-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||     

HOME   ଜିଲ୍ଲା

ରକ୍ତ ଦେଇ ଜୀବନ ବଞ୍ଚେଇଲେ ରକ୍ତଦାତା

02-May-2021



କଣ୍ଟାବାଞ୍ଜି (ପ୍ରେରଣା ଖବର) :କରୋନାର ଦ୍ୱିତୀୟ ଲହର ଜନ ଜୀବନକୁ ଅସ୍ତବ୍ୟସ୍ତ କରୁଥିବା ବେଳେ ରକ୍ତର ଘୋର ଅଭାବ ଦେଖାଦେଇଛି।ପ୍ରତିଦିନ କଣ୍ଟାବାଞ୍ଜି ଡାକ୍ତରଖାନାରେ ରୋଗୀ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ରକ୍ତର ମଧ୍ୟ ଆବଶ୍ୟକତା ବଢ଼ିବାରେ ଲାଗିଛି।ଆଜି ପାଞ୍ଚ ଜଣ ରୋଗୀଙ୍କୁ ରକ୍ତର ଜରୁରୀ ଆବଶ୍ୟକତା ପଡିଥିଲା।ଏହି ଖବର ପାଇବା ପରେ ଜୁନିୟର

ରେଡକ୍ରସ ପରାମର୍ଶ ଦାତା ଶ୍ରୀ ବିରଞ୍ଚି ନାରାୟଣ ଦାଶ ସୋସିଆଲ ମିଡ଼ିଆର ବିଭିନ୍ନ ଗ୍ରୁପରେ ରକ୍ତର ଆବଶ୍ୟକତା ଅଛି ବୋଲି ବାର୍ତା ଦେଇଥିଲେ।ଖବର ଜାଣିବା ପରେ ସ୍ୱଇଛ୍ଛାରେ କିଛି ରକ୍ତଦାତା ଆଶିଷ ଜୈନ,ପରମାନନ୍ଦ ପୁଟେଲ, ଅଜୟ ଅଗ୍ରୱାଲ, ବିକାଶ ବାଗ, ସୁମିତ ଶର୍ମା 

ଆଦି ବି ନେଗେଟିଭ,ବି ପୋଜିଟିଭ,ଓ ପୋଜିଟିଭ, ଏଟୁ ପୋଜିଟିଭ ରକ୍ତ ଦେଇଥିଲେ।ଅଶୁରଲା ଗ୍ରାମର ପାୟଲ ନାଗ,ଅହଲ୍ୟା ସାହୁ,ଘୁମେର,ଝିକିଡୁଙ୍ଗୁରି,କଣ୍ଟାବାଞ୍ଜିର ରୋଗୀ ମାନେ ରକ୍ତ ପାଇଥିଲେ।ଏହି ମହତ କାର୍ଯ୍ୟରେ ସମାଜସେବୀ ରବିନାରାୟଣ ଅଗ୍ରୱାଲ, ଆଶିଷ ଖୈତାନ,ସଂଗ୍ରାମ ତ୍ରିପାଠୀ ଆଦି ସହଯୋଗ କରିଥିଲେ।ରକ୍ତ ସଂଗ୍ରହ ବେଳେ ଡାକ୍ତର ଏସ.ପି.ଡି.ପଣ୍ଡା,ପ୍ରଶାନ୍ତ ସାହୁ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   01-Oct-2026
  ଜିଲ୍ଲା  
*ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   01-Oct-2026

You Might Also Like