-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||     

HOME   ଅପରାଧ

କନ୍ଧମାଳ:ଡକାୟତି ବେଳେ ରିଭଲବର ସହ ଜଣେ ଗିରଫ: ସହଯୋଗୀ ଫେରାର

02-May-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ଫୁଲବାଣୀର  ଜଣେ ହୋମଗାର୍ଡ ନିଜ ଗ୍ରାମ ଦୂତିମେଣ୍ଡି ରୁ ଫୁଲବାଣୀକୁ ଶନିବାର ରାତିରେ ନିଜ  ମୋଟର ସାଇକେଲ ରେ ଆସୁଥିବା ବେଳେ ଏଫ୍.ସି. ଆଇ ଛକ ନିକଟ ରାସ୍ତାରେ ଦୁଇଜଣ ଯୁବକ ମୋଟର ସାଇକେଲ ଅଟକାଇ ରିଭଲବର ଦେଖାଇ ଡକାୟତି ଉଦ୍ୟମ କରୁଥିବାବେଳେ ଖବର ପାଇ ଫୁଲବାଣୀ ଟାଉନ୍ ଥାନା  ପୋଲିସ ତତକ୍ଷଣାତ

ଘଟଣାସ୍ଥଳରେ ପହଞ୍ଚି କାହ୍ନୁ ନାୟକ ନାମକ ଏକ ଯୁବକ କୁ ଗିରଫ କରିଥିବା ବେଳେ ଅନ୍ୟ ଜଣେ ସହଯୋଗି ଘଟଣା ସ୍ଥଳରୁ  ଚମ୍ପଟ ମାରିଥିଲା  । ଗିରଫ ଯୁବକ ପାଖରୁ ଏକ ରିଭଲଭର ସହ ୫  ଟି ଜୀବନ୍ତ ଗୁଳି ମଧ୍ୟ ପୋଲିସ ଜବତ କରିଛି। ଗିରଫ ଯୁବକ ମାନେ ନିୟମିତ ଫୁଲବାଣୀ- ଭୁବନେଶ୍ୱର ରାସ୍ତା ଓ ଫୁଲବାଣୀ- ବୌଦ୍ଧ ରାସ୍ତାରେ ରାତିରେ ଗାଡ଼ିରେ ଆସୁଥିବା ଯାତ୍ରୀ ମାନଙ୍କୁ ବନ୍ଧୁକ ଦେଖାଇ ଡକାୟତ କରୁଥିଲେ। ପୋଲିସ କାହ୍ନୁ ନାୟକ କୁ ଗିରଫ କରି ଆଜି କୋର୍ଟ ଚାଲାଣ କରିଛି। ଚମ୍ପଟ ମାରିଥିବା ସହଯୋଗୀ ସହ ଏହି ଘଟଣାରେ ଅନ୍ୟ କେହି ସଂଶ୍ଲିଷ୍ଟ ଅଛନ୍ତି ସେ ନେଇ  ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   01-Oct-2026
  ଜିଲ୍ଲା  
*ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   01-Oct-2026
  ଜିଲ୍ଲା  
ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   01-Oct-2026
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026

You Might Also Like