-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||     

HOME   ରାଜ୍ୟ

ବିଜାପୁରରୁ ଅପହୃତ ପୋଲିସ ଏସଆଇ ମୁରଲୀ ତାତିଙ୍କୁ ହତ୍ୟା କଲେ ମାଓବାଦୀ

29-Apr-2021



ମାଲକାନଗିରି,(ପ୍ରେରଣା ଖବର ବ୍ୟୁରୋ) : ପୁଣିଥରେ ମାଓବାଦୀଙ୍କ ବର୍ବର କାଣ୍ଡ ଦେଖିବାକୁ ମିଳିଛି। ପ୍ରଥମେ ପୋଲିସ୍‌ ଏସ୍‌ଆଇଙ୍କୁ ଅପହରଣ ଓ ପରେ ମାଓବାଦୀମାନେ ତାଙ୍କୁ ହତ୍ୟା କରିଥିବା ଖବର ସାମ୍ନାକୁ ଆସିଛି। ମାଓବାଦୀଙ୍କ ଦ୍ୱାରା ଅପହୃତ ପୋଲିସ୍‌ ଏସ୍‌ଆଇ ମୁରଲୀ ତାତିଙ୍କୁ ମାଓବାଦୀମାନେ ହତ୍ୟା କରିଥିବା ସୂଚନା ମିଳିଛି। ଛତିଶଗଡ଼ ବିଜାପୁର କୁସୁମପାରା ନିକଟରେ ମୁରଲୀ ତାତିଙ୍କ ମୃତଦେହ ଉଦ୍ଧାର ହୋଇଛି।

ଏସ୍‌ଆଇଙ୍କୁ ହତ୍ୟା ପରେ ମାଓବାଦୀମାନେ ପ୍ରେସ୍‌ନୋଟ୍‌ ଜାରି କରିଛନ୍ତି।  ଏସ୍‌ଆଇ ମୁରଲୀଙ୍କୁ ପିଏଲ୍‌ଜିଏ ଦ୍ୱାରା ହତ୍ୟା କରାଯାଇଥିବା ସ୍ପଷ୍ଟ କରାଯାଇଛି। ପ୍ରେସ୍‌ନୋଟ୍‌ରେ ମାଓବାଦୀମାନେ ଉଲ୍ଲେଖ କରିଛନ୍ତି, ମାଓ ସଙ୍ଗଠନକୁ ଦମନ ପାଇଁ ଡିଆର୍‌ଜିରେ ମୁରଲୀ ତାତି ସାମିଲ ହୋଇ ଅନେକ କ୍ଷତି ପହଞ୍ଚାଇ ଥିଲେ। ତେଣୁ ପ୍ରଜକୋର୍ଟରେ ତାଙ୍କୁ ମୃତ୍ୟୁ ଦଣ୍ଡ ଦିଆଯାଇଛି। ଏସ୍‌ଆଇଙ୍କୁ ହତ୍ୟା ପରେ ମାଓବାଦୀମାନେ କୁସୁମପାରା ନିକଟରେ ତାଙ୍କ ମୃତଦେହ ଛାଡ଼ି ଚାଲି ଯାଇଥିଲେ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026

You Might Also Like