-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

୮ ଦଫା ଦାବି ନେଇ ଭାଜପା ମେଟାକାନୀ ମଣ୍ଡଲର ଦାବିପତ୍ର

20-Oct-2020



ଉଲୁଣ୍ଡା୨୦ା୧୦ (ଗୌର ଚନ୍ଦ୍ର ପରିଚ୍ଛା)- ଉଲୁଣ୍ଡା ଅଂଚଲରେ ଦିନକୁ ଦିନ ଦୁର୍ନୀତି ବଢିବାରେ ଲାଗିଛି ।  ଏହାକୁ ବିରୋଧ କରିବା ସହ କାର୍ଯ୍ୟାନୁଷ୍ଠାନ  ଦାବି ନେଇ  ଆଜି  ଭାଜପା ତରଫରୁ  ୮ ଦଫା ସମ୍ବଲିତ ଏକ ଦାବିପତ୍ର ବିଡିଓଙ୍କ ଜରିଆରେ ଜିଲ୍ଲାପାଲଙ୍କୁ ପ୍ରଦାନ କରିଛନ୍ତି ।   ଭାଜପା ମେଟାକାନୀ ମଣ୍ଡଲ ସଭାପତି ଆଦିତ୍ୟ ପୁରୋହିତଙ୍କ ନେତୃତ୍ୱରେ  ଦଲିୟକର୍ମୀ ମାନେ ଏକତ୍ରିତ ହୋଇ  ବ୍ଲକ କାର୍ଯ୍ୟାଳୟକୁ ଯାଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ପରେ ବିଡିଓ ଅନୁପସ୍ଥିତ ଥିବାରୁ ଏବିଡିଓ ସୁଧାଂଶୁ ଶେଖର ମଲ୍ଲିକଙ୍କ ଜରିଆରେ ସୁବର୍ଣ୍ଣପୁର ଜିଲ୍ଲାପାଲଙ୍କୁ ୮ ଦଫା ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରିଥିଲେ । ଏହି ଦାବିପତ୍ରରେ  ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ ପ୍ରସ୍ତୁତ ହୋଇଥିବା ତାଲିକାରେ କିଛି ଅସାଧୁ କର୍ମଚାରୀ ଓ ଦଲାଲ ମିସି ତଲ ଉପର କରୁଥିବାରୁ ପ୍ରକୃତ ହିତାଧିକାରୀ ଯୋଜନାରୁ ବଂଚିତ ହେଉଛନ୍ତି । ଏଣୁ ତଦନ୍ତ କରି ଉପଯୁକ୍ତ ହିତାଧିକାରୀଙ୍କୁ ସାମିଲ କରିବା । ବାସହିନ ବ୍ୟକ୍ତିଙ୍କୁ ଜମି ପ୍ରଦାନ କରିବା, କୃଷିବିଭାଗ ଓ ଉଦ୍ୟାନ ବିଭାଗର କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଂଚି ନପାରି କିଛି ପ୍ରଭାବ ସାଲି ବ୍ୟକ୍ତି ଏହାର ଫାଇଦା ଉଠାଉଥିବାରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା,  ଗ୍ରାମ୍ୟ ଜଲ ଯୋଗାଣ ବିଭାଗର ଦ୍ୱାରା ପ୍ରତ୍ୟେକ ଗ୍ରାମକୁ ଜଲ ଯୋଗାଇଦେବା ।  ହାତୀ ଉପଦ୍ରବରେ ନଷ୍ଟ ହୋଇଥିବା ଚାଷୀଙ୍କ ଫସଲ ଏକର ପ୍ରତି ୫୦ ହଜାର ପ୍ରଦାନ କରିବା, ଉଲୁଣ୍ଡା ଗୋଷ୍ଠିସ୍ୱାସ୍ଥ୍ୟରୁ ବଦଲି ହୋଇଥିବା ଦନ୍ତ ଚିକିତ୍ସକଙ୍କୁ ପୁଣି ଅବସ୍ଥାପିତ କରିବା  ଆଦି ୮ଟି  ଦାବି ଉଲ୍ଲେଖ ରହିଛି । ତେବେ ଏହି ଦାବି ଯଦି ପୁରଣ କରାନଯାଏ ତାହାହେଲେ ଆଗାମି ଦିନରେ ଭଜପା ତରଫରୁ  ଆନ୍ଦୋଲନାତ୍ମକ ପନ୍ଥା ଗ୍ରହଣ କରାଜିବ ବୋଲି ଚେତାବନୀ ଦିଆଯାଇଛି ।  ଦାବିପତ୍ର ପ୍ରଦାନ ବେଲେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରଘୁନାଥ ଜଗଦଲା,  ଜିଲ୍ଲା ଉପସଭାପତି ଦିଲ୍ଲିପ କୁମାର ପୁରୋହିତ, ପୁର୍ବତନ ଜିଲ୍ଲା ସଂପାଦକ ଧର୍ମନିରଞ୍ଜନ ପଣ୍ଡା,  ସାଧାରଣ ସଂପାଦକ ବିଜୟ କୁମାର ହୋତା, ସଂପାଦକ ପ୍ରମୋଦ କର୍ମୀ,  ପୁର୍ବତନ ସଭାପତି ଗିରିଶ ପୁରୋହିତ,  ଜିଲ୍ଲା ହରିଜନ ମୋର୍ଚା ସଭାପତି ବଳରାମ ସୁନା, ସାଧାରଣ ସଂପାଦକ ରତ୍ନାକର ବୁଡା, ମିଡିଆ ପ୍ରଭାରୀ ରାଜେନ୍ଦ୍ର ପଧାନ, ମେଟାକାନୀ ମଣ୍ଡଲ ହରିଜନ ମୋର୍ଚା  ସଭାପତି କିର୍ତନ ମୁନା,  ଅମିତ କର୍ଣ୍ଣ, ପବିତ୍ର ସାହୁ ପ୍ରମୁଖ ଉପସ୍ଥିତ ଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like