷ୍ଠା। ଏହି ଶିବିର କୁ ନିଷ୍ଠା ପରିବାର ର ସଭାପତି ରକ୍ଷପାଲ ସାହୁ,ସମ୍ପାଦକ ଅଶ୍ବିନୀ ତ୍ରିପାଠୀ ,କୋଷାଧକ୍ଷ ଶ୍ୟାମ ସୁନ୍ଦର ସାହୁ ଏବଂ ସଦସ୍ଯ ଆଦିତ୍ଯ ସାହୁ,ଗିରି ପ୍ରଧାନ,ନରୋତ୍ତମ ଭୋଇ,ବିଜୟ ପ୍ରଧାନ, ପଦ୍ମଲୋଚନ ମଲ୍ଲିକ,ଚିତ୍ରସେନ ପ୍ରଧାନ,ସଂଜୀବ ସାହୁ,ଭଜମନ ଭୋଇ ପ୍ରମୁଖ ପରିଚାଳନା କରିଥିଲେ।ସମସ୍ତ ରକ୍ତ ଦାତା ମାନଙ୍କୁ ନିଷ୍ଠା ପରିବାର ତରଫରୁ ଧନ୍ୟବାଦ ଜ୍ଞାପନ କରାଯାଇଛି l ଦୀର୍ଘ ଦଶ ବର୍ଷ ଧରି ଅସହାୟଙ୍କ ସେବାରେ ଉତ୍ସର୍ଗୀକୃତ   ନିଷ୍ଠା ପରିବାର ସମଗ୍ର ବରଗଡ଼ ଜିଲ୍ଲାରେ ନିଜର ଏକ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like