-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||     

HOME   ରାଜ୍ୟ

ଦଳିତ ନାବାଳିକାଙ୍କୁ ଗଣ ଦୁଷ୍କର୍ମ ଅଭିଯୋଗ। (ମାହାଙ୍ଗା ଥାନାରେ ଏତଲା ଦେଲେ ପୀଡିତାର ବଡ ଭଉଣୀ)

01-May-2021



କଟକ (ଦୀପକ କୁମାର ଷଡଙ୍ଗୀଙ୍କ ରିପୋର୍ଟ) ମାହାଙ୍ଗାରେ ପୁଣି ଦଳିତ ନାବାଳିକାକୁ ଗଣ ଦୁଷ୍କର୍ମ ଅଭିଯୋଗ l ଘରେ କେହି ନଥିବା ବେଳେ  ୫ ଜଣ  ଅସାମାଜିକ ବ୍ୟକ୍ତି ଯାହାଙ୍କ ବୟସ ପାଖାପାଖି ୪୦ ବର୍ଷରୁ ଉର୍ଦ୍ଧ୍ବ। ନାବାଳିକାର ବାପ ତୁଲ୍ୟ  l ଏନେଇ ନାବାଳିକାର ବଡ଼ ଭଉଣୀ   ଗତ ୨୫/୦୪/୨୧

ତାରିଖ ଦିନ  ମାହାଙ୍ଗା ଥାନାରେ ଅଭିଯୋଗ କରିଥିଲେ ସୁଦ୍ଧା ପୋଲିସ୍  ର ତଦନ୍ତ ଘର ଶିଥିଳତା ଚର୍ଚ୍ଚାହେଉଛିl ଯାହାକୁ ନେଇ ନାବାଳିକାର ବଡ଼ ଭଉଣୀ ଓ ନାବାଳିକା ନ୍ୟାୟ ପାଇବା ଆଶାରେ ମାହାଙ୍ଗା ଥାନା ସମ୍ମୁଖରେ କିରୋସିନି ଢାଳି ଆତ୍ମହତ୍ୟା କରିବାକୁ ଚେତାବନୀ ଦେଇଛନ୍ତି l ଏ ଭଳି ଲଜ୍ୟାଜନକ ଘଟଣା ଘଟିଛି  କଟକ ଜିଲ୍ଲା ମାହାଙ୍ଗା ଥାନା ଲଳିତଗିରି ପଞ୍ଚାୟତ ପୁରୁଷୋତ୍ତମ ପୁର ଗ୍ରାମରେ l  ପୁରୁଷୋତ୍ତମ ପୁର ଗ୍ରାମର ସ୍ବର୍ଗତ ଜୟ ଚନ୍ଦ୍ର ଦାସ ଗତ ଦେଢ଼ ବର୍ଷ ହେବ ହାର୍ଟ ରେ ମୃତ୍ୟୁ ବରଣ କରିଥିଲେ l 38 ବର୍ଷୀୟ ବିଧବା ପତ୍ନୀ  ବବିତା ଦାସ ଓ ତାଙ୍କର ୪ ଝିଅ ଓ ଗୋଟିଏ ପୁଅ କୁ ନେଇ ପରିବାର ଚଳୁଥିଲା l ତେବେ ବଡ଼ ଭଉଣୀ ବାହାଘର ପରେ ତାଙ୍କ ଘରକୁ ଯାଜପୁର ଜିଲ୍ଲା ବାଲି ଚନ୍ଦ୍ରପୁର ଥାନା ଅଞ୍ଚଳର ଭରତପୁର ଗ୍ରାମର ୪୭ ବର୍ଷୀୟ ଗଣେଶ୍ୱର ଦଳାଇ ବାରମ୍ବାର ବବିତା ଦାସଙ୍କ ଘରକୁ ଆସନ୍ତି l ହେଲେ ଘରେ କେହି ନଥିବା ବେଳେ ବବିତାଙ୍କ ଅଷ୍ଟମ ଶ୍ରେଣୀ ରେ ପଢୁଥିବା ନାବାଳିକା ଝିଅ କୁ ଦେଢ଼ ମାସ ହେବ ଗଣେଶ୍ୱର ଦଳେଇ ୪ ରୁ ୫ ଥର ଜୋର୍ ଜବର ଦସ୍ତ୍ ଦୁଷ୍କର୍ମ କରିଛି ବୋଲି ପୀଡିତ ଜଣକ ଭଉଣୀକୁ କହିଛି । ଏପରିକି ଯଦି କାହାରିକୁ କହିବୁ ତତେ ମାରିଦେବି ବୋଲି ଧମକ ଦେଇଥିଲା l କେବଳ ସେହି ବ୍ୟକ୍ତି ନୁହେଁ ବରଂ ଆଉ ଜଣ ବ୍ୟକ୍ତି ନାବାଳିକାକୁ  ଜୋର ଜବରଦସ୍ତି ଗଣ ଦୁଷ୍କର୍ମ କରିଥିବା ନାବାଳିକା ଜଣକ ଅଭିଯୋଗ କରିଛନ୍ତି l ଏପଟେ ନାବାଳିକା ର ବଡ଼ ଭଉଣୀ  ତାଙ୍କ ଭଉଣୀ ଙ୍କୁ ଦୁଷ୍କର୍ମ କରାଯାଇଥିବା ନେଇ ମାହାଙ୍ଗା ଥାନାରେ ଏତଲା ଦେଇଥିଲେ ଚଳିତ ମାସ ୨୫ ତାରିଖରେ ହେଲେ ପୋଲିସ୍ କିଛି ତଦନ୍ତ କରି ନଥିବା ଏତଲା କରୀ କହିଛନ୍ତି l ଏପରିକି ଯଦି ତୁରନ୍ତ ନାବାଳିକା କୁ ନ୍ୟାୟ ଓ ଅଭିଯୁକ୍ତ ମାନଙ୍କୁ ଗିରଫ କରାନଯାଏ ତେବେ ଆଗାମୀ ଦିନରେ ମାହାଙ୍ଗା ଥାନା ସମ୍ମୁଖରେ କିରୋସିନି ଢାଳି  ପୀଡ଼ିତା ଓ ତାଙ୍କ ଭଉଣୀ  ଆତ୍ମହତ୍ୟା କରିବାକୁ ଚେତାବନୀ ଦେଇଛନ୍ତି l 


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026

You Might Also Like