-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଓବିସି ଗଣନା ପାଇଁ କେନ୍ଦ୍ର ଗୃହ ମନ୍ତ୍ରୀ ଙ୍କୁ ଆଗଲପୁର ତହସିଲଦାର ଜରିଆରେ ଦାବିପତ୍ର ପ୍ରଦାନ   (15-May-2026)       ||      ଆମ୍ବୁଲାନ୍ସରୁ ତେଲ ସରି ଯିବାରୁ ରୋଗୀ ମୃତ   (15-May-2026)       ||      ଗଣମାଧ୍ୟମରେ ବାରମ୍ବାର ପ୍ରକାଶ ପରେ ଚାଷୀଙ୍କୁ ମିଳିଲା ନ୍ୟାୟ”   (15-May-2026)       ||      *ସୁବର୍ଣ୍ଣପୁର ମେଡିକାଲ୍ ଓ ସୋନପୁର ବ୍ଳକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଚଢ଼ାଉ ଓ ଜରିମାନା ଆଦାୟ*-   (15-May-2026)       ||      ନୂତନ ସମ୍ବଲପୁର”ର ଗଠନ ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ*    (15-May-2026)       ||      ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   (15-May-2026)       ||      ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   (15-May-2026)       ||      ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||     

HOME   

30-Nov--0001



ବଲାଙ୍ଗୀର,(ପ୍ରେରଣା ଖବର):ବଲାଙ୍ଗୀର ଜିଲ୍ଲା ର ପଟଣାଗଡ଼ ଅତିରିକ୍ତ ଆରକ୍ଷୀ ଅଧିକାରୀ ଭାବେ ଜୋତିର୍ମୟୀ ଭୁକ୍ତା ଯୋଗ ଦାନ କରିଥିବା ସୂଚନା ପ୍ରଦାନ କରାଯାଇଛି । ଏହି ଆରକ୍ଷୀ ଅଧିକ୍ଷକ ଭାବେ ସୁରେଶ ନାଏକ  କାର୍ଯ୍ୟରତ ଥିଲେ । ଗତ ୨୬ ତାରିଖ ରେ ସେ ଦାୟିତ୍ୱ ଗ୍ରହଣ କରିଥିଲେ । ସେହିପରି ବଲାଙ୍ଗୀର ଜିଲ୍ଲାର ସଇଁତଲା ଥାନା ଅଧିକାରୀ ଭାବେ ସଂଗ୍ରାମ

କେଶରୀ ପଟ୍ଟନାୟକ ଯୋଗଦାନ କରିଛନ୍ତି । ପୂର୍ବରୁ ଥାନା ଅଧିକାରୀ ଭାବେ କାର୍ଯ୍ୟରତ ଥିବା ବରଣୀ ଦାସ ଙ୍କୁ ଲରମ୍ଭା ଥାନା କୁ ବଦଳି କରାଯାଇଛି । ଶ୍ରୀ ସଂଗ୍ରାମ କେଶରୀ ପଟ୍ଟନାୟକ ବଲାଙ୍ଗୀର ଆଦର୍ଶ ଥାନା ଅଧିକାରୀ ଭାବେ କାର୍ଯ୍ୟରତ ରହିଥିଲେ । ସେହିପରି ଇତି ମଧ୍ୟରେ ଟିଟିଲାଗଡ଼ ଥାନା ଅଧିକାରୀ ଭାବେ ରଞ୍ଜନ ବରିହା ଯୋଗଦାନ କରିଥିବା ବେଳେ ପୂର୍ବରୁ ଟିଟିଲାଗଡ଼ ଥାନା ଅଧିକାରୀ ଭାବେ କାର୍ଯ୍ୟରତ ଥିବା ପ୍ରଭାତ ରଞ୍ଜନ ମହାନ୍ତି ଙ୍କୁ ଦେଓଗାଁ ଥାନା ଅଧିକାରୀ

ଭାବେ ଦାୟିତ୍ୱ ଗ୍ରହଣ କରିଥିବା ବେଳେ  ଶ୍ରୀ ବରିହା ଦେଓଗାଁ ରେ କାର୍ଯ୍ୟରତ ଥିଲେ । ଏହି ଅଦଳ,ବଦଳ ପରେ ଜିଲ୍ଲା ରେ ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ କରାଯାଇ ପାରିବା ନେଇ ସାଧାରଣରେ ଆଶା କରାଯାଉଛି 


News Comment




Photo in News

Advertisment
Lastest News
  ଜିଲ୍ଲା  
ଓବିସି ଗଣନା ପାଇଁ କେନ୍ଦ୍ର ଗୃହ ମନ୍ତ୍ରୀ ଙ୍କୁ ଆଗଲପୁର ତହସିଲଦାର ଜରିଆରେ ଦାବିପତ୍ର ପ୍ରଦାନ   15-May-2026
  ଜିଲ୍ଲା  
ଆମ୍ବୁଲାନ୍ସରୁ ତେଲ ସରି ଯିବାରୁ ରୋଗୀ ମୃତ   15-May-2026
  ଜିଲ୍ଲା  
ଗଣମାଧ୍ୟମରେ ବାରମ୍ବାର ପ୍ରକାଶ ପରେ ଚାଷୀଙ୍କୁ ମିଳିଲା ନ୍ୟାୟ”   15-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ମେଡିକାଲ୍ ଓ ସୋନପୁର ବ୍ଳକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଚଢ଼ାଉ ଓ ଜରିମାନା ଆଦାୟ*-   15-May-2026
  ଜିଲ୍ଲା  
ନୂତନ ସମ୍ବଲପୁର”ର ଗଠନ ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ*   15-May-2026
  ଜିଲ୍ଲା  
ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   15-May-2026
  ଜିଲ୍ଲା  
ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   15-May-2026
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026
  ଜିଲ୍ଲା  
ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   14-May-2026

You Might Also Like