-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ରାଜ୍ୟ

ଜନ୍ମଜୟନ୍ତୀ ରେ ମନେପଡ଼ନ୍ତି ମଧୁବାବୁ

28-Apr-2021



ସାଲେପୁର:ଉତ୍କଳଗୌରବ ମଧୁସୂଦନ ଦାସ ୧୮୪୮ମସିହା ଏପ୍ରିଲ ୨୮ତାରିଖ କଟକ ଜିଲ୍ଲାର ସତ୍ୟଭାମାପୁର ଗ୍ରାମରେ ଜନ୍ମଗ୍ରହଣ କରିଥିଲେ।ତାଙ୍କର ପିତାଙ୍କ ନାମ ରଘୁନାଥ ଦାସ ଓ ମାତାଙ୍କ ନାମ ପାର୍ବତୀ ଦେବୀ।ମଧୁବାବୁ ଙ୍କ ମାତୃପିତୃଦତ୍ତ ନାମ ଥିଲା ଗୋବିନ୍ଦ ବହ୍ଲଭ।ସେ ଗୃହର  ଜ୍ୟେଷ୍ଠପୁତ୍ର ଥିଲେ।ସେ ଗାଁ ଚାଟଶାଳୀରେ ସ୍କୁଲଶିକ୍ଷା ଶେଷକରି କଟକ ହାଇସ୍କୁଲ ରୁ ମାଟ୍ରିକଲେସନ ପରୀକ୍ଷା ରେ କୃତକାର୍ଯ୍ୟ ହେଲେ।ଏହା ପରେ ପରେ ବାଲେଶ୍ଵର ରେ ତାଙ୍କୁ ଏକ କିରାଣୀ ଚାକିରୀ ମିଳିଥିଲା।ମାତ୍ର ମଧୁବାବୁ ଥିଲେ ଉଚ୍ଚାଭିଳାଶି।ଏହି କିରାଣୀ ଚାକିରୀରେ ତାଙ୍କର ଅସୀମ ଜ୍ଞାନଲିପ୍ସା ଚରିତାର୍ଥ ହେଲାନାହିଁ।ଫଳରେ ଉଚ୍ଚଶିକ୍ଷା ଲାଭଆଶାରେ ସେ କଲିକତାଚାଲି ଆସିଲେ।କଲିକତାରେ ବଙ୍ଗୀୟ ଖ୍ରୀଷ୍ଟିଆନ ପାଦ୍ରୀ ଅମ୍ବିକା ପ୍ରସାଦ ହଜରାଙ୍କ ପ୍ରେରଣା ଓ ସହାୟତା ରେ ସେ କଲିକତାବିଶ୍ୱବିଦ୍ୟାଳୟ ରୁ ଏମ.ଏ ପାସ କରିଥିଲେ।ପାସକଲାପରେ ସେ କଲିକତା ର ବିଭିନ୍ନ ସ୍କୁଲ ରେ ଶିକ୍ଷକତା କରି ଅବଶେଷ ରେ ସେ ଶ୍ରୀରାମପୁର କଲେଜ ରେ ଅଧ୍ୟାପକ ଭାବରେ ଯୋଗଦାନ କରିଥିଲେ।ବିଭିନ୍ନ ବିଷୟରେ ତାଙ୍କର ଗଭୀରପାଣ୍ଡିତ୍ୟଥିଲା।ଏହି ସମୟରେ ସେ କଲିକତା ବିଶ୍ୱବିଦ୍ୟାଳୟ ରୁ ଓକିଲାତି ମଧ୍ୟପାସ କଲେ।
ଅମ୍ବିକା ପ୍ରସାଦ ଓ ତାଙ୍କର ପତ୍ନୀ ଙ୍କ ମୃତ୍ୟୁ ପରେ ସେମାନଙ୍କ ପିଲାମାନଙ୍କ ର ଭାର ମଧୁବାବୁଙ୍କ ଉପରେ ନ୍ୟସ୍ତଥିଲା।ବିଶେଷ କରି   
ଶୈଳବାଳା ଏବଂ ସୁଧାଂଶୁବାଳା ନାମ୍ନୀ ଦୁଇଟି କନ୍ୟା ଙ୍କୁ ସେନିଜର କନ୍ୟାରୂପେ ଆଜୀବନ ପାଳନ କରିଥିଲେ। ସେହି ପାଳିତାକନ୍ୟା ଙ୍କ ନାମାନୁ ସାରେ କଟକରେ ଶୈଳବାଳା ମହିଳା ମହାବିଦ୍ୟାଳୟ ସ୍ଥାପିତହୋଇଛି।ତାହାଥିଲା ମଧୁବାବୁ ଙ୍କ ବାସଗୃହ।
ଅମ୍ବିକା ପ୍ରସାଦ ହାଜରା ଙ୍କ ପିଲାମାନଙ୍କର ଦାଇତ୍ୱ କେବଳ ସେ ବହନ କରିଥିଲେ ତାହାନୁହେଁ କଲିକତାରେ ବାସକରୁଥିବା ଓଡ଼ିଆ ମାନଙ୍କ ପାଇଁ ନଶ୍ୟ ବିଦ୍ୟାଳୟ ସ୍ଥାପନ କରିଥିଲେ।ପୁରୀ ଜଗନ୍ନାଥ ମନ୍ଦିର ଭାର ଇଂରେଜ ସରକାର ନେବାକୁ ଉଦ୍ୟମ କରୁଥିଲା ବେଳେ ତାହା ସେ କରାଇଦେଇ ନଥିଲେ।ଉତ୍କଳ   ସମିଳନୀ ପ୍ରତିଷ୍ଠା ମାଧ୍ୟମରେ ଓଡ଼ିଶାର ଅଗଣିତ ଭାଇ ଭଉଣୀଙ୍କୁ ଏହି ସମିଳନୀ ମାଧ୍ୟମରେ ଆହ୍ୱାନ ଦେଇ ମଧୁସୂଦ ଲେଖିଲେ------
  ଏହି ସମ୍ମିଳନୀ ଜାତି ପ୍ରାଣ ସିନ୍ଧୁ
କୋଟିପ୍ରାଣ ବିନ୍ଧୁ ଧରେ
ତୋର ପ୍ରାଣବିନ୍ଦୁ ମିଶାଇ ଦେ ଭାଇ।
ଡେଇଁପଡି ସିନ୍ଧୁ ନିରେ।।

