-+91-9937148622 |
prerana_bgr@rediffmail.com |
Wednesday 30th September 2026 |
R.N.I. Regd No. ODIODI/2010/46693
Breaking News
04-May-2021
ଭୁବନେଶ୍ୱର,(ପ୍ରେରଣା ଖବର ବ୍ୟୁରୋ) : ଆଜି ରାଜ୍ୟରେ କରୋନା ନେଇଛି ୧୫ ମୁଣ୍ଡ। ଏହାସହ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୨ ହଜାର ୮୮କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ରାୟଗଡ଼ାରୁ ୩, ସୁନ୍ଦରଗଡ଼ ଓ କଳାହାଣ୍ଡିରୁ ୨ ଲେଖାଏଁ ମୃତ ହୋଇଛି। ସେହିପରି କଟକ, ପୁରୀ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ମୃତ ହୋଇଛନ୍ତି। ତେବେ