-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||     

HOME   ଜିଲ୍ଲା

ନିଜ ଓ ନିଜର ଝିଅ ର ଜନ୍ମ ଦିନରେ ରକ୍ତ ଦାନ କଲେ ସମାଜସେବୀ

03-May-2021



ସୁବର୍ଣ୍ଣପୁର (ପ୍ରେରଣା ଖବର) ସୁବର୍ଣ୍ଣପୁର ଜିଲ୍ଲାର ଓ ସି ଏ ମାନ୍ୟତା ପ୍ରାପ୍ତ ଅମ୍ପାୟର ଶ୍ୟାମ ସୁନ୍ଦର ପଣ୍ଡା ଆଜି ସର୍ଟ ଡାଉନ୍ ସମୟରେ ନିଜ ଓ ନିଜର ଜନ୍ମ ଦିନରେ ରକ୍ତ ଦାନ କରି ପାଳନ କରିଛନ୍ତି l କରୋନା ମହାମାରୀ ହେତୁ ଲୋକମାନେ ରକ୍ତ ଦାନ କରିବାକୁ ପଛାଉ ଥିବା ସମୟରେ ଏକ ମହତ୍ କାର୍ଯ୍ୟ ସକାଶେ ସେ ଆଗେଇ ଆସିଛନ୍ତି । କ।ଦୋଦର ପଞ୍ଚାୟତ ଅନ୍ତର୍ଗତ ଗଇଲଗୁଡ଼ି ଗାଆଁ ର ରଶ୍ମିତା ଭୋଇ ଯେ କି ଗର୍ଭପାତ ଜନିତ ସମସ୍ୟାରେ ଦୀର୍ଘ ୫ ଦିନ ହେବ ମେଡିକାଲ ର ୧୭ ନଂ ଶଯ୍ୟା ରେ ଚିକିତ୍ସା ହେଉଛନ୍ତି ତାଙ୍କୁ ନିଜର ରକ୍ତ ଦାନ କରି ମହାନତା ର ପରିଚୟ ଦେଇଛନ୍ତି ଓ ଏମିତି ମହାମାରୀ ସମୟରେ ସମସ୍ତେ ରକ୍ତ ଦାନ କରି ଅମୂଲ୍ୟ ଜୀବନ ବଞ୍ଚାଇବା କଥା ବୋଲି କହିଛନ୍ତି । ଏପରି ମହତ୍ ଉଦ୍ଦେଶ୍ୟ ରେ ରକ୍ତ ଦାନ କୁ ରକ୍ତ ଭଣ୍ଡାର ର ଅଧିକାରୀ ଡାକ୍ତର ଦୂର୍ଗା ଦତ୍ତ ଦାସ ପ୍ରଶଂସା କରିବା ସହିତ ରକ୍ତଦାତାଙ୍କୁ ପ୍ରଶଂସା କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026

You Might Also Like