କଟକ ରେ ତାରକସି କାମର ଉନ୍ନତି ଏଇ ମଧୁସୂଦନ ଙ୍କ ପ୍ରଚେଷ୍ଟା ର ଫଳ।ଉତ୍କଳ ଟାନେରୀ ଜୋତାକାରଖାନା ପାଇଁ ସେ କ୍ଷତିଗ୍ରସ୍ତ ହୋଇଥିଲେ ସତ,ହେଲେ ଅର୍ଥାଭାବ ଦୃଷ୍ଟି ରୁ ସେନିଜର ଆତ୍ମ ସନମାନ ହରାଇ ନାହାଁନ୍ତି। ସେ ସଦାସର୍ବଦା କହୁଥିଲେ,
"ଆଲୋ ସଖି,ଆପଣାମହତ ଆପେରଖି,,
୧୯୪୩ମସିହା ଫେବୃଆରୀ ମାସ ୪ ତାରିଖରେ ସେ ଇହଲୀଳା ସମ୍ବରଣ କରିଥିଲେ।କଟକ ମହାନଦୀ ତଟବର୍ତ୍ତି ଗୋରକବର ହତାମଧ୍ୟରେ ତାଙ୍କର ନଶ୍ୱର ଦେହକୁ କବରଦିଆଗଲା।ସେ ଖ୍ରୀଷ୍ଟଧର୍ମ ରେ ଦୀକ୍ଷିତ ହୋଇଥିବା କାରଣରୁ ତାଙ୍କୁ କବର ଦିଆଯାଇଥିଲା।

କରୋନା ପ୍ରଭାବ ରେ ମଧୁବାବୁଙ୍କ ର ଜନ୍ମ ଜୟନ୍ତୀ ବାରମ୍ବାର ବାଧାପ୍ରାପ୍ତ ହେଉଛି ସତ କିନ୍ତୁ ଓଡ଼ିଆ ବାସୀ ଓ ଓଡ଼ିଆ ଭାଷୀ ଙ୍କ ପ୍ରତି ରହିଥିବା ତାଙ୍କର ମହାନ ତ୍ୟାଗ ଓ ଆଦର୍ଶ ରେ ଅମ୍ଳାନ ରହିବ। (ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like