ନୂଆଦିଲ୍ଲୀ(ପ୍ରେରଣା ଖବର ବ୍ୟୁରୋ) :ପରଲୋକରେ ବରିଷ୍ଠ ସାମ୍ବାଦିକ ରୋହିତ ସରଦାନା । ଆଜ୍ ତକ୍ ନ୍ୟୁଜ ଚ୍ୟାନେଲର ନ୍ୟୁଜ ଆଙ୍କର ରୋହିତ ସରଦାନାଙ୍କ କରୋନାରେ ମୃତ୍ୟୁ ହୋଇଥିବା ଜଣାପଡିଛି । ଏ ନେଇ ବରିଷ୍ଠ ସାମ୍ବାଦିକ ସୁଧିର ଚୌଧୁରୀ ଟ୍ବିଟ୍ କରି ସୂଚନା ଦେଇଛନ୍ତି । ଆଜତକ୍ ର ଦଙ୍ଗଲ କାର୍ଯ୍ୟକ୍ରମ ଯୋଗୁଁ ସେ ବେସ ଲୋକପ୍ରିୟ ହୋଇପାରିଥିଲେ । ତାଙ୍କର ମୃତ୍ୟୁର ଖବର ସାମ୍ନାକୁ ଆସିବା ପରେ ସାମ୍ବାଦିକ ମହଲରେ ଶୋକର ଛାୟା ଖେଳିଯାଇଛି । "/>
-+91-9937148622 |
prerana_bgr@rediffmail.com |
Sunday 4th October 2026 |
R.N.I. Regd No. ODIODI/2010/46693
Breaking News
30-Apr-2021