-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||     

HOME   ରାଜ୍ୟ

ରାଜ୍ୟରେ ୬ହଜାର ଉପରେ ଦୈନିକ ସଂକ୍ରମଣ, ଗତ ୨୪ଘଣ୍ଟାରେ ବାହାରିଲେ ୬୯୯୮ ପଜିଟିଭ୍‌

29-Apr-2021



ଭୁବନେଶ୍ବର(ପ୍ରେରଣା ଖବର ବ୍ୟୁରୋ) ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୬୯୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୩୫୫୧୩ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦୫୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୯୪୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୩୫୫୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୭୭୧୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୭୫୭୨୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୦୪୧୨୦୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

Covid-19 Report For 28th April

New Positive Cases: 6998
In quarantine: 4054
Local contacts: 2944

(Details of local contacts will be shared by concerned Dist Administration)

District Wise Cases:

1. Angul: 325
2. Balasore: 97
3. Bargarh: 330
4. Bhadrak: 91
5. Balangir: 236
6. Boudh: 65
7. Cuttack: 517
8. Deogarh: 74
9. Dhenkanal: 22
10. Gajapati: 121
11. Ganjam: 128
12. Jagatsinghpur: 104
13. Jajpur: 226
14. Jharsuguda: 396
15. Kalahandi: 292
16. Kandhamal: 45
17. Kendrapada: 77
18. Keonjhar: 160
19. Khurda: 919
20. Koraput: 57
21. Malkangiri: 30
22. Mayurbhanj: 308
23. Nawarangpur: 255
24. Nayagarh: 121
25. Nuapada: 420
26. Puri: 288
27. Rayagada: 181
28. Sambalpur: 323
29. Sonepur: 131
30. Sundargarh: 474
31. State Pool: 185

New recoveries: 4521
Cumulative tested: 10041204
Positive: 435513
Recovered: 375721
Active cases: 57710


News Comment




Photo in News

Advertisment
Lastest News
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026

You Might Also Like