-+91-9937148622 |
prerana_bgr@rediffmail.com |
Wednesday 30th September 2026 |
R.N.I. Regd No. ODIODI/2010/46693
Breaking News
04-May-2021
ଭୁବନେଶ୍ୱର,(ପ୍ରେରଣା ଖବର ବ୍ୟୁରୋ) : ରାଜ୍ୟରେ ଥମିବାର ନାଁ ନେଉନି କରୋନା। ଆଜି ପୁଣି ଥରେ ୮ ହଜାର ପାର କରିଛି ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ଚିହ୍ନଟ ହୋଇଛନ୍ତି ୮୨୧୬ କରୋନା ଆକ୍ରାନ୍ତ। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୭୧ ପଜିଟିଭ ଚିହ୍ନଟ । ସୁନ୍ଦରଗଡ଼ରୁ ୬୩୬, କଟକରୁ ୪୪୭, ପୁରୀରୁ ୪୦୨, ଅନୁଗୁଳରୁ ୩୯୪, ସମ୍ବଲପୁରରୁ ୩୮୫, ବରଗଡ଼ରୁ ୩୭୫ ପଜିଟିଭ୍ ବାହାରିଛନ୍ତି । ସେହିପରି ଯାଜପୁରରୁ ୩୪୭, ନବରଙ୍ଗପୁରରୁ ୩୧୯, ଝାରସୁଗୁଡ଼ାରୁ ୩୧୬, ବଲାଙ୍ଗିରରୁ ୩୦୫, ବାଲେଶ୍ୱରରୁ ୩୦୨, ନୂଆପଡ଼ାରୁ ୨୬୧, ନୟାଗଡ଼ରୁ ୨୫୦, ସୁବର୍ଣ୍ଣପୁରରୁ ୨୪୮, କଳାହାଣ୍ଡିରୁ ୨୩୮ ପଜିଟିଭ୍ ଚିହ୍ନଟ ବାହାରିଛନ୍ତି। ସେହିପରି ଭାବରେ ନୟାଗଡ଼- ୨୫୦, ସୁବର୍ଣ୍ଣପୁର- ୨୪୮, ଷ୍ଟେଟ୍ ପୁଲ୍ ଓ କଳାହାଣ୍ଡିରୁ ୨୩୮ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାୟଗଡ଼ା- ୨୩୨, ମୟୂରଭଞ୍ଜ- ୧୯୦, କୋରାପୁଟ- ୧୩୩, କେନ୍ଦୁଝର- ୧୨୯, ଗଜପତି- ୧୨୧, ଜଗତସିଂହପୁର- ୧୦୬,ବୌଦ୍ଧ ଓ ଦେବଗଡ଼ରୁ ୯୮ ଲେଖାଏଁ, କେନ୍ଦ୍ରାପଡ଼ା- ୮୭, କନ୍ଧମାଳ- ୭୭ ସହ ଗଞ୍ଜାମ- ୬୯, ଭଦ୍ରକ- ୬୩, ଢେଙ୍କାନାଳ- ୪୭, ମାଲକାନଗିରିରୁ ୩୨ ଚିହ୍ନଟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
Advertising