-+91-9937148622 |
prerana_bgr@rediffmail.com |
Friday 2nd October 2026 |
R.N.I. Regd No. ODIODI/2010/46693
Breaking News
01-May-2021
ଭୁବନେଶ୍ୱର,(ଶୁଭାଶିଷ ନାୟକ) : ରାଜ୍ୟରେ କରୋନା ସଂକ୍ରମଣ ସହ ମୃତ୍ୟୁ ସଂଖ୍ୟା ବି ବଢିବାରେ ଲାଗିଛି । ରାଜ୍ୟରେ ଆଜି ୧୧ ଜୀବନ ନେଇଛି କରୋନା । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୦୫୪କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସବାଧିକ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ସୁନ୍ଦରଗଡ଼ରୁ ୨ ଜଣ, ରାୟଗଡ଼,ପୁରୀ, କୋରାପୁଟ, କଳାହାଣ୍ଡି ଓ ବୌଦ୍ଧରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।