-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଜୁନିୟର ରେଡକ୍ରସ ତରଫରୁ କରୋନା ସଚେତନତା ସହ ହାଇଜେନିକ କିଟ୍ ବଣ୍ଟନ

29-Apr-2021



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର)- ଜିଲ୍ଲା ଜୁନିୟର ରେଡକ୍ରସ ତରଫରୁ କୋଭିଡ୍ -୧୯ ଗାଇଡଲାଇନ ଅନୁପାଦନ କରି ଆଗଲପୁର ବ୍ଲକ ଅନ୍ତର୍ଗତ ସାଲେଭଟା ଗ୍ରାମରେ କରୋନା ସଚେତନତା କାର୍ଯ୍ୟକ୍ରମ ସହ ହାଇଜେନିକ କିଟ୍‌, ମାକ୍ସ, ସାବୁନ, ଶୁଖିଲା ଖାଦ୍ୟ ଆଦି ବଣ୍ଟନ କରାଯାଇଥିଲା । ଜିଲ୍ଲା ଶିକ୍ଷାଧିକାରୀ ଧ୍ରୁବଚରଣ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧନା  ଓ ଜିଲ୍ଲା ଜୁନିୟର ରେଡକ୍ରସ ସଂପାଦକ ଜ୍ୟୋତି ପ୍ରସାଦ ପରିଡା ଉପସ୍ଥିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଆଗଲପୁର ବ୍ଲକ ଶିକ୍ଷାଧିକାରୀ ସୁଶ୍ରୀ ମଞ୍ଜୁଲତା ଭୋଇ ଓ ସମ୍ମାନିତ ଅତିଥି ଭାବରେ ସୋନପୁର ଜିଲ୍ଲା ଜୁନିୟର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ଯୋଗ ଦେଇଥିଲେ । ଜିଲ୍ଲାରେ ପ୍ରତିଦିନ କରୋନା ସଂକ୍ରମଣ ହାର ବୃଦ୍ଧି ପାଉଛି । ଲୋକମାନେ ଭୟଭିତ

ନ ହୋଇ ସତର୍କତାମୂଳକ ପଦକ୍ଷେପ ସ୍ୱରୁପ ସାମାଜିକ ଦୂରତା ବଜାୟ ରଖିବା, ହାତକୁ ବାରମ୍ବାର ଧୋଇବା, ମାକ୍ସ ପରିଧାନ କରିବା ପାଇଁ ମୁଖ୍ୟ ଅତିଥି ସୁଶ୍ରୀଭୋଇ ମତପ୍ରକାଶ କରିଥିଲେ । ହାତଧୁଆର ଛଅଟି ସୋପାନକୁ ସାଧନକର୍ମୀମାନେ ପ୍ରଦର୍ଶନ କରି ଲୋକମାନଙ୍କୁ ବୁଝାଇଥିଲେ । ଏହି ଅବସରରେ ଭାରତ ରେଡକ୍ରସ ସୋସାଇଟି ଓଡିଶା ଶାଖା ତରଫରୁ ଯୋଗାଇ ଦିଆଯାଇଥିବା ହାଇଜେନିକ୍ କିଟ୍‌, ମାକ୍ସ, ସାବୁନ ଓ ସାଲେଭଟା ଜୁନିୟର ରେଡକ୍ରସ ୟୁନିଟ ତରଫରୁ ଶୁଖିଲା ଖାଦ୍ୟ ଭାବରେ ଚୁଡା ଓ ବିସ୍କୁଟ ସାଲେଭଟା ଗ୍ରାମର ଆର୍ଥିକ ଅନଗ୍ରସର ପରିବାରଙ୍କୁ ଜୁନିୟର ରେଡକ୍ରସ କର୍ମକର୍ତ୍ତା ଦ୍ୱାରା ବଣ୍ଟନ କରାଯାଇଥିଲା । କାର୍ଯ୍ୟକ୍ରମକୁ ଜିଲ୍ଲା ଜୁନିୟର ରେଡକ୍ରସ ଅଫିସର ସୁବାଷ ଚନ୍ଦ୍ର ପଟେଲ ଓ ସରକାରୀ

ପ୍ରାଥମିକ ବିଦ୍ୟାଳୟ ସାଲେଭଟା ପ୍ରଧାନ ଶିକ୍ଷକ ତଥା ଜୁନିୟର ରେଡକ୍ରସ କାଉନସଲର ଦୁର୍ଯ୍ୟୋଧନ ପଶାୟତ ମିଳିତ ଭାବରେ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ ସିଆରସିସି ସଦାନନ୍ଦ ଭୋଇ, ଶିକ୍ଷୟତ୍ରୀ ସୁଶ୍ରୀ ଧରିତ୍ରୀ ସାହୁ, ଅଳକା ପଣ୍ଡା, କୁନ୍ତି ପ୍ରଧାନ, ଗୁରୁବାରି ପ୍ରଧାନ, ସିତୟା ପ୍ରଧାନ, କାଞ୍ଚନ ହୋତା, ଶିକ୍ଷକ ଗୋବିନ୍ଦ ସାହୁ, ଦଶରଥ ପଟେଲ, ନେତ୍ର ସାହୁ, ଅଙ୍ଗନୱାଡି କର୍ମୀ ଲିଲି ରଣା, ଏସ୍‌ଏମ୍‌ସି ସଭ୍ୟ ଟୀମା ମେହେର, ବନୀତା ଗୁରୁ ଉପସ୍ଥିତ ଥିଲେ । ସାଧନକର୍ମୀ ବିକାଶ ରଂଜନ ସାହୁ ଉଦ୍ଦେଶ୍ୟ ଜ୍ଞାପନ କରିଥିବା ବେଳେ କାଉନସିଲର ରାମ ନାରାୟଣ ଦାଶ ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like