-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||     

HOME   ଜିଲ୍ଲା

ବାଲିଗୁଡା ଉପଜିଲ୍ଲାପାଳଙ୍କ ମହାନତା, ଦୁର୍ଘଟଣାରେ ଆହତ ଯୁବକଙ୍କୁ ଯୋଗାଇଦେଲେ ଚିକିତ୍ସା

02-May-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ):ଦିନକୁ ଦିନ ମଣିଷ ମାନବିକତା ଭୁଲି ଯାଉଥିବା ବେଳେ ଏମିତି କିଛି ମଣିଷ ଅଛନ୍ତି ଯେଉଁମାନେ ନିଜ ପଦପଦବୀ ଓ ସାମାଜିକ ସ୍ଥିତିକୁ ଖାତିର ନ କରି ସାଧାରଣ ମଣିଷର ଦୁଃଖରେ ଭାଗିଦାର ହୋଇଥାନ୍ତି। ଏମିତି ଏକ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡାରେ। ନିଜେ ଉପଜିଲ୍ଲାପାଳ ଡ୍ୟୁଟିରେ ଥାଇ ମଧ୍ୟ ଜଣେ ଦୁର୍ଘଟଣାଗ୍ରସ୍ତ ଯୁବକକୁ ଚିକିତ୍ସା ସେବା ଯୋଗାଇ ଦେଇଛନ୍ତି। ଆଜି ରବିବାର  କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଏଭଳି ଘଟଣା ଘଟିଛି। ଉପଜିଲ୍ଲାପାଳ ଡକ୍ଟର ଶୁଭଙ୍କର ମହାପାତ୍ର କରୋନା ସମୟରେ ସହର ମଧ୍ୟରେ ପାଟ୍ରୋଲିଂ କରୁଥିବା ବେଳେ ବାଲିଗୁଡା ଦଣ୍ଡପଦର ପାଖ ପେଟ୍ରୋଲ ଟାଙ୍କି ନିକଟରେ ଏକ ବାଇକ ଦୁର୍ଘଟଣାରେ ଆହତ ଜଣେ ଯୁବକ  ପଡି ରହିଥିବା ଦେଖିଥିଲେ। ସମ୍ପୃକ୍ତ ଯୁବକଙ୍କ ଦେହ ସାରା ରକ୍ତ ଲାଗିଥିଲା। ଯୁବକଙ୍କ ଏଭଳି ଅବସ୍ଥା ଦେଖି ଉପଜିଲ୍ଲାପାଳ ଡକ୍ଟର ମହାପାତ୍ର ତାଙ୍କୁ ନିଜ ଗାଡ଼ିରେ ତୁରନ୍ତ ମେଡିକାଲକୁ ଆଣିଥିଲେ ଏବଂ ନିଜେ ସେହି ବ୍ୟକ୍ତିଙ୍କର ଚିକିତ୍ସା ମଧ୍ୟ୍ୟ କରିଥିଲେ। ଉପଜିଲ୍ଲାପାଳଙ୍କ ଏଭଳି ମହାନତା ନେଇ ବାଲିଗୁଡା ଜନସାଧାରଣ ଡକ୍ଟର ମହାପାତ୍ରଙ୍କ ପ୍ରଶଂସା କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   01-Oct-2026
  ଜିଲ୍ଲା  
*ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   01-Oct-2026
  ଜିଲ୍ଲା  
ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   01-Oct-2026
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026

You Might Also Like